Base Word
מָשַׁח
Short Definitionto rub with oil, i.e., to anoint; by implication, to consecrate; also to paint
Long Definitionto smear, anoint, spread a liquid
Derivationa primitive root
International Phonetic Alphabetmɔːˈʃɑħ
IPA modmɑːˈʃɑχ
Syllablemāšaḥ
Dictionmaw-SHA
Diction Modma-SHAHK
Usageanoint, paint
Part of speechv

ଆଦି ପୁସ୍ତକ 31:13
ମୁଁ ବେଥଲରେ ସହେି ପରମେଶ୍ବର। ଯେଉଁଠା ରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଠିଆ କରିଥିଲ। ଏବଂ ମାେ ପାଖ ରେ ଏକ ଶପଥ କରିଥିଲ। ବର୍ତ୍ତମାନ ଉଠ ଏବଂ ଏହି ଭୂମି ପରିତ୍ଯାଗ କର ଏବଂ ତୁମ୍ଭର ଗୃହକୁ ୟାଅ।'

ଯାତ୍ରା ପୁସ୍ତକ 28:41
ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ।

ଯାତ୍ରା ପୁସ୍ତକ 29:2
ଏହାପରେ ତାଡିଶୁନ୍ଯ ରୋଟୀ ଓ ତୈଳୟୁକ୍ତ ତାଡିଶୂନ୍ଯ ଚକୁଳୀ, ଏବଂ ତୈଳୟୁକ୍ତ ସରୁ ପିଠା, ଏହିସବୁ ଭଲ ଗହମରୁ ପ୍ରସ୍ତୁତ ତାଡୀଶୂନ୍ଯ ଅଟାରୁ ପ୍ରସ୍ତୁତ କରିବ।

ଯାତ୍ରା ପୁସ୍ତକ 29:7
ଏହାପରେ ଅଭିଷକୋର୍ଥକ ତୈଳ ନଇେ ତାହାର ମସ୍ତକ ଉପରେ ଢାଳି ତାକୁ ଅଭିଷକେ କରିବ।

ଯାତ୍ରା ପୁସ୍ତକ 29:36
ପ୍ରସ୍ତୁତ କରିବା ପାଇଁ ଏବଂ ୟଜ୍ଞବଦେୀକୁ ପବିତ୍ର କରିବା ପାଇଁ ତୁମ୍ଭମାନେେ ସାତଦିନ ପାଇଁ ପ୍ରେତ୍ୟକକ ଦିନ ଏକ ବାଛୁରୀ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ।

ଯାତ୍ରା ପୁସ୍ତକ 30:26
ଏହା ନଇେ ତୁମ୍ଭମାନେେ ସମାଗମ ତମ୍ବୁ ଓ ନିଯମ-ସିନ୍ଦୁକ ଉପରେ ସିଞ୍ଚନ କର।

ଯାତ୍ରା ପୁସ୍ତକ 30:30
ଏହି ତୈଳକୁ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ଉପରେ ଛିଞ୍ଚି ପବିତ୍ର କର। ଯେଉଁଥି ରେ ସମାନେେ ଆମ୍ଭର ଯାଜକ କର୍ମ କରିବା ପାଇଁ ଅଭିଷକେ କରି ପବିତ୍ର କରିବେ।

ଯାତ୍ରା ପୁସ୍ତକ 40:9
ଏହାପରେ ଅଭିଷକୋର୍ଥକ ତୈଳ ନଇେ ତମ୍ବୁ ଓ ତନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଅଭିଷକେ କର ଓ ଉତ୍ସର୍ଗିତ କର। ତହଁି ରେ ତମ୍ବୁ ଓ ତାହାର ସାମଗ୍ରୀ ପବିତ୍ର ହବେ।

ଯାତ୍ରା ପୁସ୍ତକ 40:10
ଆଉ ହୋମବଦେୀ ଓ ତହିଁର ସକଳ ସାମଗ୍ରୀ ଅଭିଷକେ କରି ଉତ୍ସର୍ଗିତ କର। ତହିଁରେ ସହେି ୟଜ୍ଞବଦେୀ ଅତ୍ଯନ୍ତ ପବିତ୍ର ହବେ।

ଯାତ୍ରା ପୁସ୍ତକ 40:11
ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠକି ଅଭିଷକେ କରି ପବିତ୍ର କରିବ।

Occurences : 69

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்