Base Word
מִשְׁעֵנָה
Short Definitionsupport (abstractly), i.e., (figuratively) sustenance or (concretely) a walking-stick
Long Definitionsupport (of every kind), staff
Derivationor מִשְׁעֶנֶת; feminine of H4937
International Phonetic Alphabetmɪʃ.ʕeˈn̪ɔː
IPA modmiʃ.ʕeˈnɑː
Syllablemišʿēnâ
Dictionmish-ay-NAW
Diction Modmeesh-ay-NA
Usagestaff
Part of speechn-f
Base Word
מִשְׁעֵנָה
Short Definitionsupport (abstractly), i.e., (figuratively) sustenance or (concretely) a walking-stick
Long Definitionsupport (of every kind), staff
Derivationor מִשְׁעֶנֶת; feminine of H4937
International Phonetic Alphabetmɪʃ.ʕeˈn̪ɔː
IPA modmiʃ.ʕeˈnɑː
Syllablemišʿēnâ
Dictionmish-ay-NAW
Diction Modmeesh-ay-NA
Usagestaff
Part of speechn-f

ଯାତ୍ରା ପୁସ୍ତକ 21:19
ଆଘାତପ୍ରାପ୍ତ ଲୋକ ଯଦି ଶୟ୍ଯାଶାଯୀ ହୁଏ ଏବଂ ବିଛଣାରୁ ଉଠିପା ରେ ଏବଂ ସେ ଆଶାବାଡି ଧରି ଚାଲିପା ରେ। ତବେେ ଆଘାତ ଦଇେଥିବା ଲୋକ ତା'ର କ୍ଷତି ଭରଣା କରିବ ଏବଂ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହବୋ ପର୍ୟ୍ଯନ୍ତ ତା'ର ସହାୟତା କରିବ।

ଗଣନା ପୁସ୍ତକ 21:18
ରାଜାମାନେ ଓ ଅଧିପତିମାନେ ସହେି କୂପ ଖୋଳିଛନ୍ତି। କୁଳୀନମାନେ ଓ ରାଜାମାନେ ସମାନଙ୍କେର ଆଶାବାଡି ରେ ଓ ରାଜଦଣ୍ତ ରେ ତାହା ଖାେଳିଛନ୍ତି।

ବିଚାରକର୍ତାମାନଙ୍କ ବିବରଣ 6:21
ଏହାପରେ ସଦାପ୍ରଭୁଙ୍କର ଦୂତ ତାଙ୍କ ହସ୍ତ ରେ ଥିବା ୟଷ୍ଟିର ଅଗ୍ର ବଢାଇ ସହେି ମାଂସ ଓ ତାଡିଶୂନ୍ଯ ରୋଟୀକକ୍ସ୍ଟ ସ୍ପର୍ଶ କଲେ। ଏହାପରେ ପଥରରକ୍ସ୍ଟ ଅଗ୍ନି ବାହାରିଲା ଏବଂ ତା ଉପରେ ଥିବା ମାଂସ ଓ ପିଠା ସଂପୂର୍ଣ୍ଣ ପୋଡି଼ଗଲା। ତା'ପରେ ସଦାପ୍ରଭୁଙ୍କର ଦୂତ ଅଦୃଶ୍ଯ ହାଇଗେଲେ।

ଦିତୀୟ ରାଜାବଳୀ 4:29
ଏହାପରେ ଇଲୀଶାୟ ଗି ହଜେୀକୁ କହିଲେ, ୟିବାକୁ ପ୍ରସ୍ତୁତ ହୁଅ। ମାରେ ୟଷ୍ଟିଟିକୁ ସଙ୍ଗ ରେ ନିଅ। ଗଲା ବେଳେ କୌଣସି ସ୍ଥାନ ରେ ଟିକିଏ ହେଲେ ଅଟକିବ ନାହିଁ। ଏପରିକି କାହାରିକୁ ଦେଖିଲେ ନମସ୍କାର କରନାହିଁ ଓ କହେି ନମସ୍କାର କଲେ ତାକୁ ଉତ୍ତର କରନାହିଁ। ମାରେ ୟଷ୍ଟି ନଇେ ସହେି ବାଳକର ମୁଖ ଉପରେ ରଖି ଦିଅ।

ଦିତୀୟ ରାଜାବଳୀ 4:29
ଏହାପରେ ଇଲୀଶାୟ ଗି ହଜେୀକୁ କହିଲେ, ୟିବାକୁ ପ୍ରସ୍ତୁତ ହୁଅ। ମାରେ ୟଷ୍ଟିଟିକୁ ସଙ୍ଗ ରେ ନିଅ। ଗଲା ବେଳେ କୌଣସି ସ୍ଥାନ ରେ ଟିକିଏ ହେଲେ ଅଟକିବ ନାହିଁ। ଏପରିକି କାହାରିକୁ ଦେଖିଲେ ନମସ୍କାର କରନାହିଁ ଓ କହେି ନମସ୍କାର କଲେ ତାକୁ ଉତ୍ତର କରନାହିଁ। ମାରେ ୟଷ୍ଟି ନଇେ ସହେି ବାଳକର ମୁଖ ଉପରେ ରଖି ଦିଅ।

ଦିତୀୟ ରାଜାବଳୀ 4:31
ଗି ହଜେୀ ଇଲୀଶାୟ ଓ ଶୁନମେୀୟା ସ୍ତ୍ରୀ ପହଞ୍ଚିବା ପୂର୍ବରୁ ସ୍ତ୍ରୀ ଲୋକଟିର ଘ ରେ ପହଁଞ୍ଚିଲା। ସେ ଆଶାବାଡିକୁ ବାଳକର ମୁଖ ଉପରେ ରଖିଲା। ମାତ୍ର ପିଲାଟିର କୌଣସି ରବ କି ଶଦ୍ଦ ହେଲାନାହିଁ। ତା'ପରେ ଗି ହଜେୀ ଫରେିଆସି ଇଲୀଶାୟଙ୍କୁ ଭଟେି ଜଣାଇଲା, ବାଳକଟି ଉଠିଲା ନାହିଁ।

ଦିତୀୟ ରାଜାବଳୀ 18:21
ଏଠାକୁ ଦେଖ, ତୁମ୍ଭେ ଭଙ୍ଗା ହାଇେଥିବା ଆଶାବାଡି ଉପରେ ନିର୍ଭର କରୁଅଛ। ଏହି ଆଶାବାଡି ମିଶରର ଅଟେ। କିନ୍ତୁ ଯଦି କହେି ତା' ଉପରେ ଆଉଜେ ଏହା ଭାଙ୍ଗି ୟିବ ଏବଂ ହାତ ରେ ପଶି ଫୋଡି ହାଇଯେିବ ଓ ଏହାକୁ ଘାଆ କରିଦବେ। ଯେଉଁମାନେ ମିଶରର ରାଜା ଫାରୋ ଉପରେ ନିର୍ଭର କରୁଛନ୍ତି, ସମାନେେ ଏହି ଭାଗ୍ଯର ଅଂଶିଦାର ହବେ।

ଗୀତସଂହିତା 23:4
ୟଦିଓ ମୁଁ ମୃତ୍ଯୁଛାଯାର ରୂପ ଉପତ୍ୟକାରେ ଏକା ବାଟ ଚାଲେ, ୟାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁ ଭୟଭୀତ ହବେି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମାେ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମାେତ ସୁରକ୍ଷା କରେ।

ଯିଶାଇୟ 3:1
ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି। ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଯିହୁଦା ଓ ୟିରୁଶାଲମ ଯାହା ଉପ ରେ ନିର୍ଭର କରନ୍ତି ସେ ସମସ୍ତ ଜିନିଷ କାଢ଼ିନବେେ। ପରମେଶ୍ବର ସମସ୍ତ ଅନ୍ନ ଓ ଜଳ ଦୂ ରଇେ ନବେେ।

ଯିଶାଇୟ 36:6
ତୁମ୍ଭମାନେେ କ'ଣ ଭଗ୍ନ ୟଷ୍ଟି ସଦୃଶ ମିଶର ଉପ ରେ ନିର୍ଭର କରୁଛ ? ତାହା ଯଦି କରୁଥାଅ ତବେେ ସେ ହାତ ରେ ଫୋଡ଼ି ହାଇୟୋଇ କଣା କରିଦବେ। ମିଶରର ରାଜା ଫାରୋ ଉପ ରେ ଯେଉଁମାନେ ବିଶ୍ବାସ ରଖନ୍ତି, ସମାନେେ ସମସ୍ତେ କିଛି ସାହାୟ୍ଯ ପାଇବେ ନାହିଁ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்