Base Word
מָשַׁשׁ
Short Definitionto feel of; by implication, to grope
Long Definitionto feel, grope
Derivationa primitive root
International Phonetic Alphabetmɔːˈʃɑʃ
IPA modmɑːˈʃɑʃ
Syllablemāšaš
Dictionmaw-SHAHSH
Diction Modma-SHAHSH
Usagefeel, grope, search
Part of speechv

ଆଦି ପୁସ୍ତକ 27:12
ଯଦି ମାରେ ପିତା ମାେତେ ସ୍ପର୍ଶ କରନ୍ତି। ସେ ଜାଣିପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମାେତେ ଆଶୀର୍ବାଦ କରିବା ପରିବର୍ତେ ଅଭିଶାପ ଦବେେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।

ଆଦି ପୁସ୍ତକ 27:22
ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲା। ଇସ୍ହାକ ସ୍ପର୍ଶ କରି କହିଲା, ତୁମ୍ଭର ସ୍ବର ଯାକୁବର ସ୍ବର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତପରି।

ଆଦି ପୁସ୍ତକ 31:34
ରାହେଲ ସହେି ଦବେତାଗଣଙ୍କୁ ତାଙ୍କର ଓଟର ହାଉଦା ଭିତ ରେ ରଖି ତହିଁ ଉପରେ ବସିଥିଲା। ଲାବନ ସମସ୍ତ ତମ୍ବୁକୁ ଖାଜେିଲେ କିନ୍ତୁ କେଉଁଠା ରେ ପାଇଲେ ନାହିଁ।

ଆଦି ପୁସ୍ତକ 31:37
ମାରେ ସମସ୍ତ ଦ୍ରବ୍ଯ ତୁମ୍ଭେ ଖାଜେିଲ କିନ୍ତୁ ତୁମ୍ଭର ଦବେତାଗଣଙ୍କୁ ପାଇଲ ନାହିଁ। ଯଦି ତୁମ୍ଭେ ତାହା ପାଇଛ ତବେେ ତୁମ୍ଭେ ତାହା ଦଖାେଅ, ଆମ୍ଭର ସମସ୍ତ ଲୋକ ତାହା ଦେଖିବେ। କେଉଁଟି ଠିକ୍ ତାହା ଲୋକମାନଙ୍କୁ ନିଷ୍ପତ୍ତି କରିବାକୁ ଦିଅ।

ଯାତ୍ରା ପୁସ୍ତକ 10:21
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ହସ୍ତ ଆକାଶ ଆଡକୁ ଉଠାଅ। ତା ହେଲେ ମିଶର ଦେଶ ଅନ୍ଧକାର ରେ ଆଚ୍ଛାଦିତ ହବେ। ମିଶରୀଯମାନେ ଅନ୍ଧକାର ରେ ଦରାଣ୍ଡି ହବେେ।

ଦିତୀୟ ବିବରଣ 28:29
ତୁମ୍ଭମାନେେ ଦିନ ବେଳେ ମଧ୍ଯ ଅନ୍ଧଙ୍କ ପରି ଦରାଣ୍ତି ହବେ। ତୁମ୍ଭମାନେେ ଆପଣା କାର୍ୟ୍ଯ ରେ ସର୍ବଦା କୃତକାର୍ୟ୍ଯ ହବେନାହିଁ। ତୁମ୍ଭେ ସର୍ବଦା ଉପଦ୍ରବଗ୍ରସ୍ଥ ଓ ଲକ୍ସ୍ଟସ୍ଖିତ ହବେ। କହେି ତୁମ୍ଭକୁ ଉଦ୍ଧାର କରିବାକୁ ନଥିବେ।

ଦିତୀୟ ବିବରଣ 28:29
ତୁମ୍ଭମାନେେ ଦିନ ବେଳେ ମଧ୍ଯ ଅନ୍ଧଙ୍କ ପରି ଦରାଣ୍ତି ହବେ। ତୁମ୍ଭମାନେେ ଆପଣା କାର୍ୟ୍ଯ ରେ ସର୍ବଦା କୃତକାର୍ୟ୍ଯ ହବେନାହିଁ। ତୁମ୍ଭେ ସର୍ବଦା ଉପଦ୍ରବଗ୍ରସ୍ଥ ଓ ଲକ୍ସ୍ଟସ୍ଖିତ ହବେ। କହେି ତୁମ୍ଭକୁ ଉଦ୍ଧାର କରିବାକୁ ନଥିବେ।

ଆୟୁବ ପୁସ୍ତକ 5:14
ସହେି ଚତୁର ଲୋକମାନେ ଦିନ ବେଳେ ଝୁଣ୍ଟି ପଡ଼ନ୍ତି, ଯେପରି କି ତାହା ଅନ୍ଧକାର, ମଧ୍ଯାହ୍ନ ରେ ମଧ୍ଯ ସମାନେେ ଏପରି ଲୋକପରି ରାସ୍ତା ଅଣ୍ଡାଳି ହୁଅନ୍ତି, ଯେପରି କି ତାହା ମଧ୍ଯରାତ୍ରୀ।

ଆୟୁବ ପୁସ୍ତକ 12:25
ସହେି ନେତାମାନେ ଆଲୋକ ବିନା ଅନ୍ଧାର ରେ ଦରାଣ୍ଡି ହୁଅନ୍ତି। ପରମେଶ୍ବର ସମାନଙ୍କେୁ ମାତାଲ ଭଳି ଟଳମଳ ଓ ଇତସ୍ତତଃ କରାନ୍ତି।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்