Base Word
נָבַט
Short Definitionto scan, i.e., look intently at; by implication, to regard with pleasure, favor or care
Long Definitionto look, regard
Derivationa primitive root
International Phonetic Alphabetn̪ɔːˈbɑt̪’
IPA modnɑːˈvɑt
Syllablenābaṭ
Dictionnaw-BAHT
Diction Modna-VAHT
Usage(cause to) behold, consider, look (down), regard, have respect, see
Part of speechv

ଆଦି ପୁସ୍ତକ 15:5
ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ। ଏବଂ ସେ ମଧ୍ଯ କହିଲେ, ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।

ଆଦି ପୁସ୍ତକ 19:17
ସମାନେେ ନଗର ବାହାରକୁ ଆସିବା ମାତ୍ ରେ ଜଣେ ସ୍ବର୍ଗଦୂତ ସମାନଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇଁ ଶିଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗା ରେ ରୁହନାହିଁ। ତୁମ୍ଭେ ପର୍ବତ ରେ ପହଁଞ୍ଚିବା ପର୍ୟ୍ଯନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ୟାଅ ତବେେ ଏହି ନଗର ସହିତ ତୁମ୍ଭେ ଧ୍ବଂସ ପାଇୟିବ।

ଆଦି ପୁସ୍ତକ 19:26
ସହେି ସମୟରେ ଲୋଟର ସ୍ତ୍ରୀ ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲେ।

ଯାତ୍ରା ପୁସ୍ତକ 3:6
ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ବର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ବର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ବର ଅଟୁ। ମାଶାେ ପରମେଶ୍ବରଙ୍କୁ ଦେଖି ଭୟ ରେ ତାଙ୍କର ମୁହଁ ଆବୃତ କଲେ।

ଯାତ୍ରା ପୁସ୍ତକ 33:8
ମାଶାେ ବାହାର ହାଇେ ତମ୍ବୁ ନିକଟକୁ ଗଲା ସମୟରେ ସମସ୍ତ ଲୋକେ ଉଠି ନିଜ ନିଜ ତମ୍ବୁ ବାହା ରେ ଠିଆ ହେଲେ, ଆଉ ଯେପର୍ୟ୍ଯନ୍ତ ମାଶାେ ସହେି ସମାଗମ ତମ୍ବୁ ରେ ପ୍ରବେଶ ନକଲେ, ସପେର୍ୟ୍ଯନ୍ତ ସମାନେେ ତାଙ୍କ ପଥକୁ ଅନାଇ ରହିଲେ।

ଗଣନା ପୁସ୍ତକ 12:8
ମୁଁ ତା ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ଯ ରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହାଇେ ପ୍ରକାଶ୍ଯ ଭାବରେ ତା ସହିତ କଥା କ ହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧ ରେ କଥା କହିବାକୁ ତୁମ୍ଭମାନେେ କାହିଁକି ଭୀତ ହେଲ ନାହିଁ?

ଗଣନା ପୁସ୍ତକ 21:9
ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ଯକ୍ତି ସହେି ଖମ୍ବସ୍ଥିତ ପିତ୍ତଳ ସର୍ପପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ।

ଗଣନା ପୁସ୍ତକ 23:21
ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇଶ୍ରାୟେଲ ମଧିଅରେ ପାପ ଦେଖି ନାହାଁନ୍ତି। ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେ ସହିତ ଅଛନ୍ତି। ସମାନଙ୍କେ ରାଜାଙ୍କର ଜଯଧ୍ବନୀ ସମାନଙ୍କେ ମଧିଅରେ ଥିଲା।

ପ୍ରଥମ ଶାମୁୟେଲ 2:32
ପକ୍ସ୍ଟଣି ପରମେଶ୍ବର ଇଶ୍ରାୟେଲକକ୍ସ୍ଟ ଆଶୀର୍ବାଦ ଓ ମଙ୍ଗଳ ପ୍ରଦାନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଗୃହ ରେ ଦକ୍ସ୍ଟଃଖ ଦେଖିବ; ଆଉ ତକ୍ସ୍ଟମ୍ଭ ଗୃହ ରେ କହେି କଦାପି ବୃଦ୍ଧ ହବେେ ନାହିଁ।

ପ୍ରଥମ ଶାମୁୟେଲ 16:7
କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।

Occurences : 69

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்