Base Word
נְהִי
Short Definitionan elegy
Long Definitionwailing, lamentation, mourning song
Derivationfrom H5091
International Phonetic Alphabetn̪ɛ̆ˈhɪi̯
IPA modnɛ̆ˈhiː
Syllablenĕhî
Dictionneh-HEE
Diction Modneh-HEE
Usagelamentation, wailing
Part of speechn-m

ଯିରିମିୟ 9:10
ମୁଁ, ଯିରିମିୟ, ପର୍ବତମାନଙ୍କ ପାଇଁ ଓ ପ୍ରାନ୍ତରସ୍ଥ ଚରାସ୍ଥାନ ପାଇଁ କବଳେ ବିଳାପ କରିବି। ସମାନଙ୍କେ ନିମନ୍ତେ ଗୋଳ କରିବି। କାରଣ କହେି ଜୀବନ୍ତ ପ୍ରାଣୀ ସଠାେ ରେ ନ ଥିବେ। କୌଣସି ଲୋକ ୟାତାଯାତ କରିବେ ନାହିଁ। ପଶୁପଲର ରବ ଶୁଣାୟିବ ନାହିଁ। ଆଉ ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟେ ସଠାରୁେ ପଳାଯନ କରିବେ।

ଯିରିମିୟ 9:18
ସମାନେେ କହନ୍ତି, ' ସହେି ସ୍ତ୍ରୀ ଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହବେ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହବେ।'

ଯିରିମିୟ 9:19
କାରଣ ସିୟୋନରୁ ଏହି ହାହାକାର ଶବ୍ଦ ଶୁଣାଯାଉଛି। 'ଆମ୍ଭମାନେେ ପ୍ରକୃତ ରେ ବିନଷ୍ଟ ହାଇେଅଛୁ। ଆମ୍ଭମାନେେ ବିଶଷେ ଭାବରେ ଲଜ୍ଜିତ, କାରଣ ଆମ୍ଭର ବାସସ୍ଥାନ ଧୂଳିସାତ୍ ହାଇେଅଛି ଓ ଆମ୍ଭମାନେେ ଦେଶ ପରିତ୍ଯାଗ କରିଅଛୁ।'

ଯିରିମିୟ 9:20
ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ଯ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ଯ ଗ୍ରହଣ କରୁ। ଆଉ ତୁମ୍ଭମାନେେ ନିଜ ନିଜ କନ୍ଯାମାନଙ୍କୁ ହାହାକାର କରିବାକୁ ଓ ପ୍ରେତ୍ୟକକ ନିଜ ପ୍ରତିବେଶୀନୀକୁ ବିଳାପ କରିବାକୁ ଶିକ୍ଷା ଦିଅ।

ଯିରିମିୟ 31:15
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ରାମା ରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାୟିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା'ର ସନ୍ତାନମାନଙ୍କ ବିଷଯ ରେ ସାନ୍ତ୍ବନାବାଣୀ ଶୁଣିବ ନାହିଁ, କାରଣ ସମାନେେ ମୃତ।

ଆମୋଷ 5:16
ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଲୋକମାନେ ସର୍ବଶକ୍ତିମାନ ସ୍ଥାନ ରେ କ୍ରନ୍ଦନ କରିବେ। ପ୍ରେତ୍ୟକକ ରାସ୍ତା ରେ ସମାନେେ କହିବେ ହାୟ! ହାୟ! ସମାନେେ କୃଷକମାନଙ୍କୁ ଶୋକରେ ୟୋଗଦବୋ ପାଇଁ ନିମନ୍ତ୍ରଣ କରିବେ ଓ ପଷୋଦାର ଶାେକକାରୀମାନଙ୍କୁ ଶାେକ କରିବାକୁ ଭଡା ରେ ଆଣିବେ।

ମୀଖା 2:4
ତା'ପ ରେ ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଗୀତ ଗାଇବେ। ତାହା ଏକ ଦୁଃଖର ସଙ୍ଗୀତ ହବେ। ସମାନେେ ବିଳାପ କରି କହିବେ, 'ଆମ୍ଭମାନେେ ଧ୍ବଂସ ହାଇଗେଲୁ, ସଦାପ୍ରଭୁ ଆମ୍ଭର ଭୂମି ନଇଗେଲେ ଏବଂ ଅନ୍ୟ ଲୋକକୁ ତାହା ଦେଲେ। ଆମ୍ଭର ଭୂମିକୁ ଭାଗଭାଗ କରି ଶତୃମାନଙ୍କୁ ବାଣ୍ଟି ଦେଲେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்