Base Word
נָחַל
Short Definitionto inherit (as a (figurative) mode of descent), or (generally) to occupy; causatively, to bequeath, or (generally) distribute, instate
Long Definitionto get as a possession, acquire, inherit, possess
Derivationa primitive root
International Phonetic Alphabetn̪ɔːˈħɑl
IPA modnɑːˈχɑl
Syllablenāḥal
Dictionnaw-HAHL
Diction Modna-HAHL
Usagedivide, have (inheritance), take as a heritage, (cause to, give to, make to) inherit, (distribute for, divide (for, for an, by), give for, have, leave for, take (for)) inheritance, (have in, cause to, be made to) possess(-ion)
Part of speechv

ଯାତ୍ରା ପୁସ୍ତକ 23:30
ଆମ୍ଭେ ସମାନଙ୍କେୁ ଧି ରେ ଧୀ ରେ ତୁମ୍ଭ ସମ୍ମୁଖରୁ ଘଉଡାଇ ଦବୋ ତୁମ୍ଭମାନଙ୍କର ବର୍ଦ୍ଧିତ ହବୋ ପର୍ୟ୍ଯନ୍ତ ଓ ଦେଶ ଅଧିକାର କରିବା ପର୍ୟ୍ଯନ୍ତ।

ଯାତ୍ରା ପୁସ୍ତକ 32:13
ମନରେଖ, ଅବ୍ରହାମ, ଇସ୍ହାକ ଏବଂ ଯାକୁବ, ତୁମ୍ଭର ସବେକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, 'ଆକାଶ ରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହବେ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦବେି। ସହେି ଭୂମି ତୁମ୍ଭମାନଙ୍କର ଅନନ୍ତକାଳ ହବେ।'

ଯାତ୍ରା ପୁସ୍ତକ 34:9
ହେ ସଦାପ୍ରଭୁ, ଯଦି ତୁମ୍ଭେ ମାେ ପ୍ରତି ସଦଯ, ତବେେ ଆମ୍ଭମାନଙ୍କ ସହିତ ଦୟାକରି ଆସନ୍ତୁ। ମୁଁ ଜାଣେ ଏହି ଲୋକମାନେ ଶକ୍ତଗ୍ରୀବ ଲୋକ। କିନ୍ତୁ ଦୟାକରି ଆମ୍ଭମାନଙ୍କ ପାପର କ୍ଷମା କର! ତୁମ୍ଭର ଲୋକମାନଙ୍କ ପରି ଆମ୍ଭକୁ ଗ୍ରହଣ କର।

ଲେବୀୟ ପୁସ୍ତକ 25:46
ତୁମ୍ଭମାନେେ ନିଜ ଅନ୍ତେ ଆପଣା ଭବିଷ୍ଯତ ସନ୍ତାନଗଣ ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତିରୂପେ ସମାନଙ୍କେୁ ଦଇପୋରିବ। ସମାନେେ ତୁମ୍ଭମାନଙ୍କର ଓ ତୁମ୍ଭର ପରିବାରର ସବୁଦିନ ପାଇଁ ଦାସ ହାଇେ ରହିବେ। ମାତ୍ର ତୁମ୍ଭମାନେେ ନିଜ ଭ୍ରାତା ଇଶ୍ରାୟେଲ ଲୋକମାନଙ୍କ ଉପରେ କଠାେର କତ୍ତୃର୍ତ୍ବ କରିବ ନାହିଁ।

ଗଣନା ପୁସ୍ତକ 18:20
ସଦାପ୍ରଭୁ ହାରୋଣଙ୍କୁ କହିଲେ, ସମାନଙ୍କେ ଭୂମିରେ ତୁମର କୈଣସି ଅଧିକାର ରହିବ ନାହିଁ, ସମାନଙ୍କେ ମଧିଅରେ ତୁମ୍ଭର କୌଣସି ଭାଗ ରହିବ ନାହିଁ। ମାତ୍ର ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ମୁଁ ହିଁ ତୁମ୍ଭର ଭାଗ ଓ ତୁମ୍ଭର ଅଧିକାର।

ଗଣନା ପୁସ୍ତକ 18:23
ମାତ୍ର ଲବେୀମାନେ ସମାଗମ ତମ୍ବୁର ସବୋ କରିବେ ଓ ସମାନେେ ଏଥିପାଇଁ ଦାଯୀ ରହିବେ। ଏହା ପୁରୁଷାନୁକ୍ରମେ ଏକ ଅନନ୍ତକାଳୀନ ବିଧି ହବେ। କିନ୍ତୁ ସମାନେେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ କୌଣସି ଦେଶ ଅଧିକାର ପାଇବେ ନାହିଁ।

ଗଣନା ପୁସ୍ତକ 18:24
କାରଣ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କୁ ଉତ୍ତୋଳନୀଯ ଉପହାରରୂପେ ଯେଉଁ ଏକ ଦଶମାଂସ ଉତ୍ସର୍ଗ କରନ୍ତି, ତାହା ମୁଁ ଲବେୀୟମାନଙ୍କୁ ଅଧିକାରାର୍ଥେ ଦଲେି। ଏଣୁ ମୁଁ କହିଲି, ସମାନେେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ କୌଣସି ଅଧିକାର ପାଇବେ ନାହିଁ।

ଗଣନା ପୁସ୍ତକ 26:55
ତୁମ୍ଭେ ଗୁଳାବାଣ୍ଟ ଦ୍ବାରା ଦେଶ ଭାଗ କରିବା ଉଚିତ୍। ସମାନେେ ନିଜ ନିଜ ପରିବାରବର୍ଗର ନାମ ଅନୁସାରେ ଭାଗ ପାଇବା ଉଚିତ୍।

ଗଣନା ପୁସ୍ତକ 32:18
ଇଶ୍ରାୟେଲର ଲୋକମାନେ ପ୍ରେତ୍ୟକକ ସମାନଙ୍କେର ଭୂମି ନ ପାଇବା ପର୍ୟ୍ଯନ୍ତ, ଆମ୍ଭମାନେେ ଆମ୍ଭେ ନିଜ ଘରକୁ ଫରେିଯାଉ ନାହିଁ।

ଗଣନା ପୁସ୍ତକ 32:19
ଆଉ ଆମ୍ଭମାନେେ ୟର୍ଦ୍ଦନର ଆର ପରି ରେ ଓ ତହିଁ ଆଗ ରେ ସମାନଙ୍କେ ସହିତ ଅଧିକାର ନବେୁ ନାହିଁ। କାରଣ ୟର୍ଦ୍ଧନ ଏହି ପାଶର୍‌ବ ରେ ଆମ୍ଭମାନଙ୍କ ଅଧିକାର ରହିଅଛି।

Occurences : 58

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்