Base Word
נָטַר
Short Definitionto guard; figuratively, to cherish (anger)
Long Definitionto keep, keep guard, reserve, maintain
Derivationa primitive root
International Phonetic Alphabetn̪ɔːˈt̪’ɑr
IPA modnɑːˈtɑʁ
Syllablenāṭar
Dictionnaw-TAHR
Diction Modna-TAHR
Usagebear grudge, keep(-er), reserve
Part of speechv

ଲେବୀୟ ପୁସ୍ତକ 19:18
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ବଷେ କରିବ ନାହିଁ। ବରଂ ଆପଣା ପ୍ରତିବେଶୀକୁ ଆତ୍ମାତୁଲ୍ଯ ପ୍ ରମେ କରିବ, ଆମ୍ଭେ ସଦାପ୍ରଭୁ।

ଗୀତସଂହିତା 103:9
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ, କିଅବା ସେ ଚିରଦିନ ପାଇଁ କୋର୍ଧିତ ରହିବେ ନାହିଁ।

ପରମଗୀତ 1:6
ମାେତେ ଦେଖ ନାହିଁ କାରଣ ସୂର୍ୟ୍ଯ ମାେତେ କଳା କରିଅଛି। ମାରେ ମାତାର ସନ୍ତାନଗଣ ମାେ ଉପ ରେ ରାଗିଥିଲେ। ସମାନେେ ମାେତେ ଦ୍ରାକ୍ଷାକ୍ଷେତ୍ର ସମୂହର ରକ୍ଷକ କଲେ। ମାତ୍ର ମୁଁ ମାରେ ନିଜ ଦ୍ରାକ୍ଷାକ୍ଷେତ୍ରର ଯତ୍ନ ନଇେ ପାରିଲି ନାହିଁ।

ପରମଗୀତ 1:6
ମାେତେ ଦେଖ ନାହିଁ କାରଣ ସୂର୍ୟ୍ଯ ମାେତେ କଳା କରିଅଛି। ମାରେ ମାତାର ସନ୍ତାନଗଣ ମାେ ଉପ ରେ ରାଗିଥିଲେ। ସମାନେେ ମାେତେ ଦ୍ରାକ୍ଷାକ୍ଷେତ୍ର ସମୂହର ରକ୍ଷକ କଲେ। ମାତ୍ର ମୁଁ ମାରେ ନିଜ ଦ୍ରାକ୍ଷାକ୍ଷେତ୍ରର ଯତ୍ନ ନଇେ ପାରିଲି ନାହିଁ।

ପରମଗୀତ 8:11
ବାଲ-ହାମାନେ ରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ସେ ଦ୍ରାକ୍ଷାକ୍ଷେତ୍ରଟିକୁ ରକ୍ଷକମାନଙ୍କ ହାତ ରେ ନ୍ଯସ୍ତ କଲେ। ପ୍ରେତ୍ୟକକ ରକ୍ଷକକୁ ତହିଁର ଫଳ ପାଇଁ 1,000 ରୂପାମୁଦ୍ରା ଦବୋକୁ ପଡ଼ିଲା।

ପରମଗୀତ 8:12
ମାହେର ଦ୍ରାକ୍ଷାକ୍ଷେତ୍ର ମାରେ ନିଜର। ହେ ଶ ଲୋମନ, ସହେି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳ ରକ୍ଷକମାନେ ଦୁଇଶହ ରେ ୗପ୍ୟ ମୁଦ୍ରା ପାଇବେ।

ଯିରିମିୟ 3:5
ତୁମ୍ଭେ ପୁଣି କୁହ, 'ପରମେଶ୍ବର କ'ଣ ସଦାକାଳ କୃଦ୍ଧ ହାଇେଥିବେ ? ତାଙ୍କର କୋରଧ ଚିରକାଳ ରହିବ ନାହିଁ।' ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବା ରେ ଲାଗିଛ ଏବଂ ନିଜ ପଥରେ ଚାଲିଛ।'3

ଯିରିମିୟ 3:12
ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,

ନାହୂମ 1:2
ସଦାପ୍ରଭୁ ଇର୍ଷାପରାଯଣ ଏବଂ ପ୍ରତିଶାଧେ ପରାଯଣ। ସେ କୋରଧାନ୍ବିତ ହାଇେ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପ ରେ ସେ ପ୍ରତି ଶାଧେ ନିଅନ୍ତି। ସେ ତାଙ୍କର ଶତୃମାନଙ୍କ ଉପ ରେ ରାଗନ୍ତି।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்