Base Word
נָכַל
Short Definitionto defraud, i.e., act treacherously
Long Definitionto be deceitful, be crafty, be knavish
Derivationa primitive root
International Phonetic Alphabetn̪ɔːˈkɑl
IPA modnɑːˈχɑl
Syllablenākal
Dictionnaw-KAHL
Diction Modna-HAHL
Usagebeguile, conspire, deceiver, deal subtilly
Part of speechv

ଆଦି ପୁସ୍ତକ 37:18
ଯୋଷଫେର ଭାଇମାନେ ଦୂରରୁ ଦେଖିଲେ ଯେ, ସେ ଆସୁଛି। ଏବଂ ସେ ପହଞ୍ଚିଲା ପୂର୍ବରୁ ସମାନେେ ତାକୁ ହତ୍ଯା କରିବାକୁ ଯୋଜନା କଲେ।

ଗଣନା ପୁସ୍ତକ 25:18
ସମାନେେ ପିୟୋର ରେ ତୁମ୍ଭକୁ ଠକି ଦେଲେ। ସମାନେେ ମିଦିଯନୀଯ ନେତାର କନ୍ଯା କସବୀ ସହିତ ତୁମ୍ଭକୁ ଠକି ଦଇେଛନ୍ତି। ସହେି ସ୍ତ୍ରୀ ଲୋକଟି ମହାମାରୀ ରେ ନହିତ ହେଲା। ଯାହା ଶିଯୋର ରେ ଘଟିଥିଲା, ତାହା ମହାମାରୀର କାରଣ ଥିଲା।

ଗୀତସଂହିତା 105:25
ମିଶରୀଯମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।

ମଲାଖୀ 1:14
କେତକେ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦବୋ ପାଇଁ, କିନ୍ତୁ ଶଷେ ରେ ସମାନେେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସମାନେେ ଅଭିଶପ୍ତ ହବେେ। ଆମ୍ଭେ ଜଣେ ମହାନ୍ ରାଜା ଅଟୁ। ଆମ୍ଭକୁ ତୁମ୍ଭମାନେେ ସମ୍ମାନ କରିବା ଉଚିତ ଓ ସମଗ୍ର ବିଶ୍ବ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍। ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்