Base Word
נָסַג
Short Definitionto retreat
Long Definitionto move away, backslide, move, go, turn back
Derivationa primitive root
International Phonetic Alphabetn̪ɔːˈsɑɡ
IPA modnɑːˈsɑɡ
Syllablenāsag
Dictionnaw-SAHɡ
Diction Modna-SAHɡ
Usagedeparting away, remove, take (hold), turn away
Part of speechv

ଦିତୀୟ ବିବରଣ 19:14
ତୁମ୍ଭମାନେେ ଭୂମିରେ ଥିବା ପଥର ଚିହ୍ନକକ୍ସ୍ଟ ଘକ୍ସ୍ଟଞ୍ଚାଇବ ନାହିଁ। ଏହି ପଥରଚିହ୍ନ ଅତୀତ ରେ ଦିଆୟାଇଥିବା ଭୂମିକକ୍ସ୍ଟ ଚିହ୍ନଟ କରିବା ପାଇଁ ସହେି ପଥର ଚିହ୍ନକକ୍ସ୍ଟ ପରିବର୍ତ୍ତନ କରିବ ନାହିଁ। ସହେି ପଥର ଚିହ୍ନିତ ଦେଶମାନଙ୍କୁ ତୁମ୍ଭକୁ ସଦାପ୍ରଭୁ ଦବେେ।

ଦିତୀୟ ବିବରଣ 27:17
ଲବେୀୟମାନେ କହିବେ, ' ଯେଉଁ ଲୋକ ଆପଣା ପ୍ରତିବେଶୀର ଭୂମିର ଚିହ୍ନ ଘକ୍ସ୍ଟଞ୍ଚାଏ, ସେ ଅଭିଶଲ୍ଗ ହେଉ।'

ହିତୋପଦେଶ 22:28
ତୁମ୍ଭର ପିତୃ ଲୋକମାନେ ଯେଉଁ ପୁସ୍ତକ ପୁରାତନ ସୀମା ନିର୍ଦ୍ଧାରଣ କରିଛନ୍ତି, ତାହା ଘୁଞ୍ଚାଅ ନାହିଁ।

ହିତୋପଦେଶ 23:10
ପୁରାତନ ଭୂମିର ଚିହ୍ନ ସୀମା ଘୁଞ୍ଚାଅ ନାହିଁ। ପିତୃମାତୃହୀନମାନଙ୍କର ଭୂମି ନିଅ ନାହିଁ।

ଯିଶାଇୟ 59:13
ଆମ୍ଭମାନେେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହବୋ। ଆମ୍ଭମାନେେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ଯା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।

ଯିଶାଇୟ 59:14
ଏଣୁ ସୁବିଚାର ପଛକୁ ହଟି ୟାଇଛି ଓ ଧର୍ମ ଦୂର ରେ ଠିଆ ହାଇେଅଛି। ଛକ ସ୍ଥାନ ରେ ସତ୍ଯତାର ପତନ ଘଟିଛି ଓ ସରଳତା ନଗର ମଧ୍ଯକୁ ପ୍ରବେଶ କରିପାରୁ ନାହିଁ।

ହୋଶେୟ 5:10
ଯିହୁଦାର ନତେୃବୃନ୍ଦ ଗ୍ଭରପରେି ଅନ୍ୟମାନଙ୍କର ସମ୍ପତ୍ତି ଗ୍ଭରେି କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ଆମ୍ଭେ ସମାନଙ୍କେ ଉପ ରେ ଆମ୍ଭର କୋରଧକୁ ଜଳ ସଦୃଶ ଢାଳି ଦବୋ।

ମୀଖା 2:6
ଲୋକେ କୁହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ ସେ ଅମଙ୍ଗଳ ବାକ୍ଯ କୁହ ନାହିଁ। ଆମ୍ଭମାନଙ୍କର କୌଣସି ଅମଙ୍ଗଳ ଘଟିବ ନାହିଁ।

ମୀଖା 6:14
ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ହବେନାହିଁ। ତୁମ୍ଭେ ତଥାପି ଭୋକିଲା ଓ ଶୂନ୍ଯ ରହିବ। ତୁମ୍ଭେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ଚେଷ୍ଟା କରିବ ମାତ୍ର ତୁମ୍ଭ ସୁରକ୍ଷିତ ଲୋକମାନେ ଖଡ୍ଗ ରେ ନିହତ ହବେେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்