Base Word
סַבָּל
Short Definitiona porter
Long Definitionburden-bearer
Derivationfrom H5445
International Phonetic Alphabetsɑb̚ˈbɔːl
IPA modsɑˈbɑːl
Syllablesabbāl
Dictionsahb-BAWL
Diction Modsa-BAHL
Usage(to bear, bearer of) burden(-s)
Part of speechn-m

ପ୍ରଥମ ରାଜାବଳୀ 5:15
ପଥର କାଟିବା ରେ 80,000 ଲୋକ ନିୟୁକ୍ତି ହେଲେ ଓ 70,000 ଲୋକ ପଥର ବୋହିବା ରେ ନିୟୁକ୍ତି ହେଲେ।

ଦିତୀୟ ବଂଶାବଳୀ 2:2
ଶଲୋମନ ପର୍ବତଗୁଡ଼ିକରୁ ପଥର କାଟିବା ନିମନ୍ତେ 70 ,000 ଶ୍ରମିକ ଓ 80,000 ପଥରକଟାଳୀ ସଂଗ୍ରହ କଲେ। ଆଉ ତଦାରଖ କାର୍ୟ୍ଯ କରିବା ନିମନ୍ତେ 3,600 ତଦାରଖକାରୀଙ୍କୁ ମନୋନୀତ କଲେ।

ଦିତୀୟ ବଂଶାବଳୀ 2:18
ଶଲୋମନ 70,000 ବିଦେଶୀଙ୍କୁ ଜିନିଷ ବୋହିବା ନିମନ୍ତେ ବାଛିଲେ। ଶଲୋମନ 80,000 ବିଦେଶୀଙ୍କୁ ପର୍ବତରୁ ପଥର କାଟିବା ନିମନ୍ତେ ବାଛିଲେ। ଆଉ ଶଲୋମନ 3,600 ବିଦେଶୀ ଲୋକଙ୍କୁ କାର୍ୟ୍ଯ କରାଇବା ନିମନ୍ତେ ପର୍ୟ୍ଯବେକ୍ଷକ ରୂପେ ବାଛିଲେ।

ଦିତୀୟ ବଂଶାବଳୀ 34:13
ଯେଉଁ ଲବେୀୟମାନେ ବାଦ୍ଯୟନ୍ତ୍ର ସବୁ ବଜାଇବା ରେ ନିପୁଣ ଥିଲେ, ସହେିମାନେ ମଧ୍ଯ ଶ୍ରମିକ ଓ ଅନ୍ୟ କାର୍ୟ୍ଯକାରୀମାନଙ୍କର କାର୍ୟ୍ଯ ତଦାରଖ କଲେ। କିଛି ଲବେୀୟ ସଚିବ ଓ କାର୍ୟ୍ଯାଧିକାରୀ ଦ୍ବାରପାଳରୂପେ କାର୍ୟ୍ଯ କଲେ।

ନିହିମିୟା 4:10
ସେତବେେଳେ ଯିହୁଦା କହିଲା, ଭାରବାହକମାନଙ୍କର ବଳ କ୍ଷୀଣ ହାଇେଅଛି, ଆଉ ସଠାେରେ ଏତେ ଧ୍ବଂସାବଶଷେ ଅଛି, ଯେ ଆମ୍ଭମାନେେ ପ୍ରାଚୀର ମରାମତି କରିବାକୁ ସମର୍ଥ ନାହୁଁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்