Base Word
סוֹד
Short Definitiona session, i.e., company of persons (in close deliberation); by implication, intimacy, consultation, a secret
Long Definitioncouncil, counsel, assembly
Derivationfrom H3245
International Phonetic Alphabetsod̪
IPA modso̞wd
Syllablesôd
Dictionsode
Diction Modsode
Usageassembly, consel, inward, secret (counsel)
Part of speechn-m

ଆଦି ପୁସ୍ତକ 49:6
ସମାନେେ ଗୁପ୍ତ ରେ ମନ୍ଦ ଯୋଜନା କରନ୍ତି। ହେ ମାରେ ପ୍ରାଣ ସମାନଙ୍କେର ଗୁପ୍ତମନ୍ତ୍ରଣା ରେ ପ୍ରବେଶ କର ନାହିଁ। ସମାନଙ୍କେ ସଭା ରେ ମିଳିତ ହୁଅ ନାହିଁ, କାରଣ ସମାନେେ କୋର୍ଧିତ ଥିଲା ବେଳେ ମନୁଷ୍ଯମାନଙ୍କୁ ହତ୍ଯା ଏବଂ ସମାନଙ୍କେ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ଯା କଲେ।

ଆୟୁବ ପୁସ୍ତକ 15:8
ତୁମ୍ଭେ ପରମେଶ୍ବରଙ୍କ ଗୋପନ ଯୋଜନା ବିଷଯ ରେ କିଛି ଜାଣ କି ? ତୁମ୍ଭେ କ'ଣ ନିଜକୁ ଏକମାତ୍ର ଜ୍ଞାନୀ ବୋଲି ଭାବୁଛ ?

ଆୟୁବ ପୁସ୍ତକ 19:19
ମାରେ ନିକଟତମ ବନ୍ଧୁମାନେ ମାେତେ ଘୃଣା କରନ୍ତି। ମୁଁ ଯେଉଁ ଲୋକମାନଙ୍କୁ ଭଲପାଏ, ସମାନେେ ମାେ ବିରୁଦ୍ଧ ରେ ଯାଉଛନ୍ତି।

ଆୟୁବ ପୁସ୍ତକ 29:4
ମୁଁ ସହେି ଦିନଗୁଡ଼ିକ ନିମନ୍ତେ ଇଚ୍ଛାକରେ ଯେତବେେଳେ ମାରେ ସାଫଲ୍ଯ ଥିଲା ଏବଂ ଯେତବେେଳେ ପରମେଶ୍ବରଙ୍କର ବନ୍ଧୁତା ମାରେ ଗୃହକୁ ଆଶୀର୍ବାଦ କଲେ।

ଗୀତସଂହିତା 25:14
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।

ଗୀତସଂହିତା 55:14
ଆମ୍ଭମାନେେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ। ଆମ୍ଭମାନେେ ଲୋକମାନଙ୍କ ସଙ୍ଗେ ପରମେଶ୍ବରଙ୍କ ମନ୍ଦିରକୁ ଗଲୁ।

ଗୀତସଂହିତା 64:2
ମାେ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ, ମାେତେ ରକ୍ଷା କର। ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମାେତେ ଲୁଚାଇ ରଖ।

ଗୀତସଂହିତା 83:3
ସମାନେେ ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ଗୁପ୍ତ ମନ୍ତ୍ରଣା କରନ୍ତି। ତୁମ୍ଭର ଶତ୍ରୁଗଣ ତୁମ୍ଭ ପ୍ରିଯ ଲୋକମାନଙ୍କ ବିରୁଦ୍ଧରେ ଯୋଜନା କରୁଛନ୍ତି।

ଗୀତସଂହିତା 89:7
ପବିତ୍ର ଦୂତଗଣର ସମାନ ପରମେଶ୍ବରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁଃପାଶର୍‌ବରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।

ଗୀତସଂହିତା 111:1
ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ଯବାଦ ଦବେି।

Occurences : 21

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்