Base Word
סִיג
Short Definitionscoria
Long Definitiona moving back or away
Derivationor סוּג; (Ezekiel 22:18), from H5472 in the sense of refuse
International Phonetic Alphabetsɪi̯ɡ
IPA modsiːɡ
Syllablesîg
Dictionseeɡ
Diction Modseeɡ
Usagedross
Part of speechn-m

ଗୀତସଂହିତା 119:119
ହେ ସଦାପ୍ରଭୁ, ପୃଥିବୀର ଦୁଷ୍ଟଗଣଙ୍କୁ ତୁମ୍ଭେ ଆବର୍ଜ୍ଜନା ପରି ଫିଙ୍ଗିଦିଅ। ୟପରେି ମୁଁ ତୁମ୍ଭର ନିଯମକୁ ସ୍ନହେ କରିବି।

ହିତୋପଦେଶ 25:4
ରୂପାର ଖାଦ କାଢ଼ି ପକାଅ, ତବେେ ସୁନାରି ଏକ ପାତ୍ର ତିଆରି କରିପାରିବ।

ହିତୋପଦେଶ 26:23
ଅନୁରାଗୀ କଥା ଓ ମନ୍ଦ ହୃଦଯ ରୂପା ଖାଦ ରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ଯ ଅଟେ।

ଯିଶାଇୟ 1:22
ଉତ୍ତମଗୁଣ ରୂପା ସଦୃଶ। ମାତ୍ର ତୁମ୍ଭର ରୂପା ଖାଦ ପାଲଟିଛି। ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହାଇେଅଛି। ଉତ୍ତମଗୁଣ ଦୁର୍ବଳ ହାଇେଛି।

ଯିଶାଇୟ 1:25
ଲୋକମନେ ରୂପାର ଖାଦ ଦୂର କରିବାକୁ ଏକ ପ୍ରକାର ଜିନିଷ ବ୍ଯବହାର କରନ୍ତି। ସହେିପରି ଭାବରେ ମୁଁ ତୁମ୍ଭମାନଙ୍କର ଅପବିତ୍ରତାକୁ ଦୂର କରିବି। ତୁମ୍ଭମାନଙ୍କ ଭିତରୁ ସମସ୍ତ ମନ୍ଦ ଜିନିଷ କାଢ଼ିନବେି ଓ ତୁମ୍ଭମାନଙ୍କୁ ପବିତ୍ର କରିବି।

ଯିହିଜିକଲ 22:18
ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶ ଆମ୍ଭ ନିକଟରେ ଖାଦ ସ୍ବରୂପ ହାଇେଅଛନ୍ତି। ସେ ସମସ୍ତ ଉହ୍ନଇେ ମଧିଅରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ବରୂପ ହାଇେଅଛନ୍ତି। ସମାନେେ ରୂପାର ଖାଦ ସ୍ବରୂପ।

ଯିହିଜିକଲ 22:18
ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶ ଆମ୍ଭ ନିକଟରେ ଖାଦ ସ୍ବରୂପ ହାଇେଅଛନ୍ତି। ସେ ସମସ୍ତ ଉହ୍ନଇେ ମଧିଅରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ବରୂପ ହାଇେଅଛନ୍ତି। ସମାନେେ ରୂପାର ଖାଦ ସ୍ବରୂପ।

ଯିହିଜିକଲ 22:19
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ସମସ୍ତେ ଖାଦ ସ୍ବରୂପ ହାଇେଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ୟିରୁଶାଲମର ମଧିଅରେ ଏକତ୍ର କରିବା।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்