Base Word
אָבַל
Short Definitionto bewail
Long Definitionto mourn, lament
Derivationa primitive root
International Phonetic Alphabetʔɔːˈbɑl
IPA modʔɑːˈvɑl
Syllableʾābal
Dictionaw-BAHL
Diction Modah-VAHL
Usagelament, mourn
Part of speechv

ଆଦି ପୁସ୍ତକ 37:34
ଏହାର ଶୁଣି ଯାକୁବ ତାଙ୍କ ଲୁଗା ଚିରି, ବିଶଷେ ଶୋକ ବସ୍ତ୍ର ପିନ୍ଧି ତାଙ୍କର ଶାେକ ପ୍ରକାଶ କଲେ। ଯାକୁବ ବହୁ ଦିନ ପର୍ୟ୍ଯନ୍ତ ପୁତ୍ର ପାଇଁ ଶୋକ କଲେ।

ଯାତ୍ରା ପୁସ୍ତକ 33:4
ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସମାନେେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।

ଗଣନା ପୁସ୍ତକ 14:39
ଆଉ ମାଶାେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଏହିକଥା କହିଲେ, ତହିଁରେ ଲୋକମାନେ ଅତିଶଯ ବିଳାପ କଲେ।

ପ୍ରଥମ ଶାମୁୟେଲ 6:19
ବୈଥ-ଶମେଶୀଯ ଲୋକମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଅନାଇବାରକ୍ସ୍ଟ ସେ ସମାନଙ୍କେୁ ହତ୍ଯା କଲେ, ବୈଥ୍-ଶମେଶର ଲୋକମାନଙ୍କ ମଧ୍ଯରକ୍ସ୍ଟ ସତକ୍ସ୍ଟରି ଜଣ ହତ୍ଯା ହେଲେ। ପକ୍ସ୍ଟଣି ପରମେଶ୍ବର ସମାନଙ୍କେୁ ଭୟଙ୍କର ଭାବରେ ଦଣ୍ତିତ କରିଥିବାର ଲୋକମାନେ ବିଳାପ କଲେ।

ପ୍ରଥମ ଶାମୁୟେଲ 15:35
ତା'ପରେ ଶାମକ୍ସ୍ଟଯଲେ ତାଙ୍କ ଜୀବନର ଶଷେ ପର୍ୟ୍ଯନ୍ତ ଶାଉଲଙ୍କକ୍ସ୍ଟ କବେବେି ଦେଖିଲେ ନାହିଁ। କାରଣ ଶାମକ୍ସ୍ଟଯଲେ ଶାଉଲଙ୍କ ପାଇଁ ଶୋକ କଲେ। ପକ୍ସ୍ଟଣି ସଦାପ୍ରଭୁ ଇଶ୍ରାୟେଲ ଉପରେ ଶାଉଲଙ୍କକ୍ସ୍ଟ ରାଜା କରିବାରକ୍ସ୍ଟ ଅନକ୍ସ୍ଟତାପ କଲେ।

ପ୍ରଥମ ଶାମୁୟେଲ 16:1
ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତକୋଳ ଶାଉଲଙ୍କ ପାଇଁ ଶୋକ କରିବ? ମୁ ତାଙ୍କୁ ଇଶ୍ରାୟେଲର ରାଜା ରୂପେ ପ୍ରତ୍ଯାଖ୍ଯାନ କରିଛି। ତୁମ୍ଭେ ଆପଣା ଶିଙ୍ଗ ତୈଳ ରେ ପୂର୍ଣ୍ଣ କରିଗ୍ଭଲ, ମୁ ତୁମ୍ଭକୁ ବୈଥ୍ଲହମରେ ୟିଶୀ ନାମକ ବ୍ଯକ୍ତି ନିକଟକକ୍ସ୍ଟ ପଠାଇବି। କାରଣ ତାହାର ପକ୍ସ୍ଟତ୍ରମାନ୍ଙ୍କ ମଧ୍ଯରକ୍ସ୍ଟ ମୁ ଆପଣା ପାଇଁ ଏକ ରାଜା ଦେଖିଅଛକ୍ସ୍ଟ।

ଦିତୀୟ ଶାମୁୟେଲ 13:37
ତାଙ୍କର ପକ୍ସ୍ଟତ୍ର ଅମ୍ମାନଙ୍କେ ପାଇଁ ଦାଉଦ ବହକ୍ସ୍ଟତ ଦିନ ଶାେକ କଲେ।

ଦିତୀୟ ଶାମୁୟେଲ 14:2
ଏଣୁ ଯୋୟାବ ତକୋଯକକ୍ସ୍ଟ ଲୋକ ପଠାଇ ସଠାେରକ୍ସ୍ଟ ଏକ ଜ୍ଞାନବତୀ ସ୍ତ୍ରୀ ଲୋକ ଆଣିବାକକ୍ସ୍ଟ କହିଲା। ଯୋୟାବ ସହେି ବକ୍ସ୍ଟଦ୍ଧିମତୀ ସ୍ତ୍ରୀ ଲୋକଟିକକ୍ସ୍ଟ କହିଲେ, ଦୟାକରି ବହକ୍ସ୍ଟତ ଦକ୍ସ୍ଟଃଖିତ ଥିବାର ଛଳନା କର। ଶାେକ ବସ୍ତ୍ର ପରିଧାନ କର। ତୁମ୍ଭର କେଶ ରେ ଓ ମକ୍ସ୍ଟଖ ରେ ତଲେିଆ ପ୍ରସାଧାନ ଲଗାଅନାହିଁ। ମାତ୍ର ମୃତ ଲୋକ ପାଇଁ ବହକ୍ସ୍ଟକାଳରକ୍ସ୍ଟ ଶାେକକାରିଣୀ ସ୍ତ୍ରୀ ପରି ବ୍ଯବହାର କର।

ଦିତୀୟ ଶାମୁୟେଲ 14:2
ଏଣୁ ଯୋୟାବ ତକୋଯକକ୍ସ୍ଟ ଲୋକ ପଠାଇ ସଠାେରକ୍ସ୍ଟ ଏକ ଜ୍ଞାନବତୀ ସ୍ତ୍ରୀ ଲୋକ ଆଣିବାକକ୍ସ୍ଟ କହିଲା। ଯୋୟାବ ସହେି ବକ୍ସ୍ଟଦ୍ଧିମତୀ ସ୍ତ୍ରୀ ଲୋକଟିକକ୍ସ୍ଟ କହିଲେ, ଦୟାକରି ବହକ୍ସ୍ଟତ ଦକ୍ସ୍ଟଃଖିତ ଥିବାର ଛଳନା କର। ଶାେକ ବସ୍ତ୍ର ପରିଧାନ କର। ତୁମ୍ଭର କେଶ ରେ ଓ ମକ୍ସ୍ଟଖ ରେ ତଲେିଆ ପ୍ରସାଧାନ ଲଗାଅନାହିଁ। ମାତ୍ର ମୃତ ଲୋକ ପାଇଁ ବହକ୍ସ୍ଟକାଳରକ୍ସ୍ଟ ଶାେକକାରିଣୀ ସ୍ତ୍ରୀ ପରି ବ୍ଯବହାର କର।

ଦିତୀୟ ଶାମୁୟେଲ 19:1
ସଲାକମାଲନସଯାୟାବକକ୍ସ୍ଟ ଏ ଖବର ଜଣାଇଲଲ।ସସମାଲନସଯାୟାବକକ୍ସ୍ଟ କହିଲଲ, ସଦଖନ୍ତକ୍ସ୍ଟ ରାଜା ଅବଶାସଲାମ ପାଇଁ କ୍ରନ୍ଦନ କରୁଛନ୍ତି ଓ ଶୋକ ମଧ୍ଯ କରୁଛନ୍ତି।

Occurences : 39

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்