Base Word
עֶבֶד
Short Definitiona servant
Long Definitionslave, servant
Derivationfrom H5647
International Phonetic Alphabetʕɛˈbɛd̪
IPA modʕɛˈvɛd
Syllableʿebed
Dictioneh-BED
Diction Modeh-VED
Usage× bondage, bondman, (bond-)servant, (man-)servant
Part of speechn-m

ଆଦି ପୁସ୍ତକ 9:25
ତେଣୁ ନୋହ କହିଲେ, କିଣାନ ଶାପଗ୍ରସ୍ଥ ହେଉ! ସେ ଆପଣା ଭାତୃଗଣର ଦାସାନୁଦାସ ହବେ।

ଆଦି ପୁସ୍ତକ 9:25
ତେଣୁ ନୋହ କହିଲେ, କିଣାନ ଶାପଗ୍ରସ୍ଥ ହେଉ! ସେ ଆପଣା ଭାତୃଗଣର ଦାସାନୁଦାସ ହବେ।

ଆଦି ପୁସ୍ତକ 9:26
ନୋବ ମଧ୍ଯ ଏପରି କହିଲେ, ଶମେ ଆଶୀର୍ବାଦ ପ୍ରାପ୍ତ ସଦାପ୍ରଭୁ ପରମେଶ୍ବରଙ୍କ ଦ୍ବାରା କିଣାନ ଶମରେ ଦାସ ହେଉ।

ଆଦି ପୁସ୍ତକ 9:27
ପରମେଶ୍ବର ଯଫେତ୍କୁ ବହୁତ ଜମି ଦିଅନ୍ତୁ। ସେ ଶମରେ ତମ୍ବୁ ରେ ବାସ କରୁ। କିଣାନ ତାହାର ଦାସ ହେଉ।

ଆଦି ପୁସ୍ତକ 12:16
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦଖାଇେଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।

ଆଦି ପୁସ୍ତକ 14:15
ସହେି ରାତ୍ରି ରେ ସିଏ ଓ ତାଙ୍କର ସୈନ୍ଯମାନେ ସମସ୍ତେ ମିଶି ତାଙ୍କର ଶତୃମାନଙ୍କ ବିରୁଦ୍ଧ ରେ ଅତର୍କିତ ଆକ୍ରମଣ କଲେ। ସମାନେେ ତାଙ୍କୁ ପରାସ୍ତ କରି ତାଙ୍କୁ ଗୋଡ଼ଇେ ଗୋଡ଼ଇେ ଦମ୍ମସକରେ ଉତ୍ତର ସ୍ଥିତ ହାବୋ ପର୍ୟ୍ଯନ୍ତ ଗୋଡ଼ାଇଲେ।

ଆଦି ପୁସ୍ତକ 18:3
ଅବ୍ରହାମ କହିଲେ, ମହାଶୟଗଣ, ଯଦି ତୁମ୍ଭମାନେେ ମାେ ଉପରେ ସନ୍ତୁଷ୍ଟ ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ।

ଆଦି ପୁସ୍ତକ 18:5
ମୁଁ ତୁମ୍ଭକୁ ତୃପ୍ତ କରିବା ପାଇଁ କିଛି ଖାଦ୍ୟ ଦବେି। ତା'ପରେ ତୁମ୍ଭେ ତୁମ୍ଭର ୟାତ୍ରା କରିବ।

ଆଦି ପୁସ୍ତକ 19:2
ଲୋଟ ସମାନଙ୍କେୁ କହିଲେ, ହେ ମହାଶୟଗଣ ମାରେ ଗୃହକୁ ଆସିବା ହେଉ ଏବଂ ମୁଁ ତୁମ୍ଭମାନଙ୍କର ସବୋ କରିବି। ଆପଣମାନେ ପାଦ ଧୋଇ ମାରେ ଗୃହକୁ ଆସନ୍ତୁ ଏବଂ ଏହିଠା ରେ ରାତ୍ରିୟାପନ କରନ୍ତୁ। ଏହାପରେ ଆସନ୍ତାକାଲି ତୁମ୍ଭମାନେେ ଶିଘ୍ର ଉଠିବ ଏବଂ ତୁମ୍ଭ ୟାତ୍ରା ଚାଲୁ ରଖିବ।

ଆଦି ପୁସ୍ତକ 19:19
ତୁମ୍ଭେ ମାେତେ ମାହେ ଜୀବନକୁ ରକ୍ଷାକରି, କିଛି ସମୟ ପୂର୍ବରୁ ଆମ୍ଭଙ୍କୁ ଅତ୍ଯନ୍ତ ଦୟା ଓ ଅନୁଗ୍ରହ ଦଖାଇେଛ। କିନ୍ତୁ ମୁଁ ପର୍ବତକୁ ପଳାଇ ୟାଇ ନପା ରେ। ଏହି ବିପତ୍ତି ହୁଏତ ମାେତେ ଧରି ପକାଇବ ଓ ମାରିଦବେ।

Occurences : 800

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்