Base Word
עֲדִי
Short Definitionfinery; generally an outfit; specifically, a headstall
Long Definitionornaments
Derivationfrom H5710 in the sense of trappings
International Phonetic Alphabetʕə̆ˈd̪ɪi̯
IPA modʕə̆ˈdiː
Syllableʿădî
Dictionuh-DEE
Diction Moduh-DEE
Usage× excellent, mouth, ornament
Part of speechn-m

ଯାତ୍ରା ପୁସ୍ତକ 33:4
ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସମାନେେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।

ଯାତ୍ରା ପୁସ୍ତକ 33:5
କାହିଁକି? କାରଣ ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ୟିବି ଦବେେ ତୁମ୍ଭମାନଙ୍କୁ ଧ୍ବଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହାପରେ ତୁମ୍ଭମାନଙ୍କ ପାଇଁ କ'ଣ କରାୟିବ ବିଗ୍ଭର କରିବା।'

ଯାତ୍ରା ପୁସ୍ତକ 33:6
ତେଣୁ ଇଶ୍ରାୟେଲୀୟ ଲୋକମାନେ ହାରେବେ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।

ଦିତୀୟ ଶାମୁୟେଲ 1:24
ହେ ଇଶ୍ରାୟେଲର କନ୍ଯାଗଣ ଶାଉଲଙ୍କ ପାଇଁ କ୍ରନ୍ଦନ କର। ସେ ତୁମ୍ଭମାନଙ୍କୁ ସିନ୍ଦକ୍ସ୍ଟରବର୍ଣ୍ଣ ବସ୍ତ୍ର ରେ ସକ୍ସ୍ଟନ୍ଦର ରୂପେ ବସ୍ତ୍ରାନ୍ବିତ କଲେ। ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ବର୍ଣ୍ଣ ଅଳଙ୍କାର ଖଚିତ କଲେ।

ଗୀତସଂହିତା 32:9
ତୁମ୍ଭମାନେେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ବମାନଙ୍କୁ ଲଗାମର ବ୍ଯବହାର କର। କାରଣ ସମାନଙ୍କେୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ବରଙ୍କ ସହିତ ସପରେି ହୁଅ ନାହିଁ।

ଗୀତସଂହିତା 103:5
ପରମେଶ୍ବର ମାେତେ ପ୍ରଚୁର ସୁଦ୍ରବ୍ଯ ଦିଅନ୍ତି। ସେ ମାେତେ ପୁନରାଯ ଉତ୍କ୍ରୋଷ ପକ୍ଷୀ ପରି ୟୁବକ କରନ୍ତି।

ଯିଶାଇୟ 49:18
ତୁମ୍ଭର ଚକ୍ଷୁ ମଲୋଇ ଚତୁର୍ଦ୍ଦିଗକୁ ଦେଖ। ସମାନେେ ସମସ୍ତେ ଏକତ୍ରୀତ ହାଇେ ତୁମ୍ଭ ଆଡ଼କୁ ଆସୁଛନ୍ତି। ସଦାପ୍ରଭୁ କୁହନ୍ତି, ମାରେ ଜୀବନ ରେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରୁଛି, ତୁମ୍ଭେ ସମସ୍ତ ପରିଧାନ ଭୂଷଣ କରିବ। ପୁଣି ସମସ୍ତେ ଗୋଟିଏ କନ୍ଯା ପରି ପରିଧାନ କରିବେ।

ଯିରିମିୟ 2:32
ଜଣେ ୟୁବତୀ କ'ଣ ନିଜର ଅଳଙ୍କାରକୁ ଭୁଲିପା ରେ ? ଜଣେ କନ୍ଯା କ'ଣ ତା'ର ପୋଷାକକୁ ଭୁଲି ପାରିବ ? କିନ୍ତୁ ମାରେ ଲୋକମାନେ ମାେତେ ଅସଂଖ୍ଯ ଥର ପାଶୋରି ଅଛନ୍ତି।

ଯିରିମିୟ 4:30
ଆଉ ତୁମ୍ଭେ ଯେତବେେଳେ ବିନଷ୍ଟ ହବେ ସେତବେେଳେ ତୁମ୍ଭେ କ'ଣ କରିବ ? ତୁମ୍ଭେ କାହିଁକି ଲାଲ ରଙ୍ଗର ବସ୍ତ୍ର ପିନ୍ଧୁଛ ଓ ସୁବର୍ଣ୍ଣ ଅଳଙ୍କାର ରେ ନିଜକୁ ଭୂଷିତା କରୁଛ? ତୁମ୍ଭେ ବୃଥା ରେ ନିଜର ଚକ୍ଷୁ ରେ ଅଞ୍ଜନ ଦଇେ ନିଜକୁ ସଜାଇଛ ଓ ସୁନ୍ଦର କରୁଅଛ। କାରଣ ଜାରପୁରୁଷମାନେ ମଧ୍ଯ ତୁମ୍ଭକୁ ଘୃଣା କରୁଛନ୍ତି ଓ ତୁମ୍ଭ ପ୍ରାଣ ବିନାଶ କରିବାକୁ ଚେଷ୍ଟା କରୁଛନ୍ତି।

ଯିହିଜିକଲ 7:20
ସହେି ଲୋକମାନେ ମନ୍ଦିରର ସୁନ୍ଦର ଅଳଙ୍କାର ରେ ଘୃଣ୍ଯ ମୂର୍ତ୍ତିମାନ ନିର୍ମାଣ କଲେ, ଯେଉଁଥିପାଇଁ ସମାନେେ ଗର୍ବ କରୁଥିଲେ ଏବଂ ସମାନେେ ସହେି ମୂର୍ତ୍ତିଗୁଡ଼ିକ ପରମେଶ୍ବରଙ୍କ ମନ୍ଦିର ରେ ରଖିଲେ। ତେଣୁ ଆମ୍ଭେ ସଗେୁଡ଼ିକ ସମାନଙ୍କେ ପାଇଁ କଳୁଷିତ ସାମଗ୍ରୀ ରେ ପରିଣତ କରିଦବୋ।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்