Base Word
עוֹפֶרֶת
Short Definitionlead (from its dusty color)
Long Definitionlead
Derivationor עֹפֶרֶת; feminine participle active of H6080
International Phonetic Alphabetʕo.pɛˈrɛt̪
IPA modʕo̞w.fɛˈʁɛt
Syllableʿôperet
Dictionoh-peh-RET
Diction Modoh-feh-RET
Usagelead
Part of speechn-m

ଯାତ୍ରା ପୁସ୍ତକ 15:10
ମାତ୍ର ତୁମ୍ଭେ ତାଙ୍କୁ ଫୁଙ୍କ ରେ ଉଡାଇ ଦଲେ ଓ ସମୁଦ୍ର ରେ ସମାନଙ୍କେୁ ବୁଡାଇ ଦଲେ। ସମାନେେ ସୀସା ପରି ଅଶାନ୍ତ ସମୁଦ୍ର ରେ ବୁଡିଗଲେ।

ଗଣନା ପୁସ୍ତକ 31:22
ତୁମ୍ଭମାନେେ ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା ଆଦି ଦ୍ରବ୍ଯ ଅଗ୍ନି ରେ ଦଗ୍ଧ କରି ଶୁଚି କରିବା ଉଚିତ୍ ଓ ଶୁଚି କରିବା ନିମନ୍ତେ ଧୋଇବ ଉଚିତ୍।

ଆୟୁବ ପୁସ୍ତକ 19:24
ମାରେ ଲୁହା ଲେଖନୀ ଓ ସୀସା ଦ୍ବାରା ମାରେ ବାକ୍ଯସବୁ ଖାଦେିତ ହବୋ ଉଚିତ୍। ସଗେୁଡ଼ିକ ଚିରଦିନ ପାଇଁ ପ୍ରସ୍ତର ଉପରେ ଖାଦେିତ ହବୋ ଉଚିତ୍।

ଯିରିମିୟ 6:29
ସମାନେେ ଭାଟିକୁ ପ୍ରଚଣ୍ଡରୂପେ ଉତ୍ତପ୍ତ କରି ସେଥିରୁ ସୀସା ଖାଦ ବାହାର କରି ଏହାକୁ ବିଶୁଦ୍ଧ କରିବାକୁ ଚେଷ୍ଟା କରୁଛନ୍ତି। ମାତ୍ର ସମାନେେ ବୃଥା ଚେଷ୍ଟା କରୁଛନ୍ତି କାରଣ ଦୁଷ୍ଟମାନେ ଏଠାରୁ ଉତ୍ପାଟିତ ହେଉ ନାହାନ୍ତି।

ଯିହିଜିକଲ 22:18
ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶ ଆମ୍ଭ ନିକଟରେ ଖାଦ ସ୍ବରୂପ ହାଇେଅଛନ୍ତି। ସେ ସମସ୍ତ ଉହ୍ନଇେ ମଧିଅରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ବରୂପ ହାଇେଅଛନ୍ତି। ସମାନେେ ରୂପାର ଖାଦ ସ୍ବରୂପ।

ଯିହିଜିକଲ 22:20
ଯେପରି ଲୋକମାନେ ଉହ୍ନଇେ ମଧିଅରେ ରୂପା, ପିତ୍ତଳ, ଲୁହା, ସୀସା ଓ ଦସ୍ତା ଏକତ୍ର କରି ତରଳାଇବା ପାଇଁ ତହିଁ ଉପ ରେ ଅଗ୍ନି ରଖି ଫୁଙ୍କନ୍ତି। ସହେିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କୋରଧ ଓ ଆପଣା କୋପ ରେ ଏକତ୍ର କରି ସେ ସ୍ଥାନ ରେ ରଖିବା ଓ ତୁମ୍ଭମାନଙ୍କୁ ଜାଣିବା।

ଯିହିଜିକଲ 27:12
ତଶୀଶ୍ ତୁମ୍ଭର ସବୁଠାରୁ ବଡ଼ ଗ୍ରାହକ ଥିଲା। ସମାନେେ ରୂପା, ଲୁହା, ଦସ୍ତା ଓ ସୀସା ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।

ଯିଖରିୟ 5:7
ଗୋଟିଏ ସୀମାର ନିର୍ମିତ ଘୋଡଣୀ ଟୋକଇରେୁ କଢାଗଲା। ସହେି ମାପିବାର ଟୋକଇେ ମଧିଅରେ ଗୋଟିଏ ସ୍ତ୍ରୀଲୋକ ଥିଲା।

ଯିଖରିୟ 5:8
ସ୍ବର୍ଗଦୂତ କହିଲେ, ଏହି ନାରୀ ଦୁଷ୍ଟପଣିଆର ପ୍ରତିନିଧି ସ୍ବରୂପ। ତା'ପ ରେ ସେ ସ୍ବର୍ଗଦୂତ ସହେି ନାରୀକୁ ମାପ ଟୋକଇେ ଭିତରକୁ ଠଲେିଦଇେ ତାହାର ସୀମା ଘୋଡଣୀ ବନ୍ଦ କରି ଦେଲେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்