Base Word
עוֹר
Short Definitionskin (as naked); by implication, hide, leather
Long Definitionskin, hide
Derivationfrom H5783
International Phonetic Alphabetʕor
IPA modʕo̞wʁ
Syllableʿôr
Dictionore
Diction Modore
Usagehide, leather, skin
Part of speechn-m

ଆଦି ପୁସ୍ତକ 3:21
ସଦାପ୍ରଭୁ ପରମେଶ୍ବର ତାଙ୍କ ପାଇଁ ଚ଼ମଡ଼ାର ବସ୍ତ୍ର ତିଆରି କରି ତାଙ୍କୁ ପିନ୍ଧାଇଲେ।

ଆଦି ପୁସ୍ତକ 27:16
ରିବିକା ଛଳେି ଚମଡ଼ା ଆଣି ଯାକୁବର ହାତ ରେ ଏବଂ ତାଙ୍କ ଗଳାଦେଶ ରେ ଗୁଡ଼ାଇ ଦଲୋ।

ଯାତ୍ରା ପୁସ୍ତକ 22:27
ଯଦି ସେ ଲୋକର ଶରୀରକୁ ଆଚ୍ଛାଦନ କରିବା ପାଇଁ କୌଣସି ବସ୍ତ୍ର ନଥାଏ, ତବେେ ସେ କେଉଁଥି ରେ ଶାଇେବ? ଏବଂ ସେ ଯଦି ମାେତେ ଦୁଃଖ ରେ ଡାକେ, ତବେେ ମୁଁ ତା'ର କଥା ଶୁଣିବି କାରଣ ମୁଁ ଦୟାଳୁ।

ଯାତ୍ରା ପୁସ୍ତକ 25:5
ରକ୍ତୀକୃତ ମଷଚେର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ।

ଯାତ୍ରା ପୁସ୍ତକ 25:5
ରକ୍ତୀକୃତ ମଷଚେର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ।

ଯାତ୍ରା ପୁସ୍ତକ 26:14
ଏହାପରେ ତୁମ୍ଭେ ରକ୍ତୀକୃତ ମଷେ ଚର୍ମ ରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକ ଚର୍ମ ରେ ଏକ ଛାତ କରିବ।

ଯାତ୍ରା ପୁସ୍ତକ 26:14
ଏହାପରେ ତୁମ୍ଭେ ରକ୍ତୀକୃତ ମଷେ ଚର୍ମ ରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକ ଚର୍ମ ରେ ଏକ ଛାତ କରିବ।

ଯାତ୍ରା ପୁସ୍ତକ 29:14
ଏହାପରେ ବାଛୁରୀର ମାଂସ, ଚର୍ମ ଏବଂ ତା'ର ଗୋବର ନଇେ ଛାଉଣୀ ବାହା ରେ ଦଗ୍ଧ କର। ଏହା ଯାଜକମାନଙ୍କ ପାଇଁ ନବୈେଦ୍ଯ ହବେ।

ଯାତ୍ରା ପୁସ୍ତକ 34:29
ଏହାପରେ ମାଶାେ ସୀନଯ ପର୍ବତ ଉପରୁ ତଳକୁ ଓହ୍ଲାଇଲେ। ସେ ସହେି ଦୁଇଟି ପ୍ରସ୍ତର ଫଳକ ଚୁକ୍ତି ସାଙ୍ଗ ରେ ନଇେ ଆସିଥିଲେ। ମାଶାଙ୍କେର ମୁଖ ଉଜ୍ଜଳ ଦିଶୁଥିଲା କାରଣ ସେ ସଦାପ୍ରଭୁଙ୍କ ସହିତ କଥୋପକଥନ କରିଥିଲେ, କିନ୍ତୁ ମାଶାଙ୍କେୁ ଏହା ଜଣା ନଥିଲା।

ଯାତ୍ରା ପୁସ୍ତକ 34:30
ହାରୋଣ ଏବଂ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଦେଖିଲେ ମାଶାଙ୍କେର ମୁଖ ଅତି ଉଜ୍ଜଳ ଦିଶୁଛି। ତେଣୁ ସମାନେେ ତାଙ୍କ ନିକଟକୁ ୟିବାକୁ ଭୟ କଲେ।

Occurences : 99

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்