Base Word
עֹלֵלָה
Short Definitiononly in plural gleanings; by extension gleaning-time
Long Definitiongleaning
Derivationfeminine active participle of H5953
International Phonetic Alphabetʕo.leˈlɔː
IPA modʕo̞w.leˈlɑː
Syllableʿōlēlâ
Dictionoh-lay-LAW
Diction Modoh-lay-LA
Usage(gleaning) (of the) grapes, grapegleanings
Part of speechn-f

ବିଚାରକର୍ତାମାନଙ୍କ ବିବରଣ 8:2
କିନ୍ତୁ ଗିଦ୍ଦିୟୋନ ସମାନଙ୍କେୁ କହିଲେ, ତକ୍ସ୍ଟମ୍ଭ ତକ୍ସ୍ଟଳନା ରେ ମୁ କଣ ପାଇଛି? ଏହା ସତ୍ଯ ନକ୍ସ୍ଟ ହେଁ କି, ତୁମ୍ଭେ ମାରେ ପରିବାର ଅବୀଯସରେ ଯେତେ ଦ୍ରାକ୍ଷାଫଳ ସଂଗ୍ରହ କଲେ ତାଠାରକ୍ସ୍ଟ ଅଧିକ ଦ୍ରାକ୍ଷା ତୁମ୍ଭମାନେେ ଜମି ରେ ଛାଡିଛ?

ଯିଶାଇୟ 17:6
ସହେି ସମୟ ଲୋକମାନେ ଜିତବୃକ୍ଷର ଫଳ ସଂଗ୍ରହ କଲାପରି ହବେ। ସମାନେେ ଜିତବୃକ୍ଷରୁ ଫଳ ତୋଳିବେ, ମାତ୍ର ବୃକ୍ଷର ଅଗ୍ରଭାବରେ ଦୁଇ ତିନି ଗୋଟି ଫଳ ରହିୟିବ। ଫଳବାନ୍ ଗଛ ରେ ମଧ୍ଯ ଚାରି ପାଞ୍ଚଟା ଫଳ ତୋଳିଲା ବେଳେ ରହିୟିବ। ସହେିପରି ଅବସ୍ଥା ନଗରଗୁଡ଼ିକରେ ଘଟିବ। ସର୍ବଶକ୍ତିମାନ ସଦାପ୍ରଭୁ ତାହା କହିଥିଲେ।

ଯିଶାଇୟ 24:13
ଯେପରି ଜୀତ ବୃକ୍ଷରୁ ଜୀତଫଳ ତୋଳିଲା ପ ରେ କିଛି ଜୀତଫଳ ରହିୟାଏ ଓ ଦ୍ରାକ୍ଷା ସଂଗ୍ରହକାରୀ କିଛି ଦ୍ରାକ୍ଷାଗଛ ରେ ଛାଡ଼ି ୟାଇଥାଏ, ସହେିପରି ପୃଥିବୀର ଗୋଷ୍ଠୀମାନଙ୍କ ମଧିଅରେ ଘଟିବ।

ଯିରିମିୟ 49:9
ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ଦ୍ରାକ୍ଷାଫଳ ସଂଗ୍ରହ କଲା ବେଳେ କିଛି ଫଳ ଗଛ ରେ ଛାଡ଼ିଥାନ୍ତି। ଯଦି ଚୋରମାନେ ରାତ୍ରି ରେ ଆସନ୍ତି, ତବେେ ସମାନେେ ସମସ୍ତ ନଇେପାରନ୍ତି ନାହିଁ।

ଓବଦିୟ 1:5
ତୁମ୍ଭେ ପ୍ରକୃତ ରେ ଧ୍ବଂସ ହବେ। ଗ୍ଭରମାନେେ ତୁମ୍ଭ ନିକଟକୁ ଆସିବେ, ଡକାଯତମାନେ ରାତ୍ରି ରେ ଆସିବେ ଏବଂ ସହେି ଗ୍ଭରମାନେେ ଯାହାସବୁ ଇଚ୍ଛା କରିବେ ତାହାସବୁ ନଇେଯିବେ। ଯେତବେେଳେ ଶ୍ରମିକମାନେ ତୁମ୍ଭ କ୍ଷତେ ରେ ଦ୍ରାକ୍ଷାଫଳ ସଂଗ୍ରହ କରନ୍ତି, ସମାନେେ ଅଳ୍ପ କିଛି ଅଙ୍ଗୁର ପଛ ରେ ଛାଡିଥାନ୍ତି।

ମୀଖା 7:1
ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்