| Base Word | |
| עֹצֶב | |
| Short Definition | an idol (as fashioned); also pain (bodily or mental) |
| Long Definition | pain, sorrow |
| Derivation | a variation of H6089 |
| International Phonetic Alphabet | ʕoˈt͡sˤɛb |
| IPA mod | ʕo̞wˈt͡sɛv |
| Syllable | ʿōṣeb |
| Diction | oh-TSEB |
| Diction Mod | oh-TSEV |
| Usage | idol, sorrow, × wicked |
| Part of speech | n-m |
1 Chronicles 4:9
ୟାବେଷ୍ ତାଙ୍କର ଭ୍ରାତାମାନଙ୍କ ଅପେକ୍ଷା ଅଧିକ ସମ୍ମାନିତ ହେଲ। ତାଙ୍କର ମାତା କହିଲେ, ମୁଁ ତାହାର ନାମ ୟାବେଷ୍ ଦଇେଅଛି, କାରଣ ତାହାକୁ ଜନ୍ମ ଦବୋ ସମୟରେ ମାେତେ ଅତିଶଯ ୟନ୍ତ୍ରଣା ହାଇେଥିଲା।
Psalm 139:24
ଏହା ନିଶ୍ଚିତ କର ୟେ, ମୁଁ କୌଣସି ଦୁଷ୍ଟତାର ବାଟରେ ୟାଇ ନାହିଁ। ମାେତେ ସହେି ବାଟରେ ଆଗଇେ ନିଅ, ୟାହା ସବୁଦିନ ପାଇଁ ସତ୍ଯ ହାଇେଅଛି।
Isaiah 14:3
ସଦାପ୍ରଭୁ ତୁମ୍ଭର କଷ୍ଟ ଓ କଠାେର କାର୍ୟ୍ଯକୁ ଦୂର କରିବେ ଏବଂ ତୁମ୍ଭକୁ ସେ ବିଶ୍ରାମ ଦବେେ। କାରଣ ଅତୀତ ରେ ତୁମ୍ଭମାନେେ ଦାସ ଥିଲ ଓ କଠିନ କାର୍ୟ୍ଯ କରିଥିଲ। ତେଣୁ ସଦାପ୍ରଭୁ ତୁମ୍ଭର ସହେି କ୍ଲେଶ ଦୂର କରିବେ।
Isaiah 48:5
ତେଣୁ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ଘଟିବ ବୋଲି ପ୍ରକାଶ କଲୁ ; ତାହା ଘଟିବା ପୂର୍ବରୁ ତୁମ୍ଭକୁ ଜଣାଇଲୁ। ତାହା ନ ହେଲେ ତୁମ୍ଭେ କହିଥାନ୍ତ, ଆମ୍ଭର ଦବେତା ଏହା କରିଅଛନ୍ତି,' ପୁଣି କହିଥାନ୍ତ 'ଆମ୍ଭର ଖାଦେିତ ଓ ଛାଞ୍ଚ ରେ ଢ଼ଳା ପ୍ରତିମା ଏହା ଆଜ୍ଞା କରିଅଛନ୍ତି।'
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்