Base Word
עָקַב
Short Definitionto seize by the heel; figuratively, to circumvent (as if tripping up the heels); also to restrain (as if holding by the heel)
Long Definitionto supplant, circumvent, take by the heel, follow at the heel, assail insidiously, overreach
Derivationa primitive root; properly, to swell out or up; used only as denominative from H6119
International Phonetic Alphabetʕɔːˈk’ɑb
IPA modʕɑːˈkɑv
Syllableʿāqab
Dictionaw-KAHB
Diction Modah-KAHV
Usagetake by the heel, stay, supplant, × utterly
Part of speechv

ଆଦି ପୁସ୍ତକ 27:36
ଏଷୌ କହିଲା, ତା'ର ନାମ ହେଲା ଯାକୁବ ତାହା କ'ଣ ଯଥାର୍ଥ ନୁହେଁ। ସେ ମାେତେ ଦୁଇଥର ପ୍ରବଞ୍ଚନା କଲା। ସେ ମାରେ ଜେଷ୍ଠ ଅଧିକାର ଛଡ଼ାଇ ନଲୋ। ଏବଂ ମାରେଆଶୀର୍ବାଦ ନଇଗେଲା। ଏହାପରେ ଏଷୌ କହିଲା, ମାେ ପାଇଁ କିଛି ଆଶୀର୍ବାଦ ରଖିଛନ୍ତି କି?

ଆୟୁବ ପୁସ୍ତକ 37:4
ତା'ପରେ ବିଜୁଳି ମାରିବା ପରେ ପରମେଶ୍ବରଙ୍କ ବଜ୍ର ଗମ୍ଭିର କଣ୍ଠସ୍ବର ଶୁଣାୟାଏ, ପରମେଶ୍ବର ତାଙ୍କର ଚମତ୍କାର ସ୍ବର ରେ ଘଡ଼ଘଡ଼ି କରନ୍ତି। ବିଜୁଳି ମାରିଲା ବେଳେ ପରମେଶ୍ବରଙ୍କ ସ୍ବର ଘଡ଼ଘଡ଼ି ମା ରେ।

ଯିରିମିୟ 9:4
ତୁମ୍ଭମାନେେ ପ୍ରେତ୍ୟକକ ପ୍ରତିବେଶୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ବାସ କର ନାହିଁ। କାରଣ ପ୍ରେତ୍ୟକକ ଭ୍ରାତା ପ୍ରତାରକ ଓ ପ୍ରେତ୍ୟକକ ପ୍ରତିବେଶୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।

ଯିରିମିୟ 9:4
ତୁମ୍ଭମାନେେ ପ୍ରେତ୍ୟକକ ପ୍ରତିବେଶୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ବାସ କର ନାହିଁ। କାରଣ ପ୍ରେତ୍ୟକକ ଭ୍ରାତା ପ୍ରତାରକ ଓ ପ୍ରେତ୍ୟକକ ପ୍ରତିବେଶୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।

ହୋଶେୟ 12:3
ଯାକୁବ ମାତୃଗର୍ଭ ରେ ଥିଲା ଏବଂ ତା'ର ଭାଇ ସହିତ କୌଶଳ କରିଥିଲା। ସେ ଗୋଟିଏ ଶକ୍ତିଶାଳୀ ୟୁବକ ଥିଲା ଏବଂ ସେତବେେଳେ ସେ ପରମେଶ୍ବରଙ୍କ ସହିତ ଲଢୁଥିଲା।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்