Base Word
פּוּר
Short Definitiona lot (as by means of a broken piece)
Long Definitionlot
Derivationalso (plural) פּוּרִים; or פֻּרִים; from H6331
International Phonetic Alphabetpuːr
IPA modpuʁ
Syllablepûr
Dictionpoor
Diction Modpoor
UsagePur, Purim
Part of speechn-m

ଏଷ୍ଟର ବିବରଣ 3:7
ରାଜା ଅକ୍ଷଶ୍ବରେଶ ଦ୍ବାଦଶ ବର୍ଷର ପ୍ରଥମ ମାସଟି, ଯାହାକି ନୀଷନ ବୋଲି ପରିଚିତ, ସମାନେେ ଆଖିବୁଜି ଦ୍ବାଦଶ ମାସକୁ ମନୋନୀତ କଲେ, ଏହା ଅଦର ୟିହୁଦୀମାନଙ୍କୁ ଧ୍ବଂସ କରିବା ବୋଲି ଜଣାୟାଏ।

ଏଷ୍ଟର ବିବରଣ 9:24
କାରଣ ସମୁଦାଯ ୟିହୁଦୀଯ ଲୋକର ଶତୃ ଅଗାମୀଯ ହମ୍ମଦାଥାର ପୁତ୍ର ହାମନ୍ ସମାନଙ୍କେୁ ବିନାଶ କରିବାର ସଂକଳ୍ପ କରି ସମାନଙ୍କେୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର ଅର୍ଥାତ୍ ଲୋଟ ଦ୍ବାରା ସମାନେେ ନିଷ୍ପତ୍ତି କରିଥିଲେ।

ଏଷ୍ଟର ବିବରଣ 9:26
ସହେି ସମୟରେ ପୁରୀମ ନାମ ଅନୁସାରେ ସହେି ଦୁଇ ନିଯମ ନାମ ପୂରୀମ ହେଲା। ଏବଂ ସହେି ଚିଠିର ସମସ୍ତ କଥା ଯୋଗୁଁ ଓ ସେ ବିଷଯ ରେ ସମାନେେ ଯାହା ଦେଖିଥିଲେ, ସମାନଙ୍କେ ପ୍ରତି ତାହା ଘଟିଥିଲା, ତହିଁ ସକାଶୁ ୟିହୁଦୀଯମାନେ ଆପଣାମାନଙ୍କର ଓ ନିଜ ନିଜ ବଂଶର ୟିହୁଦୀ ମତାଲମ୍ବି ଗଣର କର୍ତ୍ତବ୍ଯ ବୋଲି ଏହା ସ୍ଥିର କଲେ।

ଏଷ୍ଟର ବିବରଣ 9:26
ସହେି ସମୟରେ ପୁରୀମ ନାମ ଅନୁସାରେ ସହେି ଦୁଇ ନିଯମ ନାମ ପୂରୀମ ହେଲା। ଏବଂ ସହେି ଚିଠିର ସମସ୍ତ କଥା ଯୋଗୁଁ ଓ ସେ ବିଷଯ ରେ ସମାନେେ ଯାହା ଦେଖିଥିଲେ, ସମାନଙ୍କେ ପ୍ରତି ତାହା ଘଟିଥିଲା, ତହିଁ ସକାଶୁ ୟିହୁଦୀଯମାନେ ଆପଣାମାନଙ୍କର ଓ ନିଜ ନିଜ ବଂଶର ୟିହୁଦୀ ମତାଲମ୍ବି ଗଣର କର୍ତ୍ତବ୍ଯ ବୋଲି ଏହା ସ୍ଥିର କଲେ।

ଏଷ୍ଟର ବିବରଣ 9:28
ସମସ୍ତ ପୁରୁଷ ପରମ୍ପରା ରେ, ପ୍ରେତ୍ୟକକ ବଂଶ ରେ ଓ ପ୍ରେତ୍ୟକକ ପ୍ରଦେଶ ରେ ଓ ପ୍ରେତ୍ୟକକ ନଗର ରେ ସହେି ଦୁଇଦିନ ସ୍ମରଣ ଓ ପାଳନ କରାୟିବ। ପୁଣି ଏହି ପୂରୀମ ଦିନ ୟିହୁଦୀଯମାନଙ୍କ ମଧ୍ଯରୁ ଲୋପ ପାଇବ ନାହିଁ ଓ ସମାନଙ୍କେ ବଂଶଧରମାନଙ୍କ ମଧ୍ଯରୁ ସହେି ଦୁଇ ଦିନ ସ୍ମରଣ ଲୁପ୍ତ ହବେ ନାହିଁ।

ଏଷ୍ଟର ବିବରଣ 9:29
ତାପରେ, ଅବୀହଯିଲର କନ୍ଯା ରାଣୀ ଏଷ୍ଟର ଓ ୟିହୁଦୀଯ ମର୍ଦ୍ଦଖଯର ପୂରୀମ ଦିନ ବିଷଯ ରେ ସୁନିଶ୍ଚିତ କରିବା ପାଇଁ ସମାନଙ୍କେର ସମ୍ପୂର୍ଣ୍ଣ ଅଧିକାର ସହିତ ଦ୍ବିତୀୟ ପତ୍ର ଲେଖିଲେ।

ଏଷ୍ଟର ବିବରଣ 9:31
ପୂରୀମ ପାଳନ କରିବା ପାଇଁ ଏହି ତାରିଖ ଗୁଡିକ ଏହିପତ୍ର ସୁନିଶ୍ଚିତ କଲା, ଏବଂ ୟିହୁଦୀ ମର୍ଦ୍ଦଖଯ ଏବଂ ରାଣୀ ଏଷ୍ଟର ଆଦେଶ କରିଥିଲେ। ସମାନଙ୍କେର ଉପବାସ ଓ ସାହାୟ୍ଯ ପ୍ରାର୍ଥନାର ଦିନଗୁଡିକ ଉତ୍ସବ ଦ୍ବାରା ସ୍ମୃତିରକ୍ଷା କରିବା ନିମନ୍ତେ ସମାନେେ ଏହି ପର୍ବଦିନଗୁଡିକ ସମାନଙ୍କେ ନିଜ ପାଇଁ ଓ ସମାନଙ୍କେର ଭବିଷ୍ଯତ୍ ବଂଶଧରମାନଙ୍କ ପାଇଁ ପ୍ରତିଷ୍ଠା କଲେ।

ଏଷ୍ଟର ବିବରଣ 9:32
ଏହିପରି ଏଷ୍ଟର ଆଜ୍ଞାଦ୍ବାରା ପୂରୀମ୍ ଦିନ ରେ ବିଧି ସ୍ଥିରିକୃତ ହେଲା ଓ ତାହା ପୁସ୍ତକରେ ଲଖାଗେଲା।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்