Base Word
פַּךְ
Short Definitiona flask (from which a liquid may flow)
Long Definitionvial, flask
Derivationfrom H6379
International Phonetic Alphabetpɑk
IPA modpɑχ
Syllablepak
Dictionpahk
Diction Modpahk
Usagebox, vial
Part of speechn-m

ପ୍ରଥମ ଶାମୁୟେଲ 10:1
ଶାମକ୍ସ୍ଟଯଲେ ଏକ ସ୍ବତନ୍ତ୍ର ତୈଳପାତ୍ର ନଇେ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚକ୍ସ୍ଟମ୍ବନ କରି କହିଲେ, ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହବୋପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସମାନଙ୍କେର ଚତକ୍ସ୍ଟର୍ଦ୍ଦିଗର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହବୋପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ଯତା ପ୍ରତିପାଦନ କରିବ।

ଦିତୀୟ ରାଜାବଳୀ 9:1
ଇଲୀଶାୟ ଭବିଷ୍ଯଦ୍ବକ୍ତାଙ୍କ ସନ୍ତାନଗଣଙ୍କ ମଧ୍ଯରୁ ଜଣକୁ ଡାକି କହିଲେ, ତୁମ୍ଭେ କଟି ରେ ବସ୍ତ୍ର ବାନ୍ଧି ଏହି ତୈଳଶିଶି ହାତ ରେ ଧରି ରାମାେତ୍-ଗିଲିଯଦକୁ ୟାଅ।

ଦିତୀୟ ରାଜାବଳୀ 9:3
ଏହି େଛାଟ ତୈଳ ଶିଶି ନଇେ ତାଙ୍କ ମସ୍ତକରେ ତୈଳ ଢାଳି କୁହ, 'ସଦାପ୍ରଭୁ ଏହା କହିଛନ୍ତି; ଆମ୍ଭେ ତୁମ୍ଭକୁ ଇଶ୍ରାୟେଲ ଉପରେ ରାଜାଭିଷିକ୍ତ କଲୁ।' ତା'ପରେ ତୁମ୍ଭେ ଦ୍ବାର ଫିଟାଇ ଦୌଡି ୟାଅ, ଆଉ ବିଳମ୍ବ କରନାହିଁ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்