Base Word
פְּנִימִי
Short Definitioninterior
Long Definitioninner
Derivationfrom H6440
International Phonetic Alphabetpɛ̆.n̪ɪi̯ˈmɪi̯
IPA modpɛ̆.niːˈmiː
Syllablepĕnîmî
Dictionpeh-nee-MEE
Diction Modpeh-nee-MEE
Usage(with-)in(-ner, -ward)
Part of speecha

ପ୍ରଥମ ରାଜାବଳୀ 6:27
ସହେି କିରୁବଦ୍ବଯ ଗର୍ଭାଗାର ମଧିଅରେ ରଖାୟାଇଥିଲା। ସହେି କିରୁବଦ୍ବଯର ପକ୍ଷ ଏପରି ବିସ୍ତୀର୍ଣ୍ଣ ହାଇେଥିଲା ଯେ ଗୋଟିଏର ପକ୍ଷ ଏକ କାନ୍ଥକୁ ଓ ଅନ୍ୟଟିର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କରୁଥିଲା। ପୁଣି ଗୃହ ମଧିଅରେ ସମାନଙ୍କେର ପକ୍ଷ ପରସ୍ପରକୁ ସ୍ପର୍ଶ କରୁଥିଲା।

ପ୍ରଥମ ରାଜାବଳୀ 6:36
ତା'ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରେତ୍ୟକକ କାନ୍ଥ ତିନି ଧାଡି କଟା ପଥର ରେ ଓ ଏକଧାଡି ଏରସ କାଠର କଡି ରେ କରାଗଲା।

ପ୍ରଥମ ରାଜାବଳୀ 7:12
ପ୍ରାସାଦ ଅଗଣାର, ମନ୍ଦିର ଅଗଣାର ଓ ନାଟ ମନ୍ଦିର ଚତୁପାଶର୍‌ବସର କାନ୍ଥ ଥିଲା।ସସହି କାନ୍ଥଗୁଡିକ ତିନିଧାଡି ପ୍ରସ୍ତର ଓ ଏକଧାଡି ଏରସ କଡି କାଠସର ନିର୍ମିତସହାଇ ଥିଲା।

ପ୍ରଥମ ରାଜାବଳୀ 7:50
ସୁବର୍ଣ୍ଣର ଫୁଲସବୁ, ଖାଣ୍ଟି ସୁନାର ଗ୍ଭମଚ ଓ ପାତ୍ରସବୁ ଯଥା, କଇଁଚି, କୁଣ୍ତସବୁ, ଅଙ୍ଗାରଧାନୀ ଏବଂ ଭିତର ପାଖର କବାଟ ପାଇଁ ଅର୍ଥାତ୍ ମହାପବିତ୍ର ସ୍ଥାନର ଓ ମନ୍ଦିରର ମୂଖ୍ୟ କୋଠରୀର କବାଟ ପାଇଁ ସୁବର୍ଣ୍ଣର କ‌ବ୍‌ଜା ନିର୍ମାଣ କଲେ।

ପ୍ରଥମ ବଂଶାବଳୀ 28:11
ଏହାପରେ ଦାଉଦ ଶଲୋମନଙ୍କୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଯୋଜନାମାନ ପ୍ରଦାନ କଲେ। ମନ୍ଦିର ଚତୁର୍ଦ୍ଦିଗସ୍ଥ ବାରଣ୍ଡା, ତାହାର ଅଟ୍ଟାଳିକାମାନ, ତାହାର ଭଣ୍ଡାରଘରମାନ, ତାହାର ଉପରିସ୍ଥ କଠାେରୀମାନ, ତାହାର ଭିତରର କଠାେରୀମାନ ଓ ଦୟାସନର ସ୍ଥାନ ନିମନ୍ତେ ମଧ୍ଯ ଏହି ଯୋଜନା ହାଇେଥିଲା।

ଦିତୀୟ ବଂଶାବଳୀ 4:22
ଆଉ କତୁରୀ, କୁଣ୍ଡ, ପାତ୍ର ଏବଂ ଧୂପଦାନୀସବୁ ଶଲୋମନ ଶୁଦ୍ଧ ସୁନା ରେ ତିଆରି କଲେ। ମନ୍ଦିରର ଦ୍ବାରସବୁ, ମହାପବିତ୍ର ସ୍ଥଳର ଭିତର ଦ୍ବାରସବୁ ଏବଂ ମୁଖ୍ଯ ଗୃହର ଦ୍ବାରସବୁ ଶଲୋମନ ସୁନା ରେ ତିଆରି କଲେ।

ଏଷ୍ଟର ବିବରଣ 4:11
ବିନା ରାଜା ଡାକରା ରେ ପୁରୁଷ ଓ ସ୍ତ୍ରୀ ଯେ କହେି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ୟାଏ ତାହାର ପ୍ରାଣଦଣ୍ତ ଦବୋର ଏକମାତ୍ର ବ୍ଯବସ୍ଥା ଅଛି। କବଳେ ଯାହା ପ୍ରତି ରାଜା ସ୍ବର୍ଣ୍ଣମଯ ରାଜଦଣ୍ତ ବଢାନ୍ତି, ସହେି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ୟିବାପାଇଁ ଡାକରା ପାଇନାହିଁ।

ଏଷ୍ଟର ବିବରଣ 5:1
ତୃତୀୟ ଦିନ ଏଷ୍ଟର ରାଜକୀଯ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣ ରେ ରାଜଗୃହ ସମ୍ମୁଖ ରେ ଛିଡା ହେଲା। ସହେି ସମୟରେ ରାଜା ରାଜଗୃହ ରେ ଗୃହଦ୍ବାର ସମ୍ମୁଖ ରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।

ଯିହିଜିକଲ 8:3
ତା'ପ ରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମାରେକେଶ ଧରିଲେ। ତା'ପ ରେ ପବନ ମାେତେ ଉଠାଇ ନଲୋ, ପୃଥିବୀ ଓ ଆକାଶର ମଧ୍ଯବର୍ତ୍ତୀ ସ୍ଥାନ ରେ ରଖି ଦଲୋ। ଏବଂ ପରମେଶ୍ବରଙ୍କର ଦର୍ଶନକ୍ରମେ ୟିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ବାର ନିକଟକୁ ମାେତେ ଆଣିଲେ। ସଠାେ ରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ବରଙ୍କର କୋରଧର କାରଣ ହେଲା।

ଯିହିଜିକଲ 8:16
ତା'ପ ରେ ସେ ମାେତେ ସଦାପ୍ରଭୁଙ୍କ ମନ୍ଦିରର ଭିତର ପ୍ରାଙ୍ଗଣ ମଧ୍ଯକୁ ଆଣିଲେ। ସଠାେ ରେ ମୁଁ ଦେଖିଲି, ସଦାପ୍ରଭୁଙ୍କ ମନ୍ଦିରର ଦ୍ବାର ନିକଟରେ, ବାରଣ୍ଡା ଓ ୟଜ୍ଞବଦେୀର ମଧ୍ଯ ସ୍ଥାନ ରେ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବ ଦିଗଆଡ଼େ ମଥାନତ କରି ସମାନେେ ସୂର୍ୟ୍ଯଙ୍କୁ ପୂଜା କରୁଥିଲେ।

Occurences : 32

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்