Base Word
פָּקִיד
Short Definitiona superintendent (civil, military or religious)
Long Definitioncommissioner, deputy, overseer, officer
Derivationfrom H6485
International Phonetic Alphabetpɔːˈk’ɪi̯d̪
IPA modpɑːˈkiːd
Syllablepāqîd
Dictionpaw-KEED
Diction Modpa-KEED
Usagewhich had the charge, governor, office, overseer, (that) was set
Part of speechn-m

ଆଦି ପୁସ୍ତକ 41:34
ଏହାପରେ ତୁମ୍ଭେ ଆଉ କିଛି ଲୋକଙ୍କୁ ବାଛ ଯେ କି ଲୋକମାନଙ୍କଠାରୁ ଖାଦ୍ୟ ସଂଗ୍ରହ କରନ୍ତୁ। ଏହିସବୁ ସୁର୍ଭିକ୍ଷ ସମୟରେ, ଲୋକମାନେ ତାଙ୍କ ଶଷ୍ଯର ଏକ ପଞ୍ଚମାଂଶ ଖାଦ୍ୟ ଦବେେ।

ବିଚାରକର୍ତାମାନଙ୍କ ବିବରଣ 9:28
ଏଥି ରେ ଏବଦର ପକ୍ସ୍ଟତ୍ର ଗାଲ୍ କହିଲା, ଆମ୍ଭେ ହେଉଛକ୍ସ୍ଟ ଶିଖିମ ନିବାସୀ, ଆମ୍ଭେ କାହିଁକି ଅବୀମଲକେକକ୍ସ୍ଟ ମାନିବକ୍ସ୍ଟ? ସେ କିଏ? ଆମେ କାହିଁକି ତାକକ୍ସ୍ଟ ମାନିବା? ଏହା ସତ୍ଯ ଅବୀମଲେକ୍ ହଇେଛି ୟିରକ୍ସ୍ଟଦ୍ଦାଲ୍ର ପକ୍ସ୍ଟତ୍ର, ନକ୍ସ୍ଟ ହେଁ କି? ଏବଂ ଅବୀମଲେକ୍ ସବୂଲୂକକ୍ସ୍ଟ ତା'ର ଅଧିକାରୀ କଲା, ନକ୍ସ୍ଟ ହେଁ କି? ଆମ୍ଭେ ଶିଖିମର ପିତା ହ ମାରେର ଲୋକମାନଙ୍କର ସବୋ କରିବା ଉଚିତ୍। କିନ୍ତୁ ଆମ୍ଭେ କାହିଁକି ଅବୀମଲକରେ ସବୋ କରିବକ୍ସ୍ଟ?

ଦିତୀୟ ରାଜାବଳୀ 25:19
ସେ ମଧ୍ଯ ବନ୍ଦୀପରି ନିଆଗେଲ। ଏକ ନଫୁସକକୁ ସୈନ୍ଯମାନଙ୍କର ଦଖାେଶୁଣା, ରାଜାଙ୍କର ଉପଦେଶଗଣ, ସନୋର ସନୋପତିର ସଚିବ, ୟିଏ ଲୋକମାନଙ୍କୁ ଗଣିବାର ଦାଯିତ୍ବ ରେ ଥିଲେ ଏବଂ ସମାନଙ୍କେରୁ ସୈନ୍ଯମାନଙ୍କୁ ବାଛିବା ଏବଂ ଷାଠିଏ ଅନ୍ୟ ଲୋକମାନେ ସହର ରେ ମଣିଲେ।

ଦିତୀୟ ବଂଶାବଳୀ 24:11
ଏହାପରେ ଲବେୀୟମାନେ ସହେି ବାକ୍ସକୁ ରାଜାଙ୍କର ପଦାଧିକାରୀମାନଙ୍କ ନିକଟକୁ ନଇଗେଲେ। ସମାନେେ ଦେଖିଲେ ଯେ, ସହେି ବାକ୍ସ ଟଙ୍କା ରେ ପୂର୍ଣ୍ଣ ହାଇେଥିଲା। ରାଜାଙ୍କ ସଚିବ ଓ ମୁଖ୍ଯ ଯାଜକଙ୍କ ପଦାଧିକାରୀମାନେ ଆସିଲେ ଓ ବାକ୍ସରୁ ଟଙ୍କାତକ କାଢ଼ି ନେଲେ। ଏହାପରେ ସମାନେେ ସହେି ବାକ୍ସରୁ ପୁନର୍ବାର ତାହାର ସ୍ଥାନ ରେ ରଖି ଦେଲେ। ପ୍ରତିଦିନ ସମାନେେ ଏହିପରି କଲେ ଓ ପ୍ରଚୁର ଟଙ୍କା ଜମା କଲେ।

ଦିତୀୟ ବଂଶାବଳୀ 31:13
କନାନିଯ ଓ ତାଙ୍କର ଭୟାତା ଶିମିଯି ଏହି ଲୋକମାନଙ୍କର ତତ୍ତ୍ବାବଧାରକ ଥିଲେ : ୟିହୀଯେଲ୍, ଅସସିଯ, ନହତ୍, ଅସା ହେଲ୍, ଯିରମୋେତ୍, ୟୋଷାବଦ୍, ଇଲୀଯଲେ, ୟିଷ୍ମଖିଯ ମାହତ୍ ଓ ବନାଯ। ରାଜା ହିଜକିଯ ଓ ପରମେଶ୍ବର ମନ୍ଦିର ଦାଯିତ୍ବ ରେ ଥିବା ପଦାଧିକାରୀ ଅସରିଯ ସହେି ଲୋକମାନଙ୍କୁ ମନୋନୀତ କଲେ।

ନିହିମିୟା 11:9
ସିଖ୍ରିର ପୁତ୍ର ଯାୟେଲ ସମାନଙ୍କେର ମୁଖ୍ଯ ଥିଲେ। ହସନଯାର ପୁତ୍ର ଯିହୁଦା ନଗରର ଦ୍ବିତୀୟ ଶାସକ ଥିଲେ।

ନିହିମିୟା 11:14
ଆଉ ସମାନଙ୍କେ ଭାତୃଗଣ 128 ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀଯଲେ ସମାନଙ୍କେର ନିରୀକ୍ଷକ ଥିଲା।

ନିହିମିୟା 11:22
ଉଷି ୟିରୁଶାଲମ ରେ ଲବେୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିଯର ପୁତ୍ର, ହଶବିଯ ୟିଏକି ମତ୍ତନିଯର ପୁତ୍ର, ମତ୍ତନିଯ ୟିଏକି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ବରଙ୍କ ମନ୍ଦିର ରେ ସବୋ କରୁଥିବା ଗାଯକର ଓ ଆସଫର ବଂଶଧର ଥିଲେ।

ନିହିମିୟା 12:42
ଆଉ ମା ସଯେ, ଶମଯିଯ, ଇଲିଯାସର, ଉଷି, ଯିହାହୋନନ୍, ମଲ୍କିଯ, ଏଲମ୍ ଓ ଏଷର ସମସ୍ତେ ଠିଆ ହାଇେ ରହିଲେ।

ଏଷ୍ଟର ବିବରଣ 2:3
ଆଉ ମହାରାଜା ଆପଣା ରାଜ୍ଯର ସମସ୍ତ ପ୍ରଦେଶ ରେ କର୍ମଗ୍ଭରୀଗଣ ନିୟୁକ୍ତି କରନ୍ତୁ। ସମାନେେ ସହେି ସବୁ ସୁନ୍ଦରୀ କନ୍ଯାଗଣକୁ ଶୂଶନ ରାଜଧାନୀ ରେ ଏକତ୍ର କରି ଅନ୍ତଃପୁର ରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନଫୁସକ ହଗଯରେ ହସ୍ତ ରେ ସମର୍ପଣ କରନ୍ତୁ। ପୁଣି ସମାନଙ୍କେ ଅଙ୍ଗରାଗାର୍ଥକ ଦ୍ରବ୍ଯ ସମାନଙ୍କେୁ ଦତ୍ତ ହେଉ।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்