Base Word
אָפִיק
Short Definitionproperly, containing, i.e., a tube; also a bed or valley of a stream; also a strong thing or a hero
Long Definitionchannel
Derivationfrom H0622
International Phonetic Alphabetʔɔːˈpɪi̯k’
IPA modʔɑːˈfiːk
Syllableʾāpîq
Dictionaw-PEEK
Diction Modah-FEEK
Usagebrook, channel, mighty, river, + scale, stream, strong piece
Part of speechn-m

ଦିତୀୟ ଶାମୁୟେଲ 22:16
ସଦାପ୍ରଭୁଙ୍କ ଗର୍ଜ୍ଜନ ରେ ତାଙ୍କ ନାସିକାର ପ୍ରଶ୍ବାସ ବାଯକ୍ସ୍ଟ ରେ ସମକ୍ସ୍ଟଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।

ଆୟୁବ ପୁସ୍ତକ 6:15
କିନ୍ତୁ ତୁମ୍ଭେ ମାରେ ଭାଇମାନେ ମାେ ପ୍ରତି ବିଶ୍ବସ୍ତ ନୁହଁ। ମୁଁ ତୁମ୍ଭ ଉପରେ ନିର୍ଭର କରିପାରିବି ନାହିଁ। ତୁମ୍ଭେ ଝରଣା ପରି ସମୟ ସମୟରେ ବହୁଥାଅ ଓ ଅନ୍ୟ ସମୟରେ ନୁହଁ। ତୁମ୍ଭେ ସହେି ଉଛୁଳିବା ଝରଣାପରି।

ଆୟୁବ ପୁସ୍ତକ 12:21
ପରମେଶ୍ବର ନେତାମାନଙ୍କୁ ତୁଚ୍ଛ କରି ଦିଅନ୍ତି। ସେ ଶାସକଠାରୁ କ୍ଷମତା ମଧ୍ଯ ଛଡ଼ାଇ ନିଅନ୍ତି।

ଆୟୁବ ପୁସ୍ତକ 40:18
ବ ହମାେତର ହାଡ଼ସବୁ ତମ୍ବା ପରି ଅତି ଶକ୍ତ। ତା'ର ଗୋଡ଼ ଲୁହାଖମ୍ବ ଭଳି ଶକ୍ତ।

ଆୟୁବ ପୁସ୍ତକ 41:15
ତା'ର ପିଠି ଧାର ଧାର ଢ଼ାଲ ପରି, ଯାହାକି ଦୃଢ଼ ଭାବରେ ସଂୟୁକ୍ତ ହାଇେଥାଏ।

ଗୀତସଂହିତା 18:15
ହେ ସଦାପ୍ରଭୁ, ତୁମ୍ଭେ ଚିତ୍କାର କରି ତୁମ୍ଭର ଆଦେଶ ଘୋଷଣା କଲ ଓ ପ୍ରବଳ ବଗରେେ ପବନ ବହିବାକୁ ଲାଗିଲା। ହଠାତ୍ ସମୁଦ୍ର ଗର୍ଭର ଜଳ ଅପସାରିତ ହାଇେ ସମୁଦ୍ରର ନିମ୍ନ ଭାଗ ଦିଶିବାକୁ ଲାଗିଲା। ଆମ୍ଭେ ପୃଥିବୀର ଆଭ୍ଯନ୍ତରର ଭିତ୍ତି ଭୂମିକୁ ଦେଖିବାକୁ ଲାଗିଲୁ।

ଗୀତସଂହିତା 42:1
ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।

ଗୀତସଂହିତା 126:4
ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ୟପରେି ମରୁଭୂମିରେ ଝରଣାରୁ ଜଳଷୋର୍ତ ବ ହେ।

ପରମଗୀତ 5:12
ତାଙ୍କର ନେତ୍ର ୟୁଗଳ ନଦୀ ନିକଟରେ ଥିବା କପୋତମାନଙ୍କ ତୁଲ୍ଯ। ଦୁଗ୍ଧ ରେ ଧୌତ ଓ ଯଥା ସ୍ଥାନ ରେ ସ୍ଥାପିତ।

ଯିଶାଇୟ 8:7
ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧ ରେ ଆଣିବି। ସମାନେେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ଯାର ସୋର୍ତ ପରି ପ୍ରବଳ ପରାକ୍ରମୀ ହାଇେ ଆସିବେ। ବନ୍ଯାଜଳ କୂଳ ଲଙ୍ଘନ କଲାପରି ସମାନେେ ସମସ୍ତଙ୍କ ଉପ ରେ ପ୍ରଭାବ ବିସ୍ତାର କରିବେ।

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்