Base Word
פָּשַׁע
Short Definitionto break away (from just authority), i.e., trespass, apostatize, quarrel
Long Definitionto rebel, transgress, revolt
Derivationa primitive root (identical with through the idea of expansion)
International Phonetic Alphabetpɔːˈʃɑʕ
IPA modpɑːˈʃɑʕ
Syllablepāšaʿ
Dictionpaw-SHA
Diction Modpa-SHA
Usageoffend, rebel, revolt, transgress(-ion, -or)
Part of speechv

ପ୍ରଥମ ରାଜାବଳୀ 8:50
ତୁମ୍ଭ ବିରୁଦ୍ଧ ରେ ପାପ କରିଥିବା ତୁମ୍ଭର ସହେି ଲୋକମାନଙ୍କୁ ଓ ତୁମ୍ଭଠାରୁ ବିମୁଖ ହାଇେଥିବା ସହେି ଲୋକମାନଙ୍କୁ କ୍ଷମା କର। ସମାନଙ୍କେର ଶତୃମାନଙ୍କୁ ସମାନଙ୍କେ ପ୍ରତି ଦୟାଳୁ ହବୋକୁ ଦିଅ।

ପ୍ରଥମ ରାଜାବଳୀ 12:19
ତେଣୁ ଇଶ୍ରାୟେଲର ଲୋକମାନେ ଦାଉଦ ବଂଶ ବିପକ୍ଷ ରେ ବିଦ୍ରୋହ କଲେ ଓ ଏବେ ମଧ୍ଯ ସମାନେେ ଦାଉଦ ବଂଶର ବିଦ୍ରୋହୀ ହାଇେ ରହିଛନ୍ତି।

ଦିତୀୟ ରାଜାବଳୀ 1:1
ଅନନ୍ତର ଆହାବ୍ଙ୍କ ମୃତ୍ଯୁପରେ ମାୟୋବ ଇଶ୍ରାୟେଲ ବିରୁଦ୍ଧ ରେ ବିଦ୍ରୋହାଚରଣ କଲେ।

ଦିତୀୟ ରାଜାବଳୀ 3:5
ମାତ୍ର ଆହାବ୍ଙ୍କ ମୃତ୍ଯୁପରେ ମାୟୋବର ରାଜା ଇଶ୍ରାୟେଲର ରାଜାଙ୍କ ବିରୁଦ୍ଧାଚରଣ କଲେ।

ଦିତୀୟ ରାଜାବଳୀ 3:7
ତତ୍ପରେ ଯିହାରୋମ୍ ଯିହୁଦାର ରାଜା ଯିହାଶାଫେଟ୍ଙ୍କ ନିକଟକୁ ଦୂତ ପଠାଇ କହିଲେ, ମାୟୋବର ରାଜା ମାେ ବିରୁଦ୍ଧ ରେ େଦ୍ରାହାଚରଣ କରିଛି, ତୁମ୍ଭେ ମାେ ସହିତ ୟୁଦ୍ଧ କରିବାକୁ ମାୟୋବ ବିରୁଦ୍ଧ ରେ ୟିବ କି?

ଦିତୀୟ ରାଜାବଳୀ 8:20
ତାଙ୍କ ସମୟରେ ଯିହୁଦାର ଶାସନ ବିରୁଦ୍ଧ ରେ ଇଦୋମୀଯମାନେ ବିଦ୍ରୋହ କଲେ ଓ ସମାନେେ ସମାନଙ୍କେର ଏକ ରାଜା ବାଛିଲେ।

ଦିତୀୟ ରାଜାବଳୀ 8:22
ତେଣୁ ଇଦୋମୀଯ ଲୋକମାନେ ଯିହୁଦା ବିରୁଦ୍ଧ ରେ ବିଦ୍ରୋହ କଲେ। ସମାନେେ ଆଜି ପର୍ୟ୍ଯନ୍ତ ଯିହୁଦାର ରାଜତ୍ବରୁ ମୁକ୍ତ ଅଛନ୍ତି।

ଦିତୀୟ ରାଜାବଳୀ 8:22
ତେଣୁ ଇଦୋମୀଯ ଲୋକମାନେ ଯିହୁଦା ବିରୁଦ୍ଧ ରେ ବିଦ୍ରୋହ କଲେ। ସମାନେେ ଆଜି ପର୍ୟ୍ଯନ୍ତ ଯିହୁଦାର ରାଜତ୍ବରୁ ମୁକ୍ତ ଅଛନ୍ତି।

ଦିତୀୟ ବଂଶାବଳୀ 10:19
ସହେି ସମୟଠାରୁ ଆଜି ପର୍ୟ୍ଯନ୍ତ ଇଶ୍ରାୟେଲର ଲୋକମାନେ ଦାଉଦଙ୍କ ବଂଶର ବିରୋଧୀ ହାଇେଅଛନ୍ତି।

ଦିତୀୟ ବଂଶାବଳୀ 21:8
ଯିହାରୋମ୍ଙ୍କ ସମୟରେ, ଇଦୋମ ଯିହୁଦାର ଅଧୀନତାକୁ ଭଙ୍ଗ କଲା। ଇଦୋମୀଯମାନେ ସମାନଙ୍କେର ନିଜର ରାଜାଙ୍କୁ ମନୋନୀତ କଲେ।

Occurences : 41

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்