Base Word
פִּשְׁתֶּה
Short Definitionlinen (i.e., the thread, as carded)
Long Definitionflax, linen
Derivationfrom the same as H6580 as in the sense of comminuting
International Phonetic Alphabetpɪʃˈt̪ɛ
IPA modpiʃˈtɛ
Syllablepište
Dictionpish-TEH
Diction Modpeesh-TEH
Usageflax, linen
Part of speechn-f

ଲେବୀୟ ପୁସ୍ତକ 13:47
ଆଉ ମଧ୍ଯ ଯେଉଁ ବସ୍ତ୍ର ରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ,

ଲେବୀୟ ପୁସ୍ତକ 13:48
ତାହା ତନ୍ତ ରେ ବୁଣା ହେଉ କିମ୍ବା ହାତ ରେ ବୁଣା ହେଉ କିମ୍ବା ତାହା ଚର୍ମ ରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ଯ ରେ ହେଉ।

ଲେବୀୟ ପୁସ୍ତକ 13:52
ତେଣୁ ସହେି ଦାଗ ଥିବା ବସ୍ତ୍ର, ସୂତାର ବା ଚମଡାର ହେଉ କିମ୍ବା ଲୋମ ନିର୍ମିତ ହେଉ ତାହା ଦଗ୍ଧ କରାୟିବ। କାରଣ ତାହା କ୍ଷଯ କୁଷ୍ଠ, ସହେି ବସ୍ତ୍ର କିମ୍ବା ଚର୍ମ ଅଗ୍ନି ରେ ଦଗ୍ଧ ହବୋ ଉଚିତ୍।

ଲେବୀୟ ପୁସ୍ତକ 13:59
ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ଯ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷଯ ରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ଯବସ୍ଥା ଏହା ଅଟେ।

ଦିତୀୟ ବିବରଣ 22:11
ଏପରି ପୋଷାକ ପିନ୍ଧି ନାହିଁ, ଯାହାକି ରେଶମ ଓ ଲାଇଲନ୍ ସୂତା ରେ ପ୍ରସ୍ତକ୍ସ୍ଟତ ହାଇେଥିବ।

ଯିହୋଶୂୟ 2:6
ରାହବ ଏହି ସବୁକଥା ସମାନଙ୍କେୁ କହିଲା, କିନ୍ତୁ ବାସ୍ତବ ରେ ସେ ସମାନଙ୍କେୁ ଛାତ ଉପରେ ଛଣ କାଠଗଦା ଭିତ ରେ ଲକ୍ସ୍ଟଗ୍ଭଇ ରଖିଥିଲା।

ବିଚାରକର୍ତାମାନଙ୍କ ବିବରଣ 15:14
ସେ ଯେତବେେଳେ ଲିହୀ ରାଜ ପ୍ରସାଦ ରେ ପହନ୍ଚିଲେ, ପଲେଷ୍ଟୀୟ ଲୋକମାନେ ତାଙ୍କୁ ଦେଖିବାକକ୍ସ୍ଟ ଆସିଲେ। ସମାନେେ ଖକ୍ସ୍ଟସି ରେ ଜଯ ଜଯ ଧ୍ବନି କରୁଥିଲେ। ଏହାପରେ ତାଙ୍କ ଉପରକକ୍ସ୍ଟ ସଦାପ୍ରଭୁଙ୍କର ଆତ୍ମା ଯେତବେେଳେ ଆସିଲା, ସେ ଶକ୍ତିଶାଳୀ ହାଇେ ଉଠିଲେ। ଶାମ୍ଶାେନ୍ ଦୌଡିଟିକକ୍ସ୍ଟ ଛିଣ୍ତାଇ ଦେଲେ, ତାଙ୍କ ହାତରକ୍ସ୍ଟ ଦଉଡିଗକ୍ସ୍ଟଡିକ ମିଳାଇ ଗଲାପରି ଏବଂ ପୋଡାସୂତା ପରି ଝରି ପଡିଲା।

ହିତୋପଦେଶ 31:13
ସେ ମଷେଲୋମ ମସିନା ଖାଜେି ସନ୍ତାଷେ ରେ ଆପଣା ହସ୍ତ ରେ କର୍ମ କରେ।

ଯିଶାଇୟ 19:9
ଯେଉଁ ଲୋକମାନେ ଲୁଗା ବୁଣୁଥିଲେ ସମାନେେ ଅତ୍ଯନ୍ତ ଦୁଃଖିତ ହବେ। କାରଣ ସମାନେେ ଯେଉଁ ଛଣପଟ ଶୁକ୍ଲବସ୍ତ୍ର ପାଇଁ ଦରକାର କରନ୍ତି, ନଦୀ ଶୁଖି ୟିବାରୁ ତାହା ଆଉ ଜନ୍ମିବ ନାହିଁ।

ଯିରିମିୟ 13:1
ସଦାପ୍ରଭୁ ମାେତେ ଏହା କହିଲେ : ତୁମ୍ଭେ ଏକ ମାଟୋ ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣ କଟି ଦେଶ ରେ ବାନ୍ଧ ଓ ତାକୁ ଓଦା କର ନାହିଁ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்