Base Word
צִידוֹן
Short DefinitionTsidon, the name of a son of Canaan, and of a place in Palestine
Long Definitionancient Phoenician city, on Mediterranean coast north of Tyre
Derivationor צִידֹן; from H6679 in the sense of catching fish; fishery
International Phonetic Alphabett͡sˤɪi̯ˈd̪on̪
IPA modt͡siːˈdo̞wn
Syllableṣîdôn
Dictiontsee-DONE
Diction Modtsee-DONE
UsageSidon, Zidon
Part of speechn-pr-loc

ଆଦି ପୁସ୍ତକ 10:15
ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।

ଆଦି ପୁସ୍ତକ 10:19
ତହିଁରେ ସୀଦୋନଠାରୁ ଗରା ରେ ଦିଗକୁ ହସା ପ୍ରର୍ୟ୍ଯନ୍ତ ପୁଣି ସଦୋମ୍, ହ ମାରୋ ଓ ଅଦ୍ମା, ସବୋଯୀମ ଦିଗ ରେ ଲୋଶା ପର୍ୟ୍ଯନ୍ତ କିଣାନୀଯମାନଙ୍କ ବସତିର ସୀମା ଥିଲା।

ଆଦି ପୁସ୍ତକ 49:13
ସବୂଲୂନ୍ ସମୁଦ୍ର କୂଳ ରେ ବାସ କରିବ। ସେ ଜାହାଜର ଆଶ୍ରିତ ହବେ। ପୁଣି ସୀଦୋନ ପର୍ୟ୍ଯନ୍ତ ତାହାର ଅଧିକାର ସୀମା ହବେ।

ଯିହୋଶୂୟ 11:8
ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ସହାୟ ହେଲେ, ସମାନଙ୍କେୁ ପରାସ୍ତ କରିବା ପାଇଁ। ଇଶ୍ରାୟେଲୀୟମାନେ ସମାନଙ୍କେୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍ ମଯିମ୍ ପର୍ୟ୍ଯନ୍ତ ଆଉ ପୂର୍ବ ଦିଗ ରେ ମିସ୍ପିର ସମସ୍ଥଳି ପର୍ୟ୍ଯନ୍ତ ସମାନଙ୍କେୁ ଘଉଡାଇ ନେଲେ। ପକ୍ସ୍ଟଣି ସମାନଙ୍କେର କହେି ଅବଶିଷ୍ଟ ରହିଲେ ନାହିଁ। ସମାନେେ ସମସ୍ତଙ୍କକ୍ସ୍ଟ ସଂହାର କଲେ।

ଯିହୋଶୂୟ 19:28
ଏହାର ସୀମା ଇବ୍ରୋଣ,ରହୋବ୍ ହମ୍ମୋନ୍, କାନ୍ନା ଓ ସଦୂର ସହାସୀଦୋନ୍ ପର୍ୟ୍ଯନ୍ତ ଲାଗିଥିଲା।

ବିଚାରକର୍ତାମାନଙ୍କ ବିବରଣ 1:31
ଆଶରେ ପରିବାରବର୍ଗମାନଙ୍କ ସହିତ ଠିକ୍, ତାହା ହିଁ ଘିଟିଲା। ଆଶରେ ପରିବାରବର୍ଗର ଲୋକମାନେ ଯେଉଁମାନେ ସମାନଙ୍କେ ସହିତ ଅକ୍କୋନିବାସୀ, ସୀଦୋନ୍ ଅହଲବ୍ ଅକଷୀବ ହିଲବା, ଅଫିକ୍ ଓ ରହୋବରକ୍ସ୍ଟ ବସବାସ କରୁଥିଲେ, ସହେି ଲୋକମାନଙ୍କୁ ବିତାଡିତ କଲନୋହିଁ।

ବିଚାରକର୍ତାମାନଙ୍କ ବିବରଣ 10:6
ପକ୍ସ୍ଟନଃର୍ବାର ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ମନ୍ଦ ସହେିପରି କାର୍ୟ୍ଯମାନ କଲେ। ସମାନେେ ବାଲ୍ ଦବେତାଗଣ, ଅଷ୍ଟାରୋତ୍ ଦବେୀଗଣ, ଅରାମୀଯମାନଙ୍କର ଦବଗେଣ, ସୀଦୋନୀଯମାନଙ୍କର ଦବଗେଣ, ମାୟୋବୀଯମାନଙ୍କର ଦବଗେଣ, ଅେମ୍ମାନୀୟମାନଙ୍କର ଲୋକମାନଙ୍କର ଦବଗେଣ ଓ ପଲେଷ୍ଟୀୟମାନଙ୍କର ଦବଗେଣଙ୍କର ପୂଜା କଲେ। ସମାନେେ ମଧ୍ଯ ସଦାପ୍ରଭୁଙ୍କୁ ପାସୋରି ପକାଇଲେ ଓ ତାଙ୍କର ସବୋ କଲେ ନାହିଁ।

ବିଚାରକର୍ତାମାନଙ୍କ ବିବରଣ 18:28
ପକ୍ସ୍ଟଣି ତାଙ୍କର କହେି ଉଦ୍ଧାର କର୍ତ୍ତା ନ ଥିଲେ। କାରଣ ତାହା ସୀଦୋନଠାରକ୍ସ୍ଟ ଦୂର ଥିଲା, ସମାନଙ୍କେର ଅନ୍ୟ ଲୋକମାନଙ୍କ ସହିତ ଚୂକ୍ତି ନଥିଲା। ଲଯିଶ ବୈଥ୍ରହୋବର ଓ ନିକଟସ୍ଥ ତଳ ଭୂମିରେ ଥିଲା। ଏହାପରେ ସମାନେେ ନୂତନ ନଗର ନିର୍ମାଣ କରି ସଠାେରେ ବାସ କଲେ।

ଦିତୀୟ ଶାମୁୟେଲ 24:6
ତା'ପରେ ସମାନେେ ପୂର୍ବ ରେ ଥିବା ଗିଲିଯଦ୍କକ୍ସ୍ଟ ଓ ତହତୀମ୍ ହଦ୍ଶି ଦେଶକକ୍ସ୍ଟ ଗଲେ। ତା'ପରେ ସମାନେେ ବକ୍ସ୍ଟଲି ସୀଦୋନକକ୍ସ୍ଟ ଆସିଲେ।

ପ୍ରଥମ ରାଜାବଳୀ 17:9
ସୀଦୋନର ସାରିଫତ୍କୁ ୟାଇ ସଠାେରେ ବାସ କର। ସଠାେରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦଇେଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।

Occurences : 22

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்