Base Word
צָפָה
Short Definitionproperly, to lean forward, i.e., to peer into the distance; by implication, to observe, await
Long Definitionto look out or about, spy, keep watch, observe, watch
Derivationa primitive root
International Phonetic Alphabett͡sˤɔːˈpɔː
IPA modt͡sɑːˈfɑː
Syllableṣāpâ
Dictiontsaw-PAW
Diction Modtsa-FA
Usagebehold, espy, look up (well), wait for, (keep the) watch(-man)
Part of speechv

ଆଦି ପୁସ୍ତକ 31:49
ଏହାପରେ ଲାବନ କହିଲେ, ସଦାପ୍ରଭୁ ଆମ୍ଭର ପର୍ୟ୍ଯବେକ୍ଷଣ କରନ୍ତୁ ଏବଂ ଆମ୍ଭର ମଧ୍ଯସ୍ଥ ହୁଅନ୍ତୁ। ଯେତବେେଳେ ଆମ୍ଭମାନେେ ପରସ୍ପରଠାରୁ ଦୂର ରେ ରହିବୁ। ତା'ପରେ ସେ ଏହାକୁ ମଧ୍ଯ ଡାକିଲେ: ମିସ୍ପା।

ପ୍ରଥମ ଶାମୁୟେଲ 4:13
ସହେି ସମୟରେ ଏଲି ଫାଟକ ପାଖ ରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିମନ୍ତେ ତାଙ୍କର ହୃଦଯ ଉତ୍କସ୍ଖିତ ଥିଲା। ଇତ୍ଯବସର ରେ ସହେିଲୋକ ସମ୍ବାଦ ଦଲୋ ଏବଂ ନଗରୟାକ ଉଚ୍ଚସ୍ବର ରେ କାନ୍ଦି ଉଠିଲେ।

ପ୍ରଥମ ଶାମୁୟେଲ 14:16
ସେତବେେଳେ ବିନ୍ଯାମୀନ ପ୍ରଦେଶର ଗିବିଯା ରେ ଶାଉଲଙ୍କ ସୈନ୍ଯମାନେ ଦେଖିଲେ ପଲେଷ୍ଟୀୟ ସୈନ୍ଯମାନେ ଏଣତେଣେେ ଦୌଡ଼ନ୍ତିକ୍ସ୍ଟଛନ୍ତି।

ଦିତୀୟ ଶାମୁୟେଲ 13:34
ଏଥି ମଧିଅରେ ଅବଶା ଲୋମ ପଳାଯନ କରିଥିଲା।

ଦିତୀୟ ଶାମୁୟେଲ 18:24
ଦାଉଦ ନଗରର ଦକ୍ସ୍ଟଇ ଫାଟକର ମଧିଅରେ ବସିଥିଲେ। ତା'ପରେ ଜଣେ ପ୍ରହରୀ ଦ୍ବାର ଛାତର କାନ୍ଥ ଉପରକକ୍ସ୍ଟ ୟାଇ ଦେଖିଲା ଜଣେ ଲୋକ ଦୌଡି ଦୌଡି ଆସକ୍ସ୍ଟଅଛି।

ଦିତୀୟ ଶାମୁୟେଲ 18:25
ପ୍ରହରୀଟି ରାଜା ଦାଉଦଙ୍କକ୍ସ୍ଟ କହିଲେ, ରାଜା ଦାଉଦ କହିଲେ, ଯଦି ସେ ଲୋକଜଣକ ଏକା ଆସକ୍ସ୍ଟଅଛି ତବେେ ସେ ଖବର ନଇେ ଆସିଛ।

ଦିତୀୟ ଶାମୁୟେଲ 18:26
ପ୍ରହରୀ ଆଉ ଜଣେ ଦୌଡି ଆସିବାର ଦେଖିଲା। ପ୍ରହରୀ ଜଣକ ଦ୍ବାରପାଳକକ୍ସ୍ଟ ଡାକି କହିଲା, ଦେଖ! ଆଉ ଜଣେ ଲୋକ ଦୌଡି ଆସକ୍ସ୍ଟଅଛି।

ଦିତୀୟ ଶାମୁୟେଲ 18:26
ପ୍ରହରୀ ଆଉ ଜଣେ ଦୌଡି ଆସିବାର ଦେଖିଲା। ପ୍ରହରୀ ଜଣକ ଦ୍ବାରପାଳକକ୍ସ୍ଟ ଡାକି କହିଲା, ଦେଖ! ଆଉ ଜଣେ ଲୋକ ଦୌଡି ଆସକ୍ସ୍ଟଅଛି।

ଦିତୀୟ ଶାମୁୟେଲ 18:27
ପ୍ରହରୀ ଜଣକ କହିଲା, ମୁ ଭାବକ୍ସ୍ଟଛି ପ୍ରଥମ ଲୋକଟି ସାଦୋକର ପକ୍ସ୍ଟତ୍ର ଅହୀମାସ୍।

ଦିତୀୟ ରାଜାବଳୀ 9:17
ଜଣେ ବିଶ୍ବାସ ଯୋଗ୍ଯ ପ୍ରହରୀ ୟିଷ୍ରିଯଲରେ ଦୁର୍ଗ ଉପରେ ଛିଡା ହାଇେ ଦେଖିଲା, ଯହେୂର ବଡ ଦଳ ଆସୁଅଛନ୍ତି। ସେ ଯୋରାମ ନିକଟକୁ ୟାଇ କହିଲେ, ମୁଁ ଏକ ବଡ ଦଳ ଲୋକ ଆସିବାର ଦେଖୁଛି।

Occurences : 35

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்