Base Word
קָדַד
Short Definitionto shrivel up, i.e., contract or bend the body (or neck) in deference
Long Definition(Qal) to bow down
Derivationa primitive root
International Phonetic Alphabetk’ɔːˈd̪ɑd̪
IPA modkɑːˈdɑd
Syllableqādad
Dictionkaw-DAHD
Diction Modka-DAHD
Usagebow (down) (the) head, stoop
Part of speechv

ଆଦି ପୁସ୍ତକ 24:26
ସହେି ଦାସଜଣଙ୍କ ସଦାପ୍ରଭୁଙ୍କୁ ପ୍ରଣାମ କରି ତାଙ୍କର ଉପାସନା କଲେ।

ଆଦି ପୁସ୍ତକ 24:48
ମୁଁ ମୁଣ୍ଡ ନୁଆଁଇ ସଦାପ୍ରଭୁଙ୍କର ଧନ୍ଯବାଦ କଲି। ସେ ମାରେ କର୍ତ୍ତାଙ୍କର ପୁତ୍ର ନିମନ୍ତେ ତାଙ୍କ ଭାତୃ ପୁତ୍ରଙ୍କ କନ୍ଯା ଗ୍ରହଣ କରିବାକୁ ମାେତେ ପ୍ରକୃତ ପଥରେ କଢ଼ାଇ ଆଣିଲେ। ମାରେ କର୍ତ୍ତା ଆବ୍ରହାମର ସହେି ସଦାପ୍ରଭୁ ପରମେଶ୍ବଙ୍କର ଧନ୍ଯବାଦ କଲି।

ଆଦି ପୁସ୍ତକ 43:28
ଭାଇମାନେ ଉତ୍ତର ଦେଲେ, ହଁ, ମହାଶୟ ଆମ୍ଭର ପିତା ଏବେ ଜୀବିତ। ଏବଂ ସମାନେେ ପୁନ୍ନର୍ବାର ଯୋଷଫଙ୍କେୁ ପ୍ରଣାମ କଲେ।

ଯାତ୍ରା ପୁସ୍ତକ 4:31
ଲୋକମାନେ ମଧ୍ଯ ବିଶ୍ବାସ କଲେ ଯେ ପରମେଶ୍ବର ମାଶାଙ୍କେୁ ପଠାଇଛନ୍ତି। ଯେତବେେଳେ ଇଶ୍ରାୟେଲୀୟମାନେ ଶୁଣିଲେ ଯେ, ପରମେଶ୍ବର ସମାନଙ୍କେର ଅସୁବିଧା ଦେଖିଛନ୍ତି ଏବଂ ସମାନଙ୍କେ ପାଇଁ ଦୁଃଖ କଲେ। ସମାନେେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।

ଯାତ୍ରା ପୁସ୍ତକ 12:27
ତୁମ୍ଭମାନେେ କହିବ, 'ଏହା ହେଉଛି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାର ପର୍ବୀଯ ବଳିଦାନ। କାରଣ? ଯେ ତବେଳେ ଆମ୍ଭେ ମିଶର ରେ ଥିଲୁ, ସଦାପ୍ରଭୁ ସେତବେେଳେ ଆମ୍ଭମାନଙ୍କୁ ଛାଡ କବଳେ ମିଶରବସୀମାନଙ୍କୁ ଆଘାତ କରିଥିଲେ। ସଦାପ୍ରଭୁ ମିଶରବାସୀମାନଙ୍କୁ ହତ୍ଯା କଲା ବେଳେ ଆମ୍ଭମାନଙ୍କୁ ସୁରକ୍ଷା ହଇେଥିଲେ। ଯେଉଁଥିପାଇଁ ବର୍ତ୍ତମାନ ଲୋକମାନେ ନତମସ୍ତକ ହାଇେ ପ୍ରଣାମ କଲେ।'

ଯାତ୍ରା ପୁସ୍ତକ 34:8
ଏହାପରେ ମାଶାେ ତତ୍କ୍ଷଣାତ୍ ଭୂମିଷ୍ଠ ହାଇେ ସଦାପ୍ରଭୁଙ୍କର ଉପାସନା କରି କହିଲେ,

ଗଣନା ପୁସ୍ତକ 22:31
ଏଥି ରେ ସଦାପ୍ରଭୁ ବିଲିଯମର ଚକ୍ଷୁ ଖାଲିେ ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧିଅରେ ଖଡ୍ଗ ଧାରଣ କରି ଛିଡା ହାଇେଥିବା ଦେଖିଲା। ତହିଁରେ ସେ ହତାଶ ହାଇେ ଭୂମିରେ ପଡି ଗଲା।

ପ୍ରଥମ ଶାମୁୟେଲ 24:8
ଦାଉଦ ଗକ୍ସ୍ଟମ୍ଫାରକ୍ସ୍ଟ ବାହାରିଲେ, ଶାଉଲଙ୍କକ୍ସ୍ଟ ପାଟିକରି କହିଲେ, ହେ ସଦାପ୍ରଭୁ ମାରେ ପ୍ରଭକ୍ସ୍ଟ,!

ପ୍ରଥମ ଶାମୁୟେଲ 28:14
ଶାଉଲ ତାଙ୍କୁ ପଚାରିଲେ, ସେ କିପରି ଦେଖିବାକକ୍ସ୍ଟ.! ସେ ସ୍ତ୍ରୀ ଲୋକ ଜଣକ ଉତ୍ତର ଦଲୋ, ସେ ଜଣେ ବୃଦ୍ଧଙ୍କ ପରି ଦଖାେ ଯାଉଛି ଓ ସେ ରାଜକୀଯ ପୋଷାକ ପିନ୍ଧିଛନ୍ତି।

ପ୍ରଥମ ରାଜାବଳୀ 1:16
ବତ୍ଶବୋ ମୁଣ୍ତ ନୁଆଁଇ ରାଜାଙ୍କୁ ପ୍ରମାଣ କଲେ। ତା'ପରେ ରାଜା ପଚାରିଲେ, ତୁମ୍ଭେ କ'ଣ ଇଚ୍ଛା କରୁଛ?

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்