Base Word
קָדֵשׁ
Short Definitiona (quasi) sacred person, i.e., (technically) a (male) devotee (by prostitution) to licentious idolatry
Long Definitionmale temple prostitute
Derivationfrom H6942
International Phonetic Alphabetk’ɔːˈd̪eʃ
IPA modkɑːˈdeʃ
Syllableqādēš
Dictionkaw-DAYSH
Diction Modka-DAYSH
Usagesodomite, unclean
Part of speechn-m

ଦିତୀୟ ବିବରଣ 23:17
ଇଶ୍ରାୟେଲର ସ୍ତ୍ରୀଲୋକ ବା ପୁରୁଷ କହେି ମନ୍ଦିରର ବେଶ୍ଯାରୂପେ ସବୋ କରିବା ଉଚିତ୍ ନିହଁ।

ପ୍ରଥମ ରାଜାବଳୀ 14:24
ଆଉ ମଧ୍ଯ ସେ ଭୂମିରେ ପୁରୁଷ ବେଶ୍ଯା ଥିଲେ। ଯିହୁଦାର ଲୋକମାନେ କୁକର୍ମ କଲେ, ଠିକ୍ ସହେି କୁକର୍ମ ସଠାେରେ ବାସ କରୁଥିବା ଲୋକମାନେ ମଧ୍ଯ କରୁଥିଲେ। ତେଣୁ ପରମେଶ୍ବର ସହେି ଜାତିଠାରୁ ଭୂମି ଛଡାଇ ଏବଂ ଏହା ଇଶ୍ରାୟେଲୀୟମାନଙ୍କୁ ଦଇେଥିଲେ।

ପ୍ରଥମ ରାଜାବଳୀ 15:12
ଆସା ପୁରୁଷ ବେଶ୍ଯାମାନଙ୍କୁ ସେ ଦେଶରୁ ତଡି ଦେଲେ ଓ ନିଜର ପୂର୍ବ ପୁରୁଷମାନଙ୍କ ଦ୍ବାରା ନିର୍ମିତ ମୂର୍ତ୍ତୀସବୁ ଦୂର କରି ଦେଲେ।

ପ୍ରଥମ ରାଜାବଳୀ 22:46
ୟିହୋଶାଫଟ୍ ତାଙ୍କ ପିତା ଆସାଙ୍କ ସମୟରେ ଯେଉଁ ପୁରୁଷ ବେଶ୍ଯାମାନେ ଥିଲେ ସମାନଙ୍କେୁ ସେ ଦେଶରୁ ତଡି ଦେଲେ।

ଦିତୀୟ ରାଜାବଳୀ 23:7
ତା'ପରେ ଯୋଶିୟଯ ରାଜା ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ସଦୋମୀମାନଙ୍କ ଗୃହ ସବୁ ଭାଙ୍ଗି ପକାଇଲେ। ସ୍ତ୍ରୀଲୋକମାନେ ଏହି ଗୃହଗୁଡିକ ବ୍ଯବହାର କଲେ ଓ ଆଶରରେ ସମ୍ମାନ ପାଇଁ େଛାଟ ଛାଉଣୀର ପରଦା ନିର୍ମାଣ କଲେ ଏବଂ ସଗେୁଡିକୁ ମଧ୍ଯ ଭାଙ୍ଗି ଦିଆଗଲା।

ଆୟୁବ ପୁସ୍ତକ 36:14
ସହେି ଲୋକମାନେ ମରିବେ, ଯେତବେେଳେ ସମାନେେ ଅଦ୍ଯପି ୟୁବା, ମନ୍ଦିରର ପୁରୁଷ ବେଶ୍ଯାପରି।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்