Base Word
רִיב
Short Definitionproperly, to toss, i.e., grapple; mostly figuratively, to wrangle, i.e., hold a controversy; (by implication) to defend
Long Definitionto strive, contend
Derivationor רוּב; a primitive root
International Phonetic Alphabetrɪi̯b
IPA modʁiːv
Syllablerîb
Dictionreeb
Diction Modreev
Usageadversary, chide, complain, contend, debate, × ever, × lay wait, plead, rebuke, strive, × thoroughly
Part of speechv

ଆଦି ପୁସ୍ତକ 26:20
ତହିଁରେ ଗରାର ଦେଶୀଯ ପଶୁପାଳକମାନେ ଇସ୍ହାକଙ୍କ ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, ଏହି ଜଳ ଆମ୍ଭମାନଙ୍କର ଏଣୁ ସମାନେେ ସହେି କୂପର ନାମ ଏଷକ ରଖିଲେ। ଯେ ହତେୁ ତାଙ୍କ ସହିତ ସମାନେେ ବିବାଦ କଲେ।

ଆଦି ପୁସ୍ତକ 26:21
ଏହାପରେ ଇସ୍ହାକର ଦାସମାନେ ଆଉ ଏକ କୂପ ଖୋଳନ୍ତେ ସଠାେକାର ଲୋକମାନେ ତା' ପାଇଁ ମଧ୍ଯ ବିବାଦ କଲେ। ତହିଁରେ ଇସ୍ହାକ ତହିଁର ନାମ ସିଟନା ରଖିଲେ।

ଆଦି ପୁସ୍ତକ 26:22
ପୁଣି ସେ ସଠାରୁେ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖାେଳିଲେ। ତହିଁ ନିମିତ୍ତ ସମାନେେ ବିବାଦ ନକରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ୟଥେଷ୍ଟ ସ୍ଥାନ ଦଇେଛନ୍ତି। ଆମ୍ଭେ ଏହି ଦେଶ ରେ ବୃଦ୍ଧି ପାଇବା।

ଆଦି ପୁସ୍ତକ 31:36
ଏହାପରେ ଯାକୁବ ବହୁତ କୋର୍ଧ କଲେ। ଯାକୁବ କହିଲେ, ମାରେ କି ଦୋଷ ଅଛି? ମୁଁ କିପରି ତୁମ୍ଭକୁ ଅପମାନିତ କଲି? କାହିଁକି ତୁମ୍ଭେ ମାେତେ ଗୋଡ଼ାଇଲ ଏବଂ ମାେତେ ଅଟକାଇଲ?

ଯାତ୍ରା ପୁସ୍ତକ 17:2
ତେଣୁ ଲୋକମାନେ ମାଶାଙ୍କେ ନିକଟକୁ ଗଲେ ଓ ଅଭିଯୋଗ କଲେ। ଆମ୍ଭକୁ ପିଇବାକୁ ପାଣି ଦିଅ।

ଯାତ୍ରା ପୁସ୍ତକ 17:2
ତେଣୁ ଲୋକମାନେ ମାଶାଙ୍କେ ନିକଟକୁ ଗଲେ ଓ ଅଭିଯୋଗ କଲେ। ଆମ୍ଭକୁ ପିଇବାକୁ ପାଣି ଦିଅ।

ଯାତ୍ରା ପୁସ୍ତକ 21:18
ଯଦି ଦୁଇ ଲୋକ ମଧିଅରେ ବିବାଦ ଉପୁଜିବାରୁ କହେି ଅନ୍ୟକୁ ପଥର ରେ ଆଘାତ କରେ ବା ହସ୍ତ ରେ ଆଘାତ କରେ ଏବଂ ସେ ଆଘାତପ୍ରାପ୍ତ ଲୋକ ନ ମ ରେ ତବେେ ମାରିଥିବା ଲୋକକୁ ମୃତ୍ଯୁଦଣ୍ଡ ଦିଆୟିବ ନାହିଁ।

ଗଣନା ପୁସ୍ତକ 20:3
ସହେି ଲୋକମାନେ ମାଶାଙ୍କେ ସହିତ ବିବାଦ କରି କହିଲେ, ହାୟ! ଆମ୍ଭମାନେେ ଆମ୍ଭ ଭାଇମାନଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖ ରେ ପେଛ ମରିଥାନ୍ତୁ।

ଗଣନା ପୁସ୍ତକ 20:13
ଏହି ସ୍ଥାନକୁ ମରୀବାଃ-ଜଳ ବୋଲି କୁହାଗଲା, କାରଣ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କ ସହ ବିବାଦ କଲେ ଏବଂ ସମାନଙ୍କେ ମଧିଅରେ ପବିତ୍ରରୂପେ ମାନ୍ଯ ହେଲେ।

ଦିତୀୟ ବିବରଣ 33:8
ମାଶାେ ଲବେୀଙ୍କ ବିଷଯ ରେ ଏହି କଥା କହିଲେ, ଲବେୀ ତୁମ୍ଭର ଅନକ୍ସ୍ଟସରଣକାରୀ ଲୋକ। ସଦାପ୍ରଭୁ, ତୁମ୍ଭର ତକ୍ସ୍ଟମ୍ମୀମ୍ ଓ ଊରୀମ୍ ତକ୍ସ୍ଟମ୍ଭ ଆର୍ମୀକ ପୁରୁଷ ସହିତ ଅଛନ୍ତି। ତୁମ୍ଭେ ମଃସା ରେ ତାହାର ପରୀକ୍ଷା କଲ। ମରୀବାଃ ଜଳ ନିକଟରେ ତୁମ୍ଭେ ତାଙ୍କୁ ବି ରୋଧ କଲ ଏବଂ ତୁମ୍ଭେ ସଠାେରେ ଜାଣିଲ, ଯେ ସେ ତୁମ୍ଭର ଲୋକ।

Occurences : 67

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்