Base Word
רְשַׁם
Short Definitionto record
Long Definitionto inscribe, sign
Derivationcorresponding to H7559
International Phonetic Alphabetrɛ̆ˈʃɑm
IPA modʁɛ̆ˈʃɑm
Syllablerĕšam
Dictionreh-SHAHM
Diction Modreh-SHAHM
Usagesign, write
Part of speechv

ଦାନିଏଲ 5:24
ତେଣୁ ସହେି କାରଣରୁ ପରମେଶ୍ବରଙ୍କର ହସ୍ତ ପ୍ ରରେିତ ଲିଖିତ ହେଲା ଓ ଏହି ଲଖାେ ଲିଖିତ ହେଲା।

ଦାନିଏଲ 5:25
କାନ୍ଥ ରେ ଲିଖିତ ହାଇେଥିବା ଶଦ୍ଦଗୁଡିକ ହେଲା ଏହି: ମିନେ, ମିନେ, ତକେଲ୍, ଉପାରସୀନ।

ଦାନିଏଲ 6:8
ଏବେ ହେ ମହାରାଜା, ମାଦୀଯ ଓ ପାରସିକମାନଙ୍କର ଅଟଳ ବ୍ଯବସ୍ଥାନୁସା ରେ ଏହି ନିଷଧେ ବିଧି ଯେପରି ପରିବର୍ତ୍ତିତ ନହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲଖାେ ରେ ସ୍ବାକ୍ଷର କରନ୍ତୁ।

ଦାନିଏଲ 6:9
ତେଣୁ ରାଜା ଦାରିଯାବସ ସହେି ଲଖାେ ଓ ନିଷଧେ ସ୍ବାକ୍ଷର କଲା।

ଦାନିଏଲ 6:10
ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଥିଲେ। ଯେତବେେଳେ ନୂତନ ବିଧି ବିଷଯ ରେ ଲଖାେ ସ୍ବାକ୍ଷାରିତ ହାଇେଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କଠାେରୀର ଝରକା ୟିରୁଶାଲମ ଆଡେ ମଲୋ ଥିଲା। ସେ ପୂର୍ବରୁ ଆଣ୍ଠୁମାଡି ଦିନ ମଧିଅରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ବରଙ୍କୁ ଧନ୍ଯବାଦ ପ୍ରଦାନ କଲେ।

ଦାନିଏଲ 6:12
ତେଣୁ ସମାନେେ ରାଜାଙ୍କ ପାଖକୁ ଗଲେ ଓ ରାଜକୀଯ ବିଧି ବିଷଯ ରେ ତାଙ୍କୁ ମନେ ପକାଇ ଦେଲେ। ସମାନେେ କହିଲେ, ହେ ମହାରାଜା, ଯେ କୌଣସି ଲୋକ ତିରିଶ ଦିନ ମଧିଅରେ ଆପଣଙ୍କ ବିନା କୌଣସି ଦବେତା କି ମନୁଷ୍ଯ ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତ ରେ ନିକ୍ଷିପ୍ତ ହବେ। ଏପରି ଏକ ନିଷଧେ ପତ୍ର ରେ ଆପଣ ସ୍ବାକ୍ଷର କରିନାହାନ୍ତି କି?

ଦାନିଏଲ 6:13
ତା'ପ ରେ ସମାନେେ ରାଜାଙ୍କୁ ଉତ୍ତର ଦେଲେ, ହେ ମହାରାଜ, ନିର୍ବାସିତ ୟିହୁଦି ସନ୍ତାନଗଣ ମଧିଅରେ ଜଣେ ବ୍ଯକ୍ତି ଦାନିୟେଲ, ସେ ଆପଣଙ୍କୁ କି ଆପଣଙ୍କ ସ୍ବାକ୍ଷରିତ ନିଷଧେ ପତ୍ରକୁ ମାନ୍ଯ କରେ ନାହିଁ। ସେ ଏବେ ମଧ୍ଯ ଦିନ ରେ ତିନିଥର ତା'ର ପରମେଶ୍ବରକୁ ପ୍ରାର୍ଥନା କରୁଛି।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்