Base Word
רָשָׁע
Short Definitionmorally wrong; concretely, an (actively) bad person
Long Definitionwicked, criminal
Derivationfrom H7561
International Phonetic Alphabetrɔːˈʃɔːʕ
IPA modʁɑːˈʃɑːʕ
Syllablerāšāʿ
Dictionraw-SHAW
Diction Modra-SHA
Usage+ condemned, guilty, ungodly, wicked (man), that did wrong
Part of speecha

ଆଦି ପୁସ୍ତକ 18:23
ଏହାପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, ହେ ସଦାପ୍ରଭୁ, ଆପଣ କ'ଣ ନୀରିହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବାପାଇଁ ଯୋଜନା କରିଅଛନ୍ତି?

ଆଦି ପୁସ୍ତକ 18:25
ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।

ଆଦି ପୁସ୍ତକ 18:25
ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।

ଯାତ୍ରା ପୁସ୍ତକ 2:13
ତା'ପର ଦିନ ମାଶାେ ଦୁଇଜଣ ଏବ୍ରୀଯ ଲୋକଙ୍କୁ ଦେଖିଲେ। ସମାନେେ ପରସ୍ପର ମଧିଅରେ କଳି କରୁଥିଲେ। ମାଶାେ ଦେଖିଲେ ସମାନଙ୍କେ ମଧ୍ଯରୁ ଜଣଙ୍କର ଦୋଷ ଥିଲା। ମାଶାେ ସହେି ଦୋଷୀ ଲୋକଟିକୁ କହିଲେ, ତୁମ୍ଭେ ଆପଣା ଭାଇକୁ କାହିଁକି ପ୍ରହାର କରୁଛ?

ଯାତ୍ରା ପୁସ୍ତକ 9:27
ଫାରୋ ମାଶାେ ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସମାନଙ୍କେୁ କହିଲେ, ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ଯ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମାରେ ଲୋକମାନେ ପାପ କରିଅଛୁ।

ଯାତ୍ରା ପୁସ୍ତକ 23:1
ଅନ୍ୟ ଲୋକମାନଙ୍କ ବିଷଯ ରେ ମିଥ୍ଯା କୁହ ନାହିଁ। କାହାରି ପାଇଁ ମିଥ୍ଯା ସାକ୍ଷୀ ଦଇେ, ତାକୁ ଅସୁବିଧା ରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡୟନ୍ତ୍ର କର ନାହିଁ।

ଯାତ୍ରା ପୁସ୍ତକ 23:7
କୌଣସି ଲୋକକୁ ଅଯଥା ବଦ୍ନାମ କର ନାହିଁ। ତା ନାମ ରେ ମିଥ୍ଯା ଦାବି କର ନାହିଁ। କୌଣସି ନିରୀହ ଲୋକକୁ ଅନ୍ଯାଯ ରେ ସେ ନ କରିଥିବା କର୍ମ ପାଇଁ ଦଣ୍ଡ ଦିଅ ନାହିଁ। ଯଦି କୌଣସି ଲୋକ ଏକ ନିରୀହ ଲୋକକୁ ହତ୍ଯା କରିଥାଏ ତବେେ ମୁଁ ତାକୁ କ୍ଷମା ଦବେି ନାହିଁ।

ଗଣନା ପୁସ୍ତକ 16:26
ତହୁଁ ମାଶାେ ମଣ୍ତଳୀକି କହିଲେ, ବିନଯ କରୁଅଛ ତୁମ୍ଭମାନେେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣୀରୁ ଉଠିୟାଅ ଏବଂ ସମାନଙ୍କେର କିଛି ମାତ୍ର ସ୍ପର୍ଶ କରନାହିଁ। ନଚେତ୍ ତୁମ୍ଭମାନେେ ସମାନଙ୍କେ ପାପ ଲାଗି ବିନଷ୍ଟ ହବେ।

ଗଣନା ପୁସ୍ତକ 35:31
ଆହୁରି ମୃତ୍ଯୁଦଣ୍ତ ରେ ଦଣ୍ତିତ ନରହତ୍ଯାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାପ୍ଯ ଗ୍ରହଣ କରାୟାଇ ନପା ରେ। ତାକୁ ନିଶ୍ଚିତ ଭାବରେ ହତ୍ଯା କରାୟିବ।

ଦିତୀୟ ବିବରଣ 25:1
ଯେତବେେଳେ ଦୁଇଜଣଙ୍କ ମଧିଅରେ ମାଡପିଟ୍ ଲାଗେ, ସମାନେେ ନ୍ଯାୟଳୟକୁ ୟିବା ଉଚିତ୍। କିଏ ଦୋଷୀ ଓ କିଏ ନିର୍ ଦୋଷୀ ବିଗ୍ଭରକର୍ତ୍ତା ବିଗ୍ଭର କରିବେ।

Occurences : 263

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்