Base Word
שַׁאֲנָן
Short Definitionsecure; in a bad sense, haughty
Long Definition(adj) at ease, quiet, secure
Derivationfrom H7599
International Phonetic Alphabetʃɑ.ʔə̆ˈn̪ɔːn̪
IPA modʃɑ.ʔə̆ˈnɑːn
Syllablešaʾănān
Dictionsha-uh-NAWN
Diction Modsha-uh-NAHN
Usagethat is at ease, quiet, tumult
Part of speecha

ଦିତୀୟ ରାଜାବଳୀ 19:28
ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କୋରଧ କରିଅଛ ଓ ତୁମ୍ଭର ଅହମିକା ପୂର୍ଣ୍ଣ ଧିକ୍କାର ଆମ୍ଭର କର୍ଣ୍ଣଗୋଚର ହାଇେଅଛି। ଏଣୁ ଆମ୍ଭେ ତୁମ୍ଭ ନାସିକା ରେ ଅଙ୍କୁଶ ଓ ତୁମ୍ଭ ଓଷ୍ଠଧାର ରେ ଲଗାମ ଦବୋ। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ ସହେି ବାଟରେ ତୁମ୍ଭଙ୍କୁ ଫରୋଇ ଦବୋ।

ଆୟୁବ ପୁସ୍ତକ 12:5
ମଶାଲ ତା' ପାଇଁ ଆବଶ୍ଯକ ନାହିଁ ୟିଏ ନିଜକୁ ସୁରକ୍ଷିତ ବୋଲି ଭାବେ। ଏହା ସହେିମାନଙ୍କ ପାଇଁ ଉପ ଯୋଗୀ, ଯେଉଁମାନଙ୍କର ପାଦ ଖସି ଯାଉଛି।

ଗୀତସଂହିତା 123:4
ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ !ଆମ୍ଭମାନେେ ଦୀର୍ଘ ସମୟ ଅପମାନିତ ହାଇେଅଛୁ। [5] ସହେି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ ଓ ଘୃଣ୍ଯ ବାକ୍ଯସବୁ ମିଳିଅଛି।

ଯିଶାଇୟ 32:9
ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭମାନେେ ମାେ କଥା ଶୁଣ। ହେ ବିଶ୍ବସ୍ତା ନାରୀଗଣ, ମାେ ବାକ୍ଯ ରେ କର୍ଣ୍ଣପାତ କର।

ଯିଶାଇୟ 32:11
ହେ ଶାନ୍ତିପ୍ରିଯ ନାରୀଗଣ, ତୁମ୍ଭମାନେେ କମ୍ପିତା ହବେ। ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ଉଦ୍ ବିଗ୍ନା ହବେ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶ ରେ ଚଟ ବାନ୍ଧ।

ଯିଶାଇୟ 32:18
ମାରେ ଲୋକମାନେ ଶାନ୍ତିମଯ ବସତି ସ୍ଥାନ ରେ, ନିରାପଦ ତମ୍ବୁ ରେ ଓ ସୁସ୍ଥିର ବିଶ୍ରାମ ସ୍ଥାନ ରେ ବାସ କରିବେ।

ଯିଶାଇୟ 33:20
ଆମ୍ଭମାନଙ୍କ ପବିତ୍ର ଧର୍ମସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର ; ଶାନ୍ତିମଯ ବସତିସ୍ଥାନ ୟିରୁଶାଲମ ପ୍ରତି ଲକ୍ଷ୍ଯ କର, ତାହା ଅଟଳ ତମ୍ବୁ ସ୍ବରୂପ ଓ ତାହାର କିଳାଗୁଡ଼ିକ ଏତେ ସୁଦୃଢ଼ ତାହା ଉପୁଡିବ ନାହିଁ କିମ୍ବା ଦଉଡ଼ି ଗୁଡ଼ିକ ଛିଣ୍ଡିବ ନାହିଁ।

ଯିଶାଇୟ 37:29
ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କୋର୍ଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହାଇେଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠ ରେ ଲଗାମ ହବେ। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସହେି ବାଟରେ ତୁମ୍ଭମାନେେ ଫରେିୟିବ।

ଆମୋଷ 6:1
ହେ ସିଯୋନର ଲୋକମାନେ, ଯେଉଁମାନେ ତୁମ୍ଭର ଦୁଃଖ ନାହିଁ ବୋଲି କହୁଛ ଏବଂ ଶମରିଯା ପର୍ବତ ଉପ ରେ ଥିବା ନିବାସୀ ଯେଉଁମାନେ ନିଜକୁ ନିରାପଦ ମନେ କରୁଛ, ତୁମ୍ଭମାନଙ୍କ ପାଇଁ ଏହା ଅତି ମନ୍ଦ ହବେ। ତୁମ୍ଭମାନେେ ମହାନ୍ ଦେଶର ପ୍ରଧାନ ଗଣ। ଇଶ୍ରାୟେଲର ଗୃହ ତୁମ୍ଭମାନଙ୍କର ଉପଦେଶ ପାଇଁ ତୁମ୍ଭମାନଙ୍କ ପାଖକୁ ଆସୁଛି।

ଯିଖରିୟ 1:15
ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ଯନ୍ତ କ୍ଷୁବ୍ଧ ଥିଲୁ। କାରଣ ସମାନେେ ବିପର୍ୟ୍ଯଯକୁ ସର୍ବଦା ଆମନ୍ତ୍ରଣ କରୁଥିଲେ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்