Base Word
שְׁבוּעָה
Short Definitionproperly, something sworn, i.e., an oath
Long Definitionoath, curse
Derivationfeminine passive participle of H7650
International Phonetic Alphabetʃɛ̆.buːˈʕɔː
IPA modʃɛ̆.vuˈʕɑː
Syllablešĕbûʿâ
Dictionsheh-boo-AW
Diction Modsheh-voo-AH
Usagecurse, oath, × sworn
Part of speechn-f

ଆଦି ପୁସ୍ତକ 24:8
କିନ୍ତୁ ଯଦି ସରେି ଝିଅ ତୁମ୍ଭ ସହିତ ଆସିବା ପାଇଁ ମନା କରେ, ତବେେ ତୁମ୍ଭେ ତୁମ୍ଭର ପ୍ରତିଜ୍ଞାରୁ ମୁକ୍ତ ହବେ। କିନ୍ତୁ ତୁମ୍ଭେ ମାରେ ପୁତ୍ରକୁ ସହେି ସ୍ଥାନକୁ ନିଅ ନାହିଁ।

ଆଦି ପୁସ୍ତକ 26:3
ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।

ଯାତ୍ରା ପୁସ୍ତକ 22:11
ତବେେ ସେ ପ୍ରତିବେଶୀର ଦ୍ରବ୍ଯ ରେ ହସ୍ତ ଦଇେଅଛି କି ନାହିଁ, ଏ ବିଷଯ ରେ ଉଭୟଙ୍କ ମଧିଅରେ ସଦାପ୍ରଭୁଙ୍କର ଶପଥ ହବେ। ପଶୁର ମାଲିକ ସହେି ଶପଥ ଗ୍ରହଣ କରିବ। ପୁଣି ସେ ପରିଶାଧେ କରିବ ନାହିଁ।

ଲେବୀୟ ପୁସ୍ତକ 5:4
କିମ୍ବା କହେି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଚାଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷଯ ରେ ଭୂଲିୟାଏ, ସେ ଦୋଷୀ ବୋଲି ବିବଚେିତ ହବେ, ଯେତବେେଳେ ସେ ମନେ ପକାଇବ କାରଣ ସେ ତା'ର ଶପଥ ରକ୍ଷା କରିପାରିଲା ନାହିଁ।

ଗଣନା ପୁସ୍ତକ 5:21
ତଦନନ୍ତର ଯାଜକ ସେ ସ୍ତ୍ରୀକୁ ଅଭିଶାପର ଶପଥ କରାଇବ।

ଗଣନା ପୁସ୍ତକ 5:21
ତଦନନ୍ତର ଯାଜକ ସେ ସ୍ତ୍ରୀକୁ ଅଭିଶାପର ଶପଥ କରାଇବ।

ଗଣନା ପୁସ୍ତକ 30:2
କୌଣସି ପୁରୁଷ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କରିବାପାଇଁ ଶପଥ କଲେ, ତବେେ ସେ ଆପଣା ବାକ୍ଯ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ଯ ଅନୁସାରେ ସମସ୍ତ ସାଧନ କରିବ।

ଗଣନା ପୁସ୍ତକ 30:10
କିନ୍ତୁ ଜଣେ ବିବାହିତ ସ୍ତ୍ରୀ ହୁଏତ ପ୍ରତିଜ୍ଞା କରିପା ରେ କିମ୍ବା କିଛି ଶପଥରେ ନିଜକୁ ବାନ୍ଧି ପା ରେ।

ଗଣନା ପୁସ୍ତକ 30:13
ତାହାର ସ୍ବାମୀ ତାହାର ପ୍ରେତ୍ୟକକ ମାନତ ଓ ପ୍ରାଣକୁ କ୍ଲେଶ ଦବୋର ପ୍ରତିଜ୍ଞାୟୁକ୍ତ ପ୍ରେତ୍ୟକକ ଶପଥ ସ୍ଥିର କରିପା ରେ, କିମ୍ବା ତାହା ସ୍ବାମୀ ଭଙ୍ଗ କରିପା ରେ।

ଦିତୀୟ ବିବରଣ 7:8
କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନହେ କରିବାରକ୍ସ୍ଟ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଛକ୍ସ୍ଟକ ହବୋରକ୍ସ୍ଟ ସଦାପ୍ରଭୁ ବଳବାନ୍ ହସ୍ତଦ୍ବାରା ତୁମ୍ଭମାନଙ୍କୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ଓ ମିଶରର ରାଜା ଫାରୋଙ୍କ ହସ୍ତରକ୍ସ୍ଟ ରକ୍ଷା କଲେ।

Occurences : 30

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்