Base Word
שִׁבְיָה
Short Definitionexile (abstractly or concretely and collectively)
Long Definitioncaptivity, captives
Derivationfeminine of H7628
International Phonetic Alphabetʃɪbˈjɔː
IPA modʃivˈjɑː
Syllablešibyâ
Dictionshib-YAW
Diction Modsheev-YA
Usagecaptives(-ity)
Part of speechn-f

ଦିତୀୟ ବିବରଣ 21:11
ସହେି ବନ୍ଦୀମାନଙ୍କ ମଧିଅରେ କୌଣସି ସକ୍ସ୍ଟନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ ରମାେସକ୍ତ ହେଲେ ଯବେେ ତାହାକକ୍ସ୍ଟ ବିବାହ କରିବାକୁ ଇଚ୍ଛା କରେ,

ଦିତୀୟ ବିବରଣ 32:42
ମାରେ ବାଣମାନ ତାଙ୍କ ରକ୍ତ ରେ ମାତାଲ ହବେ ଏବଂ ମାେ ଖଡ୍ଗ ମାରେ ଶତୃମାନଙ୍କର ମାଂସକକ୍ସ୍ଟ ଗ୍ରାସ କରିବ, ସମାନଙ୍କେର ରକ୍ତ ରଂଜିତ ଶରୀରରକ୍ସ୍ଟ କେଶପୂର୍ଣ ମକ୍ସ୍ଟଣ୍ତ ପର୍ୟ୍ଯନ୍ତ।'

ଦିତୀୟ ବଂଶାବଳୀ 28:5
ଆହସ୍ ପାପ କଲେ, ତେଣୁ ସଦାପ୍ରଭୁ ତାଙ୍କର ପରମେଶ୍ବର ଅରାମର ରାଜାଙ୍କ ଦ୍ବାରା ଆହସ୍ଙ୍କୁ ପରାସ୍ତ କଲେ। ଅରାମର ରାଜା ଓ ତାଙ୍କର ସୈନ୍ଯଦଳ ଆହସ୍ଙ୍କୁ ପରାସ୍ତ କଲେ ଓ ଯିହୁଦାର ଅନକେ ଲୋକଙ୍କୁ ବନ୍ଦୀ କରି ନେଲେ। ଅରାମର ରାଜା ସହେି ବନ୍ଦୀମାନଙ୍କୁ ଦମ୍ମେଶକ ନଗରକୁ ନଇଗେଲେ। ସଦାପ୍ରଭୁ ଇଶ୍ରାୟେଲର ରାଜା ପକହଙ୍କେ ଦ୍ବାରା ମଧ୍ଯ ଆହସ୍ଙ୍କୁ ପରାସ୍ତ କଲେ।

ଦିତୀୟ ବଂଶାବଳୀ 28:11
ବର୍ତ୍ତମାନ ମାରେ କଥା ଶୁଣ, ତୁମ୍ଭମାନେେ ତୁମ୍ଭମାନଙ୍କର ଯେଉଁ ଭ୍ରାତା ଓ ଭଗ୍ନୀମାନଙ୍କୁ ବନ୍ଦୀ କରି ଆଣିଅଛ, ସମାନଙ୍କେୁ ପଠାଇ ଦିଅ। ଏହିପରି କର, କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ବିରୁଦ୍ଧ ରେ ଭୟଙ୍କର କୋର୍ଧ କରିଛନ୍ତି।

ଦିତୀୟ ବଂଶାବଳୀ 28:13
ସହେି ନେତାମାନେ ଇଶ୍ରାୟେଲୀୟ ସୈନ୍ଯମାନଙ୍କୁ କହିଲେ, ଯିହୁଦାର ବନ୍ଦୀମାନଙ୍କୁ ଏଠାକୁ ଆଣ ନାହିଁ। ଯଦି ତୁମ୍ଭମାନେେ ତାହା କରିବ, ତଦ୍ଦ୍ବାରା ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆହୁରି ଜଘନ୍ଯ ପାପ କରାଇବ। ତାହା ଆମ୍ଭମାନଙ୍କର ପାପ ଓ ଦୋଷକୁ ଆହୁରି ଗୁରୁତ୍ବ କରିଦବେ ଓ ସଦାପ୍ରଭୁ ଇଶ୍ରାୟେଲ ବିରୁଦ୍ଧ ରେ ଭୟଙ୍କର କୋରଧ କରିବେ।

ଦିତୀୟ ବଂଶାବଳୀ 28:14
ତେଣୁ ସହେି ସୈନିକମାନେ ବନ୍ଦୀମାନଙ୍କୁ ଓ ବହୁମୂଲ୍ଯ ସାମଗ୍ରୀଗୁଡ଼ିକୁ ସହେି ନେତାମାନଙ୍କୁ ଓ ଇଶ୍ରାୟେଲର ଲୋକମାନଙ୍କୁ ଫରୋଇ ଦେଲେ।

ଦିତୀୟ ବଂଶାବଳୀ 28:15
ସହେି ନେତାମାନେ ବନ୍ଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିଜକୁ ପ୍ରସ୍ତୁତ କଲେ। ସହେି ଚାରିଜଣ ବ୍ଯକ୍ତି ଇଶ୍ରାୟେଲୀୟ ସୈନ୍ଯଦଳ ଲୁଟି ନଇେଥିବା ବସ୍ତୁସବୁ ପୁନରୁଦ୍ଧାର କଲେ ଓ ନଗ୍ନଥିବା ଲୋକମାନଙ୍କୁ ବସ୍ତ୍ର ନଇେ ଦେଲେ। ସହେି ନେତାମାନେ ସହେି ଲୋକମାନଙ୍କୁ ଜୋତା ମଧ୍ଯ ଦେଲେ। ସମାନେେ ଯିହୁଦାର ବନ୍ଦୀମାନଙ୍କୁ କିଛି ଖାଦ୍ୟ ଓ ପାନୀଯ ଦେଲେ। ସମାନେେ ସହେି ଲୋକମାନଙ୍କ ଶରୀର ରେ ତଲେ ମାଲିସ୍ କଲେ। ଏହାପରେ ଇଫ୍ରଯିମର ସହେି ନେତାମାନେ ଦୁର୍ବଳ ବନ୍ଦୀମାନଙ୍କୁ ଗଧ ଉପରେ ବସାଇଲେ ଓ ଯିରୀହାେ ରେ ଥିବା ସମାନଙ୍କେ ଗୃହ ଓ ପରିବାରକୁ ସମାନଙ୍କେୁ ନଇଗେଲେ। ଯିରୀହାକେୁ 'ଖଜ୍ଜୁର୍ରୀବୃକ୍ଷର ନଗର' ବୋଲି କୁହାଯାଉ ଥିଲା। ଏହାପରେ ସହେି ଚାରିଜଣ ନେତା ଶମରିଯାକୁ ଫରେିଗଲେ।

ନିହିମିୟା 4:4
ମୁଁ ପ୍ରାର୍ଥନା କଲି, ହେ ଆମ୍ଭର ପରମେଶ୍ବର, ଆମ୍ଭର ପ୍ରାର୍ଥନା ଗ୍ରହଣ କର, ସହେି ଲୋକମାନେ ଆମ୍ଭକୁ ଘୃଣା କରୁଛନ୍ତି। ସମାନଙ୍କେର ପରିହାସ ସମାନଙ୍କେ ପାଖକୁ ଫରୋଇ ଦିଅ। ସମାନଙ୍କେୁ ବିଦେଶ ରେ ବନ୍ଦୀକରି ସମାନଙ୍କେର ଧନ ଲୁଣ୍ଠିତ କରାଗଲା।

ଯିରିମିୟ 48:46
ହେ ମାୟୋବ, ତୁମ୍ଭକୁ ଧିକ୍, କମାେଶର ଲୋକମାନେ ବିନଷ୍ଟ ହେଲେ। କାରଣ ତୁମ୍ଭର ପୁତ୍ରକନ୍ଯାମାନେ ବନ୍ଦୀ ହାଇେ ବନ୍ଦୀତ୍ବ ସ୍ଥାନକୁ ନୀତ ହେଲେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்