Base Word
שָׂבַע
Short Definitionto sate, i.e., fill to satisfaction (literally or figuratively)
Long Definitionto be satisfied, be sated, be fulfilled, be surfeited
Derivationor שָׂבֵעַ; a primitive root
International Phonetic Alphabetɬɔːˈbɑʕ
IPA modsɑːˈvɑʕ
Syllableśābaʿ
Dictionsaw-BA
Diction Modsa-VA
Usagehave enough, fill (full, self, with), be (to the) full (of), have plenty of, be satiate, satisfy (with), suffice, be weary of
Part of speechv

ଯାତ୍ରା ପୁସ୍ତକ 16:8
ଏବଂ ମାଶାେ କହିଲେ, ତେଣୁ ଆଜି ରାତ୍ର ରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ ଦବେେ। ଏବଂ ପ୍ରଭାତ ରେ ସେ ତୁମ୍ଭମାନଙ୍କୁ ଆବଶ୍ଯକ ପରିମାଣ ରେ ରୋଟୀ ମଧ୍ଯ ଦବେେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତ ରେ ତୁମ୍ଭମାନେେ ଆମ୍ଭମାନଙ୍କ ବିରୁଦ୍ଧ ରେ ଆପତ୍ତି କରୁନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆପତ୍ତି କରୁଅଛ।

ଯାତ୍ରା ପୁସ୍ତକ 16:12
ଆମ୍ଭେ ଇଶ୍ରାୟେଲର ଅଭି ଯୋଗ ଶୁଣିଅଛୁ। ତେଣୁ ସମାନଙ୍କେୁ କୁହ, 'ଆଜି ରାତି ରେ ତୁମ୍ଭମାନେେ ମାଂସ ଭକ୍ଷଣ କରିବ। ଏବଂ ପ୍ରଭାତ ରେ ତୁମ୍ଭର ଆବଶ୍ଯକ ପରିମାଣର ରୋଟୀ ଖାଇବ। ଏଥି ରେ ତୁମ୍ଭମାନେେ ଜାଣିପାରିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।'

ଲେବୀୟ ପୁସ୍ତକ 26:26
ଯେତବେେଳେ ମୁଁ ତୁମ୍ଭମାନଙ୍କର ରୋଟୀ ପଠାଇବା ବନ୍ଦ କରେ, ଦଶ ଜଣ ସ୍ତ୍ରୀ ଗୋଟିଏ ଚୂହ୍ଲୀ ରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦବେେ, ଆଉ ତୁମ୍ଭମାନେେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହବେ ନାହିଁ।

ଦିତୀୟ ବିବରଣ 6:11
ଉତ୍ତମ ସାମଗ୍ରି ରେ ପରିପୂର୍ଣ ଗୃହସବୁ ଯାହା ତୁମ୍ଭେ ପୂର୍ଣ କରିନାହିଁ, କୂଅସବୁ ଯାହା ତୁମ୍ଭେ ଖାେଳିଲ ନାହିଁ, ଦ୍ରାକ୍ଷାକ୍ଷେତ୍ର ଓ ଜିତବୃକ୍ଷ ଯାହାକକ୍ସ୍ଟ ତୁମ୍ଭମାନେେ ରୋପଣ କଲ ନାହିଁ, ସଗେକ୍ସ୍ଟଡିକ ତୁମ୍ଭମାନେେ ଭୋଗକରି ତୃଲ୍ଗ ହବେ।

ଦିତୀୟ ବିବରଣ 8:10
ଆଉ ତୁମ୍ଭମାନେେ ସଠାେରେ ଖାଦ୍ୟ ରେ ତୃଲ୍ଗ ହବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦଇେ ଅଛନ୍ତି, ସେଥିପାଇଁ ତାଙ୍କର ଧନ୍ଯବାଦ କରିବ।

ଦିତୀୟ ବିବରଣ 8:12
ଏହାପରେ ତୁମ୍ଭମାନେେ ଉତ୍ତମ ଖାଦ୍ୟ ଖାଇବାକକ୍ସ୍ଟ ପାଇବ ଓ ସକ୍ସ୍ଟନ୍ଦର ଗୃହମାନ ନିର୍ମାଣ କରିବ ସେଥି ରେ ବାସ କରିବାକୁ।

ଦିତୀୟ ବିବରଣ 11:15
ମୁ ତକ୍ସ୍ଟମ୍ଭ ପଶକ୍ସ୍ଟଗଣ ନିମନ୍ତେ ତୁମ୍ଭମାନଙ୍କ କ୍ଷେତ୍ର ରେ ତୃଣ ଦବେି। ତୁମ୍ଭମାନଙ୍କର ଭୋଜନ କରିବାକୁ ୟଥେଷ୍ଟ ହବେ ଏବଂ ତୃଲ୍ଗ ହବେ।'

ଦିତୀୟ ବିବରଣ 14:29
ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।

ଦିତୀୟ ବିବରଣ 26:12
ତୃତୀୟ ବର୍ଷ ରେ ଅର୍ଥାତ୍ ଦଶମାଂଶ ବର୍ଷ ରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ଯ ଆଦିର ଦଶମାଂଶ ଦବୋର ସମାଲ୍ଗ କଲାପରେ ତୁମ୍ଭମାନେେ ଲବେୀୟକକ୍ସ୍ଟ, ବିଦେଶୀକି, ପିତୃହୀନକକ୍ସ୍ଟ ଓ ବିଧବାକକ୍ସ୍ଟ ତାହା ହବେ। ତହିଁରେ ସମାନେେ ତକ୍ସ୍ଟମ୍ଭ ନଗରଦ୍ବାର ମଧିଅରେ ଭୋଜନ କରି ତୃଲ୍ଗ ହବେେ।

ଦିତୀୟ ବିବରଣ 31:20
ଆମ୍ଭେ ସମାନଙ୍କେୁ ସହେି ଦେଶକକ୍ସ୍ଟ ନଇୟିବୋ, ଯେଉଁ ଦେଶ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛକ୍ସ୍ଟଁ। ସହେି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶକକ୍ସ୍ଟ ସମାନେେ ଗଲା ପରେ ଯେତବେେଳେ ସମାନେେ ଭୋଜନ କରି ତୃଲ୍ଗି ଓ ହୃଷ୍ଟପୃଷ୍ଟ ହବେେ। ସେତବେେଳେ ସମାନେେ ଅନ୍ୟ ଦବେତାମାନଙ୍କ ପ୍ରତି ଫରେି ସମାନଙ୍କେ ସବୋ କରିବେ ସମାନେେ ମାରେ ନିଯମକକ୍ସ୍ଟ ପ୍ରତ୍ଯାଖାନ କରିବେ ଓ ଲଙ୍ଘନ କରିବେ।

Occurences : 96

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்