Base Word
שָׁגַג
Short Definitionto stray, i.e., (figuratively) sin (with more or less apology)
Long Definitionto go astray, err, commit sin or error
Derivationa primitive root
International Phonetic Alphabetʃɔːˈɡɑɡ
IPA modʃɑːˈɡɑɡ
Syllablešāgag
Dictionshaw-ɡAHɡ
Diction Modsha-ɡAHɡ
Usage× also for that, deceived, err, go astray, sin ignorantly
Part of speechv

ଲେବୀୟ ପୁସ୍ତକ 5:18
ସହେି ବ୍ଯକ୍ତି ଅପରାଧର ମାତ୍ରା ଅନୁସାରେ ଏକ ନିଖୁଣ ମଷେ ଦୋଷାର୍ଥକ ନବୈେଦ୍ଯ ରୂପେ ଯାଜକ ନିକଟକୁ ଆଣିବ। ପୁଣି ଯେଉଁ ପାପ ସେ ଅଜ୍ଞାତ ରେ କରିଛି ସେଥିପାଇଁ ଯାଜକ ପ୍ରାଯଶ୍ଚିତ କରିବ। ତହିଁରେ ସେ କ୍ଷମାପ୍ରାପ୍ତ ହବେ।

ଗଣନା ପୁସ୍ତକ 15:28
ଯେଉଁ ଲୋକ ଅନିଚ୍ଛା ରେ ଅପରାଧ କରେ, ଯାଜକ ତାହା ପାଇଁ ପ୍ରାଯଶ୍ଚିତ କରିବ, ତହିଁରେ ତାକୁ କ୍ଷମା କରାୟିବ।

ଆୟୁବ ପୁସ୍ତକ 12:16
ପରମେଶ୍ବର ଅତ୍ଯନ୍ତ ବଳଶାଳୀ, ସବୁଠା ରେ ତାଙ୍କର ବିଜଯ ସୁନିଶ୍ଚିତ। ତେଣୁ ହାରିବା ଓ ଜିତିବା ସବୁ ପରମେଶ୍ବରଙ୍କ ଉପରେ ନିର୍ଭର କରେ।

ଗୀତସଂହିତା 119:67
ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି। ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்