Base Word
שׁוֹק
Short Definitionthe (lower) leg (as a runner)
Long Definitionleg, thigh
Derivationfrom H7783
International Phonetic Alphabetʃok’
IPA modʃo̞wk
Syllablešôq
Dictionshoke
Diction Modshoke
Usagehip, leg, shoulder, thigh
Part of speechn-f

ଯାତ୍ରା ପୁସ୍ତକ 29:22
ଆହୁରି ତୁମ୍ଭେ ସହେି ଉତ୍ସର୍ଗୀତ ମଷେର ମଦେ ଓ ମଦମେଯ ଲାଙ୍ଗୁଳ ଓ ଅନ୍ତ ଉପରିସ୍ଥ ମଦେ ଓ ୟକୃତର ଉପରିସ୍ଥ ଅନ୍ତାପ୍ଲାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମଦେ ଓ ଡାହାଣ ଚଟୁଆ ନିଅ। ଯେ ହତେୁ ତାହା ଏକ ଉତ୍ସର୍ଗୀକୃତ ଅଣ୍ଡିରା ମଷେ।

ଯାତ୍ରା ପୁସ୍ତକ 29:27
ଉତ୍ସର୍ଗୀକୃତ ମଷେର ଛାତି ଓ ଗୋଡ଼କୁ ନିଅ ଏବଂ ଏହାକୁ ପବିତ୍ର ରୂପେ ପୃଥକ୍ କର। ଏହି ଅଂଶସବୁ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଅ।

ଲେବୀୟ ପୁସ୍ତକ 7:32
ତୁମ୍ଭମାନେେ ନିଜ ନିଜ ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଯାଜକକୁ ଦବେ।

ଲେବୀୟ ପୁସ୍ତକ 7:33
ହାରୋଣଙ୍କ ପୁତ୍ରମାନଙ୍କ ମଧ୍ଯରୁ ୟିଏ କହେି ମଦେ ଓ ରକ୍ତ ମଙ୍ଗଳାର୍ଥକ ବଳି କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ।

ଲେବୀୟ ପୁସ୍ତକ 7:34
ମୁଁ (ସଦାପ୍ରଭୁ) ଇଶ୍ରାୟେଲ ସନ୍ତାନଗଣର ମଙ୍ଗଳାର୍ଥକ ନବୈେଦ୍ଯରୁ ବକ୍ଷ ଓ ଚଟୁଆ ନଇେ ଚିରକାଳ ଦଯେ ରୂପେ ସେସବୁ ଯାଜକ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦଇେଅଛି।

ଲେବୀୟ ପୁସ୍ତକ 8:25
ପୁଣି ସେ ମଦେ ଓ ମଦମେଯ ଲାଙ୍ଗୁଳ, ଅନ୍ତ ଉପରିସ୍ଥିତ ସକଳ ମଦେ, ୟକୃତର ଉପରିସ୍ଥିତ ଚଟୁଆ ନେଲେ।

ଲେବୀୟ ପୁସ୍ତକ 8:26
ଆଉ ସେ ତାଡିଶୁନ୍ଯ ରୋଟୀ, ଯାହା ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ରଖାଯାଉଥିଲା ତାହା ନେଲେ ଓ ତୈଳ ପକ୍ବ ରୋଟୀର ଗୋଟିଏ ପିଠା ଓ ଗୋଟିଏ ତାଡିଶୂନ୍ଯ ରୋଟୀ ଓ ଡାହାଣ ଚଟୁଆ ଓ ମଦେ ଉପରେ ଥୋଇଲେ।

ଲେବୀୟ ପୁସ୍ତକ 9:21
ମାଶାଙ୍କେ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖ ରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀଯ ନବୈେଦ୍ଯ ରୂପେ ଦୋଳନ କଲେ।

ଲେବୀୟ ପୁସ୍ତକ 10:14
ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ଯାଗଣ ଝୁଲାୟାଇଥିବା ବକ୍ଷ ଓ ଚଟୁଆ ନଇେ ଏକ ଶୁଚି ସ୍ଥାନ ରେ ଭୋଜନ କରିବ, ଯେ ହତେୁ ଇଶ୍ରାୟେଲ ସନ୍ତାନଗଣର ମଙ୍ଗଳାର୍ଥକ ନବୈେଦ୍ଯ ମଧ୍ଯରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ଯ ଅଂଶ।

ଲେବୀୟ ପୁସ୍ତକ 10:15
ଯାହା ସମାନେେ ଦୋଳନୀଯ ନବୈେଦ୍ଯ ସହିତ ଉତ୍ତୋଳନୀଯ ଚଟୁଆ ଓ ଟଙ୍ଗାୟାଇଥିବା ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖ ରେ ଟାଙ୍ଗିବାକୁ ଆଣିବେ, ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହବେ। ଯେପରି ସଦାପ୍ରଭୁ ଆଜ୍ଞା କରିଛନ୍ତି।

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்