Base Word
שַׁחַת
Short Definitiona pit (especially as a trap); figuratively, destruction
Long Definitionpit, destruction, grave
Derivationfrom H7743
International Phonetic Alphabetʃɑˈħɑt̪
IPA modʃɑˈχɑt
Syllablešaḥat
Dictionsha-HAHT
Diction Modsha-HAHT
Usagecorruption, destruction, ditch, grave, pit
Part of speechn-f

ଆୟୁବ ପୁସ୍ତକ 9:31
ତଥାପି ପରମେଶ୍ବର ମାେତେ ଖସଡ଼ା ଗାତ ମଧ୍ଯକୁ ଠଲେି ଦବେେ। ତା'ପରେ ମାରେ ନିଜର ବସ୍ତୁ ମାେତେ ଘୃଣା କରିବ।

ଆୟୁବ ପୁସ୍ତକ 17:14
ମୁଁ ସହେି କବର ସ୍ଥାନକୁ ' ମାରେ ପିତା ବୋଲି ସମ୍ ବୋଧନ କରିବି।' ସହେି ଜିଆପୋକ 'ମାେ ମା' ଓ 'ମାେ ଭଉଣୀ' ଭାବିବି।

ଆୟୁବ ପୁସ୍ତକ 33:18
ପରମେଶ୍ବର ଲୋକମାନଙ୍କୁ ଚତାବେନୀ ଦିଅନ୍ତି ଯାହା ଫଳ ରେ ସେ ତା'ର ପ୍ରାଣକୁ ମୃତ୍ଯୁ ଗର୍ତ୍ତରୁ ରକ୍ଷା କରନ୍ତି। ପରମେଶ୍ବର ଏହା କରନ୍ତି ଖଡ୍ଗ ମୁଖରୁ ଆମ୍ଭକୁ ରକ୍ଷା କରିବା ପାଇଁ।

ଆୟୁବ ପୁସ୍ତକ 33:22
ସହେି ଲୋକ ମୃତ୍ଯୁର ଦ୍ବାର ଦେଶ ରେ ପହଞ୍ଚି ୟାଏ। ତା'ର ଜୀବନ ମୃତ୍ଯୁର ନିକଟ ହାଇେ ଆ ସେ।

ଆୟୁବ ପୁସ୍ତକ 33:24
ହୁଏତ ସହେି ଦୂତ ସହେି ଲୋକକୁ କୃପା କରିବେ ଏବଂ ତା' ତରଫରୁ ପରମେଶ୍ବରଙ୍କୁ କହି ପାରନ୍ତି, ' ସହେି ଲୋକ କବରକୁ ୟିବା ପାଇଁ ରକ୍ଷା ପାଉ' ମୁଁ କ୍ଷତି ପୂରଣ ପାଇଅଛି।

ଆୟୁବ ପୁସ୍ତକ 33:28
ପରମେଶ୍ବର ମାରେ ଆତ୍ମାକୁ ରକ୍ଷା କରିଛନ୍ତି। ମୃତ୍ଯୁ ଗମନରୁ ମୁଁ ପୁଣି ଜୀବନକୁ ଭୋଗ କରିପାରିବି।'

ଆୟୁବ ପୁସ୍ତକ 33:30
କାହିଁକି ? ସହେି ଲୋକକୁ ଚତାବେନୀ ଦଇେ ତା'ର ଆତ୍ମାକୁ ମୁକ୍ତି ଦଇେ ତାକୁ ମରଣରୁ ରକ୍ଷା କରନ୍ତି। ଫଳ ରେ ସେ ଲୋକ ତା'ର ଜୀବନ ଆନନ୍ଦ ରେ ବିତାଇବ।

ଗୀତସଂହିତା 7:15
ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।

ଗୀତସଂହିତା 9:15
ଅନ୍ୟ ରାଜ୍ଯର ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ୟନ୍ତା ବସାନ୍ତି। କିନ୍ତୁ ସମାନେେ ନିଜେ ବସାଇ ଥିବା ୟନ୍ତାରେ ପଡ଼ନ୍ତି। ସହେି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥାଆନ୍ତି କିନ୍ତୁ ଶଷେରେ ସମାନେେ ନିଜେ ସହେି ଜାଲରେ ଧରାପଡ଼ନ୍ତି।

ଗୀତସଂହିତା 16:10
କାରଣ ତୁମ୍ଭେ ସଦାପ୍ରଭୁ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନରେ ପରିତ୍ଯାଗ କରିବି ନାହିଁ। ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷଯ ହବୋକୁ ଦବେ ନାହିଁ।

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்