Base Word
שָׂטָן
Short Definitionan opponent; especially (with the article prefixed) Satan, the arch-enemy of good
Long Definitionadversary, one who withstands
Derivationfrom H7853
International Phonetic Alphabetɬɔːˈt̪’ɔːn̪
IPA modsɑːˈtɑːn
Syllableśāṭān
Dictionsaw-TAWN
Diction Modsa-TAHN
Usageadversary, Satan, withstand
Part of speechn-m

ଗଣନା ପୁସ୍ତକ 22:22
ସେତବେେଳେ ବିଲିଯମ ଆପଣା ଦୁଇ ଦାସଙ୍କ ସହିତ ଗଧ ଉପରେ ଚଢି ଯାଉଥିଲେ। ପରମେଶ୍ବରଙ୍କ କୋର୍ଧ ପ୍ରଜ୍ବଳିତ ହେଲା। ଆଉ ସଦାପ୍ରଭୁଙ୍କ ଦୃତ ତାହାର ଶତ୍ରୁରୂପେ ପଥ ମଧିଅରେ ଠିଆ ହାଇେ ରହିଲେ।

ଗଣନା ପୁସ୍ତକ 22:32
ସେତବେେଳେ ସଦାପ୍ରଭୁଙ୍କ ଦୂତ ତାକୁ କହିଲେ, ତୁମ୍ଭେ ତିନିଥର ଏହି ଗଧକୁ କାହିଁକି ପ୍ରହାର କଲ? ଦେଖ, ମୁଁ ତୁମ୍ଭର ଶତୃରୂପେ ଆସିଅଛି, ଯେ ହତେୁ ତୁମ୍ଭର ୟାତ୍ରା ଭୂଲ୍ ଅଟେ।

ପ୍ରଥମ ଶାମୁୟେଲ 29:4
କିନ୍ତୁ ପଲେଷ୍ଟୀୟ ଶାସକଗଣ ଅଖୀଶ ଉପରେ ରାଗିଲେ। ସମାନେେ କହିଲେ, ଦାଉଦକକ୍ସ୍ଟ ଫରୋଇ ଦିଅ। ତୁମ୍ଭେ ତା ପାଇଁ ଯେଉଁ ସ୍ଥାନ ନିରକ୍ସ୍ଟପଣ କରିଅଛ, ସେ ନିଜର ସହେି ସ୍ଥାନକକ୍ସ୍ଟ ଫରେି ଯାଉ। ସେ ଆମ୍ଭ ସହିତ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇପାରିବ ନାହିଁ। ସେ ଯଦି ଆମ୍ଭ ସହିତ ରହେ, ତବେେ ସେ ଆମ୍ଭ ନିଜ ଛାଉଣୀ ମଧିଅରେ ଜଣେ ଶତୃ ହାଇେ ରହିବ। ସେ ତା'ର ରାଜା ଶାଉଲଙ୍କକ୍ସ୍ଟ ସନ୍ତକ୍ସ୍ଟଷ୍ଟ କରିବା ପାଇଁ ଆମ୍ଭ ନିଜର ଲୋକଙ୍କକ୍ସ୍ଟ ମାରିବ।

ଦିତୀୟ ଶାମୁୟେଲ 19:22
ଦାଉଦ କହିଲଲ, ସହ ସରକ୍ସ୍ଟଯାର ପକ୍ସ୍ଟତ୍ର, ତୁମ୍ଭମାନଙ୍କ ସହିତ ମୁ କ'ଣ କରିବି? ଆଜି ତୁମ୍ଲଭମାଲନସମାର ବିରକ୍ସ୍ଟଦ୍ଧସର ଅଛ। ଇଶ୍ରାଲୟଲସରସକୗଣସିସଲାକକୁ ମୃତକ୍ସ୍ଟ୍ଯ ଦଣ୍ତ ଦିଆୟିବ ନାହିଁ। ଆଜି ମୁ ଜାଲଣସଯ ମୁ ଇଶ୍ରାଲୟଲ ଉପଲର ରାଜା ଅଲଟ।

ପ୍ରଥମ ରାଜାବଳୀ 5:4
ମାତ୍ର ଏବେ ସଦାପ୍ରଭୁ ମାରେ ପରମେଶ୍ବର ଚତୁର୍ଦ୍ଦିଗ ରେ ଶାନ୍ତି ଦଇେ ଅଛନ୍ତି। ବର୍ତ୍ତମାନ ମାରେଶତୃ କହେି ନାହାଁନ୍ତି କି ବିପଦର ଆଶଙ୍କା ନାହିଁ।

ପ୍ରଥମ ରାଜାବଳୀ 11:14
ଅନନ୍ତର ସଦାପ୍ରଭୁ ଇଦୋମୀଯ ହଦଦକୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ। ସେ ଇଦୋମୀଯ ରାଜବଂଶଜ ଥିଲେ।

ପ୍ରଥମ ରାଜାବଳୀ 11:23
ପୁଣି ପରମେଶ୍ବର ଇଲିଯାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ। ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦଷେର ନିକଟରୁ ପଳାଇ ୟାଇଥିଲା।

ପ୍ରଥମ ରାଜାବଳୀ 11:25
ରଷୋଣ ଅରାମ ରେ ରାଜତ୍ବ କଲା। ସେ ଇଶ୍ରାୟେଲକୁ ଘୃଣା କଲା। ସେ ଶଲୋମନଙ୍କର ଓ ଇଶ୍ରାୟେଲର ୟାବଜ୍ଜୀବନ ବିପକ୍ଷ ହାଇେଥିଲା। ରଷୋଣ ଓ ହଦଦ୍ ଇଶ୍ରାୟେଲର ଅତି ଉତ୍ପାତର କାରଣ ଥିଲେ।

ପ୍ରଥମ ବଂଶାବଳୀ 21:1
ଶଯତାନ ଇଶ୍ରାୟେଲର ବିରୁଦ୍ଧ ରେ ଛିଡ଼ା ହେଲା। ଶଯତାନ ଇଶ୍ରାୟେଲ ଲୋକମାନଙ୍କୁ ଗଣନା କରିବା ନିମନ୍ତେ ସେ ଦାଉଦଙ୍କୁ ପ୍ରବର୍ତ୍ତାଇଲା।

ଆୟୁବ ପୁସ୍ତକ 1:6
ସଦାପ୍ରଭୁଙ୍କ ସହିତ ସାକ୍ଷାତ ଲାଗି ସ୍ବର୍ଗଦୂତମାନଙ୍କ ପାଇଁ ସହେି ଦିନଟି ଉପସ୍ଥିତ ହେଲା। ସହେି ସ୍ବର୍ଗଦୂତମାନଙ୍କ ସହିତ ଶଯତାନ ମଧ୍ଯ ସଠାେରେ ଉପସ୍ଥିତ ହେଲା।

Occurences : 27

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்