Base Word
שָׁטַף
Short Definitionto gush; by implication, to inundate, cleanse; by analogy, to gallop, conquer
Long Definitionto wash, rinse, overflow, engulf, rinse or wash off
Derivationa primitive root
International Phonetic Alphabetʃɔːˈt̪’ɑp
IPA modʃɑːˈtɑf
Syllablešāṭap
Dictionshaw-TAHP
Diction Modsha-TAHF
Usagedrown, (over-)flow, overwhelmed, rinse, run, rush, (throughly) wash (away)
Part of speechv

ଲେବୀୟ ପୁସ୍ତକ 6:28
ଯଦି ତାହା ମାଟିପାତ୍ର ରେ ପାକ କରାୟାଏ ତବେେ ତାହା ଭଙ୍ଗା ୟିବ, ଯବେେ ପିତ୍ତଳ ପାତ୍ର ରେ ତାହା ପାକ ହୁଏ ତବେେ ତାହା ମଜା ୟିବ ଓ ଜଳ ରେ ପରିଷ୍କୃତ ହବେ।

ଲେବୀୟ ପୁସ୍ତକ 15:11
ପୁଣି କ୍ଷରଣକାରୀ ନିଜର ହାତ ଜଳ ରେ ନ ଧୋଇ ଯଦି ଅନ୍ୟକୁ ଛୁଏଁ, ତବେେ ସେ ଛୁଇଁଥିବା ଲୋକ ନିଜର ବସ୍ତ୍ର ଧୋଇବ, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।

ଲେବୀୟ ପୁସ୍ତକ 15:12
ଯଦି କୌଣସି କ୍ଷରଣକାରୀ ମାଟିପାତ୍ରକୁ ଛୁଏଁ ତବେେ ସହେି ପାତ୍ରକୁ ଭାଙ୍ଗି ଦିଆୟିବ। ଆଉ ଯଦି କୌଣସି କାଠପାତ୍ରକୁ ଛୁଏଁ ତବେେ ତାହା ଜଳ ରେ ଧୁଆୟିବା ଉଚିତ୍।

ପ୍ରଥମ ରାଜାବଳୀ 22:38
ଆଉ ସମାନେେ ଶମରିଯାର ପୋଖରୀଠା ରେ ତାହାଙ୍କ ରଥକୁ ଧୋଇଲେ, ଯେଉଁଠା ରେ ବେଶ୍ଯାମାନେ ସ୍ନାନ କରନ୍ତି। କୁକୁରମାନେ ଆହାବ୍ର ରକ୍ତ ଗ୍ଭଟି ଖାଇଲେ। ଏହିସବୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଘଟିଲା।

ଦିତୀୟ ବଂଶାବଳୀ 32:4
ଅନକେ ଲୋକ ଏକତ୍ର ଆସିଲେ ଓ ଦେଶ ମଧ୍ଯ ଦଇେ ପ୍ରବାହିତ ହେଉଥିବା ଝରଣା ଓ ନଦୀ ସବୁର ଜଳକୁ ରୋକି ଦେଲେ। ସମାନେେ କହିଲେ ଯେ, ଅଶୂରର ରାଜା ଏହି ସ୍ଥାନକୁ ଆସିଲେ ବେଶୀ କିଛି ଜଳ ପାଇବ ନାହିଁ।

ଆୟୁବ ପୁସ୍ତକ 14:19
ପଥର ଉପରେ ପାଣି ବହି ତାକୁ କ୍ଷଯ କରିଦିଏ। ବନ୍ଯା ଭୂମିରୁ ସବୁ ପଟୁମାଟି ପାଣି ରେ ପୋଛି ନିଏ। ସହେିଭଳି ହେ ପରମେଶ୍ବର ତୁମ୍ଭେ ବ୍ଯକ୍ତିର ସମସ୍ତ ଆଶାକୁ ଧୂଳିସାତ କର।

ଗୀତସଂହିତା 69:2
ଯେଉଁଠାରେ ମୁଁ ଠିଆ ହାଇେ ପାରିବି ଏପରି କୌଣସି ବସ୍ତୁ ନାହିଁ। ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି। ମୁଁ ଅଗାଧ ଜଳରେ ଅଛି ଓ ମାରେ ଚତୁଃପାଶର୍‌ବରେ ଲହଡ଼ି ଭାଙ୍ଗୁଛି। କବଳେ ମୁଁ ବୁଡ଼ିୟିବା ଉପରେ।

ଗୀତସଂହିତା 69:15
ବନ୍ଯା ଲହରୀ ମାେତେ ୟମେିତି ବୁଡ଼ାଇ ନ ଦେଉ। ଗଭୀର ସମୁଦ୍ର ମାେତେ ଗ୍ରାସ ନ କରୁ। କବର ମାେତେ ଗିଳି ନ ଦେଉ।

ଗୀତସଂହିତା 78:20
ଏହା ସତ୍ଯ ୟେ, ସେ ଶୈଳକୁ ଆଘାତ କରନ୍ତେ ଜଳ ନିର୍ଗତ ହେଲା, ସେ ମଧ୍ଯ କଗ୍ଦଣ ଆମ୍ଭକୁ ରୋଟୀ ଦଇେ ପାରିବେ ? ସେ କଗ୍ଦଣ ତାଙ୍କର ଲୋକମାନଙ୍କ ପାଇଁ ମାଂସ ଦଇେ ପାରିବେ ?

ଗୀତସଂହିତା 124:4
ଆମ୍ଭମାନଙ୍କ ଶତ୍ରୁ ସୈନ୍ଯମାନେ ଆମ୍ଭମାନଙ୍କୁ ଜଳରାଶି ପରି ମଗ୍ନ କରିଥାନ୍ତେ। ଷୋର୍ତ ଆମ୍ଭମାନଙ୍କର ପ୍ରାଣ ଉପର ଦଇେ ୟାଇଥା'ନ୍ତା।

Occurences : 31

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்