Base Word
אַשְׁדּוֹד
Short DefinitionAshdod, a place in Palestine
Long Definitiona major Philistine city on the Mediterranean Sea west from Jerusalem, modern Esdud
Derivationfrom H7703; ravager
International Phonetic Alphabetʔɑʃˈd̪od̪
IPA modʔɑʃˈdo̞wd
Syllableʾašdôd
Dictionash-DODE
Diction Modash-DODE
UsageAhdod
Part of speechn-pr-loc

ଯିହୋଶୂୟ 11:22
ଇଶ୍ରାୟେଲ ସନ୍ତାନଗଣର ଦେଶ ରେ ଅନାକୀଯମାନଙ୍କର କହେି ହେଲେ ଜୀବିତ ରହିଲେ ନାହିଁ। କବଳେ ଘାସ ରେ ଗାତ ଓ ଅସ୍ଦୋଦ ରେ କହେି କହେି ରହିଗଲେ।

ଯିହୋଶୂୟ 15:46
ସମାନେେ ମଧ୍ଯ ଇକୋର୍ଣଠାରକ୍ସ୍ଟ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ, ଅସଦୋଦ ନିକଟସ୍ଥ ସମସ୍ତ ସ୍ଥାନ ଓ ସହରଗକ୍ସ୍ଟଡିକ ନେଲେ।

ଯିହୋଶୂୟ 15:47
ଅସଦୋଦ, ତା'ର ଉପନଗର, ଓ ଗ୍ରାମମାନ, ଘାସ, ତହିଁର ଉପନଗର ଓ ଗ୍ରାମଗକ୍ସ୍ଟଡିକ, ମିଶରନଦୀ ଓ ସହାସମକ୍ସ୍ଟଦ୍ର ଓ ତହିଁର ଅଞ୍ଚଳ ପର୍ୟ୍ଯନ୍ତ।

ପ୍ରଥମ ଶାମୁୟେଲ 5:1
ଏଥି ମଧିଅରେ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଏବନ୍-ଏଜରରକ୍ସ୍ଟ ଅସ୍ଦୋଦକକ୍ସ୍ଟ ୟାଇଥିଲେ।

ପ୍ରଥମ ଶାମୁୟେଲ 5:5
ଏଥିପାଇଁ ଦାଗୋନର ଯାଜକମାନେ ଅବା ଯେଉଁମାନେ ଦାଗୋନ ମନ୍ଦିରକକ୍ସ୍ଟ ଆସନ୍ତି, ସମାନେେ ଆଜି ପର୍ୟ୍ଯନ୍ତ ଅସ୍ଦୋଦସ୍ଥିତ ଦାଗୋନ ମନ୍ଦିରର ଦ୍ବାରବନ୍ଧକକ୍ସ୍ଟ ମାଡନ୍ତି ନାହିଁ।

ପ୍ରଥମ ଶାମୁୟେଲ 5:6
ଅସ୍ଦୋଦୀଯ ଲୋକମାନଙ୍କର ଓ ସମାନଙ୍କେର ପଡ଼ୋଶୀମାନଙ୍କର ଜୀବନକକ୍ସ୍ଟ ସଦାପ୍ରଭୁ କଠିନ କରି ସମାନଙ୍କେୁ ନାନା କଷ୍ଟ ଦେଲେ। ସେ ସମାନଙ୍କେୁ ଅର୍ଶ ରୋଗ ରେ ଆଘାତ କଲେ। ସେ ମଧ୍ଯ ସମାନଙ୍କେ ପାଇଁ ମୂଷାଗକ୍ସ୍ଟଡିକ ପଠଇେଲେ, ଯାହାକି ସମାନଙ୍କେର ଜାହାଜଗକ୍ସ୍ଟଡିକରେ ଓ ଦେଶ ରେ ଭର୍ତ୍ତୀ ହାଇଗେଲେ। ଫଳ ରେ ଲୋକମାନେ ଡରିଗଲେ।

ପ୍ରଥମ ଶାମୁୟେଲ 5:7
ଏହିପରି ଅସ୍ଦୋଦୀଯ ଲୋକମାନେ ଯାହାସବୁ ଘଟିଯାଉଥିଲା ଦେଖିଲେ ଏବଂ କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭ ଦବେତା ଦାଗୋନ୍ ଉପରେ ତାଙ୍କର ହସ୍ତ ନିଷ୍ଠକ୍ସ୍ଟର ହାଇେଅଛି।

ପ୍ରଥମ ଶାମୁୟେଲ 6:17
ଏହିପରି ଭାବରେ ପଲେଷ୍ଟୀୟମାନେ ସମାନଙ୍କେର ପାପ ପାଇଁ ପରମେଶ୍ବରଙ୍କଠା ରେ ସକ୍ସ୍ଟବର୍ଣ୍ଣର ଅବର୍କ୍ସ୍ଟଦ ଉତ୍ସର୍ଗ କଲେ: ଅସଦୋଦ୍ ପାଇଁ ଗୋଟିଏ, ଘସା ପାଇଁ ଗୋଟିଏ, ଅସ୍କିଲୋନ ପାଇଁ ଗୋଟିଏ, ଗାଥ୍ ପାଇଁ ଗୋଟିଏ ଏବଂ ଇକୋର୍ଣ ପାଇଁ ଗୋଟିଏ।

ଦିତୀୟ ବଂଶାବଳୀ 26:6
ଉଷିୟ ପଲେଷ୍ଟୀୟ ଲୋକମାନଙ୍କ ବିରୁଦ୍ଧ ରେ ଗୋଟିଏ ୟୁଦ୍ଧ କଲେ। ସେ ଗାଥ୍, ଯବ୍ନିର ଓ ଅସ୍ଦୋଦ୍ ସହରର ଚତୁର୍ଦ୍ଦିଗ ରେ ଥିବା ପ୍ରାଚୀର ସବୁ ଭାଙ୍ଗି ପକାଇଲେ। ଉଷିୟ ଅସ୍ଦୋଦ୍ ସହର ନିକଟରେ ଓ ଅନ୍ଯାନ୍ଯ ସ୍ଥାନ ରେ ପଲେଷ୍ଟୀୟ ଲୋକମାନଙ୍କ ମଧିଅରେ ସହରମାନ ନିର୍ମାଣ କଲେ।

ଦିତୀୟ ବଂଶାବଳୀ 26:6
ଉଷିୟ ପଲେଷ୍ଟୀୟ ଲୋକମାନଙ୍କ ବିରୁଦ୍ଧ ରେ ଗୋଟିଏ ୟୁଦ୍ଧ କଲେ। ସେ ଗାଥ୍, ଯବ୍ନିର ଓ ଅସ୍ଦୋଦ୍ ସହରର ଚତୁର୍ଦ୍ଦିଗ ରେ ଥିବା ପ୍ରାଚୀର ସବୁ ଭାଙ୍ଗି ପକାଇଲେ। ଉଷିୟ ଅସ୍ଦୋଦ୍ ସହର ନିକଟରେ ଓ ଅନ୍ଯାନ୍ଯ ସ୍ଥାନ ରେ ପଲେଷ୍ଟୀୟ ଲୋକମାନଙ୍କ ମଧିଅରେ ସହରମାନ ନିର୍ମାଣ କଲେ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்