Base Word
אִשָּׁה
Short Definitionproperly, a burnt-offering; but occasionally of any sacrifice
Long Definitionburnt-offering, offering made by fire, fire offering
Derivationthe same as H0800, but used in a liturgical sense
International Phonetic Alphabetʔɪʃˈʃɔː
IPA modʔiˈʃːɑː
Syllableʾiššâ
Dictionish-SHAW
Diction Modee-SHA
Usage(offering, sacrifice), (made) by fire
Part of speechn-m

ଯାତ୍ରା ପୁସ୍ତକ 29:18
ଏହାପରେ ଗୋଟ ମଷେକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହାମବେଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।

ଯାତ୍ରା ପୁସ୍ତକ 29:25
ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନବୈେଦ୍ଯ ନଇେ ୟଜ୍ଞବଦେୀର ହାମବେଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।

ଯାତ୍ରା ପୁସ୍ତକ 29:41
ସନ୍ଧ୍ଯା ସମୟରେ ଯେତବେେଳେ ଦ୍ବିତୀୟ ମଷେ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତ ରେ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ପ୍ରମାଣେ ତୃଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଅଗ୍ନି ଉପହାର ସ୍ବରୂପେ ତାହା ଉତ୍ସର୍ଗ କରିବ।

ଯାତ୍ରା ପୁସ୍ତକ 30:20
ସମାନେେ ସମାଗମ ତମ୍ବୁ ରେ ପ୍ରବେଶ କଲା ସମୟରେ ସମାନେେ ଧୋଇ ହବୋ ଉଚିତ୍, ଯାହାଫଳ ରେ ସମାନେେ ମରିବେ ନାହିଁ। ଆଉ ମଧ୍ଯ ସମାନେେ ଯାଜକର କର୍ମ କରିବା ନିମନ୍ତେ ଯେତବେେଳେ ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବା ପାଇଁ ବଦେୀ ପାଖକୁ ଯିବେ,

ଲେବୀୟ ପୁସ୍ତକ 1:9
ମାତ୍ର ସହେି ଯାଜକ ଅନ୍ତ ଅଂଶ ଓ ଗୋଡ ଜଳ ରେ ଧୌତ କରିବେ ତା'ପରେ ଯାଜକ ୟଜ୍ଞବଦେୀ ଉପରେ ତାକୁ ଦଗ୍ଧ କରିବେ ଓ ତାହା ଗୋଟିଏ ହାମବେଳି ହବେ। ଏବଂ ତାହା ସଦାପ୍ରଭୁଙ୍କୁ ସୁବାସିତ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 1:13
ମାତ୍ର ସେ ତା'ର ଅନ୍ତ୍ର ଅଂଶ ଓ ଗୋଡ ଜଳ ରେ ଧୌତ କରିବ। ତା'ପରେ ଯାଜକ ସମ୍ପୁର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ହବେ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନବୈେଦ୍ଯ।

ଲେବୀୟ ପୁସ୍ତକ 1:17
ତା'ପରେ ସେ ଯାଜକ ତା'ର ଦୁଇ ପକ୍ଷକୁ ଚିରିବ ମାତ୍ର ତାକୁ ଦୁଇ ଖଣ୍ଡ କରିବ ନାହିଁ। ତା'ପରେ ଯାଜକ ଏହାକୁ ସମ୍ପୁର୍ଣ୍ଣଭାବରେ ବଦେୀ ରେ ଥିବା ଅଗ୍ନିକାଠ ମଧିଅରେ ଦଗ୍ଧ କରିବ। ଏହି ହାମବେଳି ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 2:2
ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କପୂର୍ର ନବେ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ଅଟେ।

ଲେବୀୟ ପୁସ୍ତକ 2:3
ଏହି ଶସ୍ଯ ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହବେ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆୟାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।

ଲେବୀୟ ପୁସ୍ତକ 2:9
ପୁଣି ଯାଜକ ସହେି ଭଜା ଶସ୍ଯରୁ କିଛି ଅଂଶ ନବୋ ଉଚିତ୍ ଓ ୟଜ୍ଞବଦେୀ ଉପରେ ଏହି ସ୍ମରଣାର୍ଥକ ଅଂଶ ଦଗ୍ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନବୈେଦ୍ଯ ଅଟେ।

Occurences : 65

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்