Base Word
שָׁמַט
Short Definitionto fling down; incipiently to jostle; figuratively, to let alone, desist, remit
Long Definitionto release, let drop or loose or rest or fall
Derivationa primitive root
International Phonetic Alphabetʃɔːˈmɑt̪’
IPA modʃɑːˈmɑt
Syllablešāmaṭ
Dictionshaw-MAHT
Diction Modsha-MAHT
Usagediscontinue, overthrow, release, let rest, shake, stumble, throw down
Part of speechv

ଯାତ୍ରା ପୁସ୍ତକ 23:11
କିନ୍ତୁ ସପ୍ତମବର୍ଷ ଜମି ରେ ଆଉ ଫସଲ କର ନାହିଁ। ସପ୍ତମ ବର୍ଷଟି ଭୂମିକୁ ପଡିଆ ରଖ। ଏହି ସମୟରେ ତୁମ୍ଭର କ୍ଷେତ୍ର ରେ କୌଣସି ଫସଲ କର ନାହିଁ। ଯଦି କୌଣସି ଫସଲ ହୁଏ ତବେେ ଦରିଦ୍ର ଲୋକମାନଙ୍କ ପାଇଁ ଛାଡି ଦିଅ ଏବଂ ଅବଶିଷ୍ଟକୁ ବଣ୍ଯଜନ୍ତୁମାନଙ୍କୁ ଖାଇବାକୁ ଛାଡିଦିଅ। ଏପରିକୁ ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର ଏବଂ ଜିତବୃକ୍ଷ ଥିବା କ୍ଷେତ୍ର ପାଇଁ ଏହିପରି କର।

ଦିତୀୟ ବିବରଣ 15:2
ଏହାର ବ୍ଯବସ୍ଥା ଏହିପରି ହବେ ଯେ କହେି ୟିଏ କି ଆପଣା ପ୍ରତିବେଶୀକକ୍ସ୍ଟ କରଜ ଦଇେଛି ତାହା ସେ ଛାଡ କରିଦବେ। ସେ ତା'ର ପଡ଼ୋଶୀଙ୍କକ୍ସ୍ଟ ଋଣ ପରିଶାଧେ ନିମନ୍ତେ ପଗ୍ଭରିବା ଉଚିତ୍ ନକ୍ସ୍ଟହଁ। କାରଣ ସଦାପ୍ରଭୁ ବ୍ଯବସ୍ଥା ଅନକ୍ସ୍ଟୟାଯୀ ସେ ଏହାକକ୍ସ୍ଟ ଋଣ ଛାଡର ବର୍ଷ ଘାଷେଣା କରିଛନ୍ତି।

ଦିତୀୟ ବିବରଣ 15:3
ତୁମ୍ଭମାନେେ ବିଦେଶୀମାନଙ୍କ ଠାରକ୍ସ୍ଟ ଏହି ଋଣ ପରିଶାଧେ କରିପାରିବ କିନ୍ତୁ ଆପଣା ଭାଇ ଇଶ୍ରାୟେଲୀୟବାସୀଙ୍କକ୍ସ୍ଟ ତାହା ଛାଡ କରିଦବେ।

ଦିତୀୟ ଶାମୁୟେଲ 6:6
ସମାନେେ ନାଖାନେ ନାମକ ଶସ୍ଯ ମର୍ଦ୍ଦନ ସ୍ଥାନ ରେ ପହଁଞ୍ଚିଲେ। ବଳଦମାନେ ଅମଣା ହବୋରକ୍ସ୍ଟ ଉଷ ହସ୍ତ ବଢାଇ ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରି ନେଲେ।

ଦିତୀୟ ରାଜାବଳୀ 9:33
ଯହେୂ ସମାନଙ୍କେୁ କହିଲେ, ଇଷବଲକେୁ ତଳକୁ ପକାଇ ଦିଅ।

ଦିତୀୟ ରାଜାବଳୀ 9:33
ଯହେୂ ସମାନଙ୍କେୁ କହିଲେ, ଇଷବଲକେୁ ତଳକୁ ପକାଇ ଦିଅ।

ପ୍ରଥମ ବଂଶାବଳୀ 13:9
ସମାନେେ କୀଦୋନସ୍ଥିତ ଶସ୍ଯ ଝାଡ଼ିବା ସ୍ଥାନକୁ ଆସିଲେ। ଶଗଡ଼ଗାଡ଼ିକୁ ଟାଣୁଥିବା ବଳଦମାନେ ଝୁଣ୍ଟିପଡ଼ିଲେ। ଏବଂ ନିଯମସିନ୍ଦୁକ ପ୍ରାଯ ପଡ଼ିୟିବା ତୁଲ୍ଯ ହେଲା। ତେଣୁ ଉଷ ସିନ୍ଦୁକଟିକୁ ଧରିବା ନିମନ୍ତେ ନିଜର ହାତ ବଢ଼ାଇଲା।

ଗୀତସଂହିତା 141:6
ସମାନଙ୍କେର ନ୍ଯାଯଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ। ତବେେ ଲୋକମାନେ ଜାଣିବେ ୟେ, ମୁଁ ସତ୍ଯ କହିଅଛି।

ଯିରିମିୟ 17:4
ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦଇେଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହବେ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶ ରେ ତୁମ୍ଭ ଶତ୍ରୁଗଣର ସବୋ କରାଇବା। କାରଣ ତୁମ୍ଭେ ଆମ୍ଭର କୋରଧରୂପକ ଅଗ୍ନି ପ୍ରଜ୍ବଳିତ କରିଅଛି। ଆଉ ସହେି ଅଗ୍ନି ରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହବେ। ସହେି ଲୋକମାନଙ୍କ ଉପ ରେ ଏପରି ଘଟିବ ଯେଉଁମାନେ ପରମେଶ୍ବରଙ୍କ ଉପ ରେ ବିଶ୍ବାସ କରି ନାହାଁନ୍ତି।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்