Base Word
שָׁקַד
Short Definitionto be alert, i.e., sleepless; hence to be on the lookout (whether for good or ill)
Long Definitionto wake, watch, awake, be alert
Derivationa primitive root
International Phonetic Alphabetʃɔːˈk’ɑd̪
IPA modʃɑːˈkɑd
Syllablešāqad
Dictionshaw-KAHD
Diction Modsha-KAHD
Usagehasten, remain, wake, watch (for)
Part of speechv

ଏଜ୍ରା 8:29
ସଦାପ୍ରଭୁ ୟିରୁଶାଲମସ୍ଥ ମନ୍ଦିର କଠାେରୀ ରେ ପ୍ରଧାନ ଯାଜକ ଗର୍ବର ଓ ଲବେୀୟମାନଙ୍କର ଓ ଇଶ୍ରାୟେଲୀୟ ପରିବାରର ନେତାମାନଙ୍କର ସାକ୍ଷାତ ରେ ଏହାସବୁ ତୌଲି ନଦବୋ ପର୍ୟ୍ଯନ୍ତ ତୁମ୍ଭମାନେେ ସତର୍କ ହୁଅ ଓ ଏହା ସବୁର ସୁରକ୍ଷା କର।

ଆୟୁବ ପୁସ୍ତକ 21:32
ତଥାପି ଦୁଷ୍ଟ ବ୍ଯକ୍ତି କବରକୁ ବୁହାୟିବ ଓ ତାକୁ ପ୍ରହରୀ ଜଗିବେ।

ଗୀତସଂହିତା 102:7
ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି ମୁଁ ଶୋଇପାରେ ନାହିଁ।

ଗୀତସଂହିତା 127:1
ସଦାପ୍ରଭୁ ୟବେେ ଗୃହ ନିର୍ମାଣ ନ କରନ୍ତି, ତବେେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ଯର୍ଥ ହୁଏ। ୟବେେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତବେେ ପ୍ରହରୀ ଜାଗ୍ରତ ହବୋ କବଳେ ବୃଥା ଅଟେ।

ହିତୋପଦେଶ 8:34
ଯେକହେି ମାରେ କଥା ଶୁଣେ, ସେ ଖୁସି ହବେ। ସେ ମାେ ଦ୍ବାର ନିକଟକୁ ସବୁଦିନ ଶୀଘ୍ର ଆ ସେ ଏବଂ ମାରେ ଦ୍ବାର ବାହା ରେ ଅପେକ୍ଷା କରେ।

ଯିଶାଇୟ 29:20
ନିଷ୍ଠୁର ଲୋକ ଦଣ୍ଡ ଭୋଗିବେ। ନିନ୍ଦୁକମାନେ ଶାନ୍ତ ହାଇେଛନ୍ତି ଓ ଅଧର୍ମକାର୍ୟ୍ଯ କରୁଥିବା ବ୍ଯକ୍ତି ଧ୍ବଂସ ହାଇେଛନ୍ତି।

ଯିରିମିୟ 1:12
ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଠିକ୍ ଦେଖୁଅଛ କାରଣ ଆମ୍ଭେ ଦେଖୁଅଛୁ ଯେ, ଆମ୍ଭର ବାକ୍ଯ ସଫଳ କରାୟାଇଛି।

ଯିରିମିୟ 5:6
ସମାନେେ ପରମେଶ୍ବରଙ୍କ ବିରୁଦ୍ଧାଚରଣ କରିଛନ୍ତି। ତେଣୁ ବନରୁ ଏକ ସିଂହ ବାହାରି ସମାନଙ୍କେୁ ବଧ କରିବ ଓ ସନ୍ଧ୍ଯା କାଳୀନ ଗଧିଆ ସମାନଙ୍କେୁ ବିନାଶ କରିବ। ଚିତାବାଘ ସମାନଙ୍କେ ନଗର ସମୂହ ନିକଟରେ ଛକି ରହିବ। ଯେଉଁଲୋକ ନଗରରୁ ବାହାରିବ, ସେ ତାକୁ ବିଦୀର୍ଣ୍ଣ କରିବ। କାରଣ ସମାନେେ ବହୁ ଅପରାଧ କରିଛନ୍ତି ଓ ସମାନେେ ବହୁବାର ସଦାପ୍ରଭୁଙ୍କଠାରୁ ବିପଥଗାମୀ ହାଇେଛନ୍ତି।

ଯିରିମିୟ 31:28
ଅତୀତ ରେ ଆମ୍ଭେ ସମାନଙ୍କେୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଲେଶ ଦଇେଥିଲୁ। ମାତ୍ର ବର୍ତ୍ତମାନ ସମାନଙ୍କେୁ ନିର୍ମାଣ ଓ ରୋପଣ କରିବା। ଆଉ ସମାନଙ୍କେର ଯତ୍ନ ନଇେ ସମାନଙ୍କେୁ ଶକ୍ତିଶାଳୀ କରିବା। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 31:28
ଅତୀତ ରେ ଆମ୍ଭେ ସମାନଙ୍କେୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଲେଶ ଦଇେଥିଲୁ। ମାତ୍ର ବର୍ତ୍ତମାନ ସମାନଙ୍କେୁ ନିର୍ମାଣ ଓ ରୋପଣ କରିବା। ଆଉ ସମାନଙ୍କେର ଯତ୍ନ ନଇେ ସମାନଙ୍କେୁ ଶକ୍ତିଶାଳୀ କରିବା। ଏହା ସଦାପ୍ରଭୁ କହନ୍ତି।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்