Base Word
שָׁקַל
Short Definitionto suspend or poise (especially in trade)
Long Definitionto weigh, weigh out, pay out
Derivationa primitive root
International Phonetic Alphabetʃɔːˈk’ɑl
IPA modʃɑːˈkɑl
Syllablešāqal
Dictionshaw-KAHL
Diction Modsha-KAHL
Usagepay, receive(-r), spend, × throughly, weigh
Part of speechv

ଆଦି ପୁସ୍ତକ 23:16
ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ଯ ବିଷଯ ରେ କଥା କହୁଛନ୍ତି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ଯ ଦେଲେ। ଯାହା ହତେୀଯମାନଙ୍କର ଥିଲା। ଅବ୍ରହାମ ଅଢ଼ଇେ ପାଉଣ୍ଡ ରୂପା ଏବଂ ସମସ୍ତଙ୍କ ସମ୍ମୁଖ ରେ ଇଫ୍ରୋଣକୁ ଦେଲେ।

ଯାତ୍ରା ପୁସ୍ତକ 22:17
ଯଦି ତାଙ୍କର ପିତା ଦୁହିଁଙ୍କୁ ବିବାହ ଦବୋକୁ ମନା କରେ ତଥାପି ମଧ୍ଯ ସହେି ୟୁବକକୁ ଅର୍ଥ ଦବୋକୁ ପଡିବ। ସେ ତାଙ୍କୁ ସଂପୂର୍ଣ୍ଣ ଅର୍ଥ ଦବୋକୁ ପଡିବ।

ଦିତୀୟ ଶାମୁୟେଲ 14:26
ତା' ମକ୍ସ୍ଟଣ୍ତ ରେ ବାଳ ଭାରୀ ହବୋରକ୍ସ୍ଟ ସେ ତାକକ୍ସ୍ଟ କାଟିଲା। ପ୍ରତିବର୍ଷ ତା' ମକ୍ସ୍ଟଣ୍ତରକ୍ସ୍ଟ 200 ଶକେଲ ବାଳ ବାହା ରେ।

ଦିତୀୟ ଶାମୁୟେଲ 18:12
ସେ ଲୋକଟି ଯୋୟାବକକ୍ସ୍ଟ କହିଲା, ମୁ ସେ ରାଜପକ୍ସ୍ଟତ୍ରକକ୍ସ୍ଟ ମାରି ପାରି ନ ଥାନ୍ତି, ମାେତେ ଆପଣ ଯେତେ ଧନ ଦେଲବେି। ବା 1,000 ଖଣ୍ତ ରୂପା ଦେଲେ ମଧ୍ଯ ଏକାର୍ୟ୍ଯ ଅସମ୍ଭବ। କାହିଁକି? କାରଣ ଆମ୍ଭମାନେେ ରାଜାଙ୍କର ଆଦେଶ ତକ୍ସ୍ଟମ୍ଭ ପ୍ରତି, ଅବୀଶଯ ପ୍ରତି ଓ ଇତ୍ତଯ ପ୍ରତି ଶକ୍ସ୍ଟଣିଥିଲକ୍ସ୍ଟ। ରାଜାଙ୍କର ଆଦେଶ ଥିଲା, 'ସାବଧାନ, ଅବଶା ଲୋମକକ୍ସ୍ଟ ଆଘାତ କର ନାହିଁ।'

ପ୍ରଥମ ରାଜାବଳୀ 20:39
ରାଜା ତା'ବାଟ ଦଇେ ଗଲା ବେଳେ ସେ ରାଜାଙ୍କୁ କହିଲା, ମୁଁ ୟୁଦ୍ଧ ଭୂମିକୁ ୟାଇଥିଲି। ଆମ୍ଭର ଜଣେ ଲୋକ ଜଣେ ଶତୃ ସୈନ୍ଯକୁ ଆଣି ମାେତେ କହିଲେ, 'ଏହି ଲୋକଟିକୁ ଜଗ, ଯଦି ସେ ପଳାଯନ କରେ ତବେେ ତୁମ୍ଭେ ତା' ବଦଳ ରେ ତୁମ୍ଭର ଜୀବନ ଦବେ। ନଚେତ୍ ଏକତାଳନ୍ତ ରୂପା ଦବେ।'

ଏଜ୍ରା 8:25
ଆଉ ରାଜା ଓ ତାହାଙ୍କ ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇଶ୍ରାୟେଲ ସମସ୍ତ ଲୋକେ ଆମ୍ଭମାନଙ୍କ ପରମେଶ୍ବରଙ୍କର ମନ୍ଦିର ନିମନ୍ତେ ଯେଉଁ ରୂପା, ସୁନା ଓ ପାତ୍ରମାନସବୁ ଉପହାର କରିଥିଲେ, ତାହା ମୁଁ ସମାନଙ୍କେୁ ତୌଲି ଦଲେି।

ଏଜ୍ରା 8:26
ମୁଁ ସମାନଙ୍କେ ହସ୍ତ ରେ 650 ତାଳନ୍ତ ରୂପା ଓ 100 ତାଳନ୍ତ ରେ ୗପ୍ୟପାତ୍ର ଓ 100 ତାଳନ୍ତ ସୁନା।

ଏଜ୍ରା 8:29
ସଦାପ୍ରଭୁ ୟିରୁଶାଲମସ୍ଥ ମନ୍ଦିର କଠାେରୀ ରେ ପ୍ରଧାନ ଯାଜକ ଗର୍ବର ଓ ଲବେୀୟମାନଙ୍କର ଓ ଇଶ୍ରାୟେଲୀୟ ପରିବାରର ନେତାମାନଙ୍କର ସାକ୍ଷାତ ରେ ଏହାସବୁ ତୌଲି ନଦବୋ ପର୍ୟ୍ଯନ୍ତ ତୁମ୍ଭମାନେେ ସତର୍କ ହୁଅ ଓ ଏହା ସବୁର ସୁରକ୍ଷା କର।

ଏଜ୍ରା 8:33
ଏହାପରେ ଚତୁର୍ଥଦିନ ସହେି ରୂପା ଓ ସୁନାପାତ୍ର ସକଳ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିର ରେ ତୌଲାୟାଇ ଊରିଯ ଯାଜକର ପୁତ୍ର ମରମୋେତ୍ ହସ୍ତ ରେ ଦିଆଗଲା। ତାହା ସଙ୍ଗେ ପୀନହସର ପୁତ୍ର ଏଲିଯାସର ଥିଲା। ସମାନଙ୍କେ ସଙ୍ଗେ ଯଶୂେଯର ପୁତ୍ର ୟୋଷାବଦ୍ ଓ ବିନ୍ନୂଯିର ପୁତ୍ର ନୋଯଦିଯ ଏହି ଲବେୀୟମାନେ ଥିଲେ।

ଏଷ୍ଟର ବିବରଣ 3:9
ମହାରାଜ ସନ୍ତୁଷ୍ଟ ହେଲେ ସମାନଙ୍କେୁ ବିନାଶ କରିବା ପାଇଁ ପତ୍ର ଲୋଖାଯାଉ। ତହିଁରେ ମୁଁ ରାଜକାର୍ୟ୍ଯ ରେ ନିୟୁକ୍ତ ଲୋକଙ୍କ ହସ୍ତ ରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶହଜାର ତାଳନ୍ତ ରୂପା ଦବେି।

Occurences : 22

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்