Base Word
שָׁקַף
Short Definitionproperly, to lean out (of a window), i.e., (by implication) peep or gaze (passively, be a spectacle)
Long Definitionto overlook, look down or out, overhang, look out and down
Derivationa primitive root
International Phonetic Alphabetʃɔːˈk’ɑp
IPA modʃɑːˈkɑf
Syllablešāqap
Dictionshaw-KAHP
Diction Modsha-KAHF
Usageappear, look (down, forth, out)
Part of speechv

ଆଦି ପୁସ୍ତକ 18:16
ଏହାପରେ ସହେି ତିନିଜଣ ୟିବା ପାଇଁ ଉଠିଲେ, ସମାନେେ ସଦୋମ ଆଡ଼େ ମୁହାଁଇଲେ। ଏବଂ ସମାନେେ ସହେି ବାଟେ ୟିବାକୁ ଆରମ୍ଭ କଲେ। ଅବ୍ରହାମ ତାଙ୍କୁ ବାଟଇେ ଦେଲେ।

ଆଦି ପୁସ୍ତକ 19:28
ସଦୋମ ଓ ହ ମାରୋ ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳକୁ ଅନାନ୍ତେ ସହେି ଦେଶରୁ ଭାଟୀର ଧୂମତୁଲ୍ଯ ଧୂମ ଉଠିବାର ଦେଖିଲେ।

ଆଦି ପୁସ୍ତକ 26:8
ଇସ୍ହାକ ସଠାେରେ ବହୁଦିନ ବାସ କଲାପରେ ଦିନେ ପଲେଷ୍ଟୀୟ ରାଜା ଅବିମଲକେ ଝରକା ଦଇେ ଇସ୍ହାକ ଓ ତା'ର ସ୍ତ୍ରୀକୁ କୌତୁକ କରିବାର ଦେଖିଲେ।

ଯାତ୍ରା ପୁସ୍ତକ 14:24
ପ୍ରଭାତ ରେ ସଦାପ୍ରଭୁ ମେଘସ୍ତମ୍ଭ ଓ ଆଲୋକ ସ୍ତମ୍ଭ ଦଇେ ମିଶ୍ରୀଯ ସୈନ୍ଯମାନଙ୍କୁ ଦେଖିଲେ ଏବଂ ସଦାପ୍ରଭୁ ମିଶରୀଯ ସୈନ୍ଯମାନଙ୍କୁ ଦ୍ବନ୍ଦ ରେ ପକାଇଲେ।

ଗଣନା ପୁସ୍ତକ 21:20
ବାମାେତରୁ ମାୟୋବ କ୍ଷେତ୍ରସ୍ଥିତ ଉପତ୍ୟକା ଦଇେ ପିସ୍ଗା ପର୍ବତର ଶୃଗଂକୁ ୟାତ୍ରା କଲେ। ତାହା ମରୁଭୂମି ଆଡକୁ ଥିଲା।

ଗଣନା ପୁସ୍ତକ 23:28
ଏଣୁ ବାଲାକ୍ ବିଲିଯମ ମରୁଭୂମି ଅଭିମୁଖ ରେ ପିୟୋର ଶିଖରକୁ ନଇଗେଲେ।

ଦିତୀୟ ବିବରଣ 26:15
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ବର୍ଗରକ୍ସ୍ଟ ଦୃଷ୍ଟିପାତ କର। ଏବଂ ତୁମ୍ଭର ଲୋକ ଇଶ୍ରାୟେଲକକ୍ସ୍ଟ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନକ୍ସ୍ଟସା ରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦଇେଅଛ, ସହେି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶକକ୍ସ୍ଟ ଆଶୀର୍ବାଦ କର।'

ବିଚାରକର୍ତାମାନଙ୍କ ବିବରଣ 5:28
ସୀଷରାର ମାଁ ଝରକା ପାଖ ରେ ଅପେକ୍ଷା କରୁଥିଲା ଏବଂ ସେ ଜାଲି ଦଇେ ଗ୍ଭହକ୍ସ୍ଟଁଥିଲା। ସେ ଏହା ଚିନ୍ତା କରି କାନ୍ଦକ୍ସ୍ଟଥିଲା, ସୀଷରାର ରଥ ବିଳମ୍ବ କାହିଁକି? ମୁ କାହିଁକି ତଥାପି ତା'ର ରଥ ଶଦ୍ଦ ଶକ୍ସ୍ଟଣି ପାରକ୍ସ୍ଟ ନାହିଁ?

ପ୍ରଥମ ଶାମୁୟେଲ 13:18
ଦ୍ବିତୀୟ ଦଳ ଦକ୍ଷିଣ-ପୂର୍ବ ଦିଗ ରେ ବୈଥୋରିଣ ରାସ୍ତା ରେ ଗଲେ। ତୃତୀୟ ଦଳ ପୂର୍ବଦିଗର ରାସ୍ତାର ସୀମା ସିବୋଯିମ ଉପତ୍ୟକାର ଅଞ୍ଚଳର ପଥଦଇେ ଗମନ କଲେ। ସହେି ରାସ୍ତାଟି ସିବୋଯିମ ଉପତ୍ୟକା ଦଇେ ମରକ୍ସ୍ଟଭୂମି ଆଡେ ମକ୍ସ୍ଟହଁ କରିଅଛି।

ଦିତୀୟ ଶାମୁୟେଲ 6:16
ଶାଉଲଙ୍କ ଝିଅ ମୀଖଲ ଝରକା ରେ ଗ୍ଭହିଁ ଥିଲେ। ଯେତବେେଳେ ସେ ଦେଖିଲେ, ପବିତ୍ର ସିନ୍ଦକ୍ସ୍ଟକ ଦାଉଦ ନଗରକକ୍ସ୍ଟ ଆସିଲା, ଏବଂ ସେ ଯେତବେେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ନାଚକ୍ସ୍ଟଛନ୍ତି, ସେ ବ୍ଯତିବ୍ଯସ୍ତ ହେଲେ। ସେ ହୃଦଯ ରେ ତାଙ୍କୁ ତକ୍ସ୍ଟଚ୍ଛ ବୋଲି ଭାବିବାକକ୍ସ୍ଟ ଲାଗିଲେ।

Occurences : 22

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்