Base Word
שָׂרַי
Short DefinitionSarai, the wife of Abraham
Long Definitionoriginal name of Sarah the wife of Abram or Abraham
Derivationfrom H8269; dominative
International Phonetic Alphabetɬɔːˈrɑi̯
IPA modsɑːˈʁɑi̯
Syllableśāray
Dictionsaw-RAI
Diction Modsa-RAI
UsageSarai
Part of speechn-pr-f

ଆଦି ପୁସ୍ତକ 11:29
ଏହାପରେ ଅବ୍ରାମ ଓ ନାହାରେ ଉଭୟ ବିବାହ କଲେ। ଅବ୍ରାମ ସ୍ତ୍ରୀର ନାମ ସାରୀ ଏବଂ ନାହାରରେ ସ୍ତ୍ରୀ ମିଲ୍କା, ହାରୋଣର କନ୍ଯା। ହାରୋଣର ଅନ୍ୟ ଝିଅର ନାମ ୟିସ୍କା।

ଆଦି ପୁସ୍ତକ 11:30
ସାରୀ ବନ୍ଧ୍ଯା ଥିଲେ। ତାଙ୍କର କୌଣସି ସନ୍ତାନ ନଥିଲେ।

ଆଦି ପୁସ୍ତକ 11:31
ତରହେ ଆପଣା ପୁତ୍ର ଅବ୍ରାମକୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଂଗ ରେ ନଲୋ। ଏବଂ ସେ ସମସ୍ତ କଲଦୀଯମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ଯ ରେ ୟାତ୍ରା କରି ହାରଣ ନଗର ରେ ବସତି ସ୍ଥାପନ କଲେ।

ଆଦି ପୁସ୍ତକ 12:5
ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।

ଆଦି ପୁସ୍ତକ 12:11
ସେ ଯେତବେେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦର।

ଆଦି ପୁସ୍ତକ 12:17
ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ବାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।

ଆଦି ପୁସ୍ତକ 16:1
ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀଯ ଦାସୀ ଥିଲା।

ଆଦି ପୁସ୍ତକ 16:2
ସାରୀ ଅବ୍ରାମକୁ କହିଲା, ସଦାପ୍ରଭୁ ମାେତେ ସନ୍ତାନ ସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାଯ ତା' ମାଧ୍ଯମ ରେ ମୁଁ ଏକ ପୁତ୍ର ପାଇ ପାରିବି।

ଆଦି ପୁସ୍ତକ 16:2
ସାରୀ ଅବ୍ରାମକୁ କହିଲା, ସଦାପ୍ରଭୁ ମାେତେ ସନ୍ତାନ ସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାଯ ତା' ମାଧ୍ଯମ ରେ ମୁଁ ଏକ ପୁତ୍ର ପାଇ ପାରିବି।

ଆଦି ପୁସ୍ତକ 16:3
ଅବ୍ରାମ କିଣାନ ଦେଶ ରେ ଦଶ ବର୍ଷ କଟାଇଲାପରେ ଏହିପରି ହାଇେଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀଯ ଦାସୀ ହାଗାରକୁ ତାଙ୍କ ସ୍ବାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳ ରେ ସେ ତା' ସହିତ ସହବାସ କରିପାରିବ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்